ଜଳିଲା ଜଙ୍ଗଲ: ନିଆଁ ଲଗାଇ ଦେଇଥିବା ଅଭିଯୋଗ
କୋରୁକୋଣ୍ଡା,୧୭।୨(ଶିବଦତ୍ତ ସାହୁ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅଧୀନ ପୋଟ୍ରେଲ ପଞ୍ଚାୟତ ଅନ୍ତର୍ଗତ କ୍ରସର ନିକଟରେ ଥିବା ପାହାଡ଼ରେ ସାରେ କୌଣସି ଦୁର୍ବୃତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେବା କାରଣରୁ ନିଆଁ ଚାରି ଆଡେ ବ୍ୟାପି ଯାଇଥିଲା। ବହୁ ଜୋରରେ ନିଆଁ…
ମହିଳାଙ୍କ ବେକରୁ ମଙ୍ଗଳସୂତ୍ର ଝାମ୍ପି ନେଲେ: ସିସିଟିଭିରେ କଏଦ ହେଲା ଦୃଶ୍ୟ
ବୈପାରୀଗୁଡା,୧୭ା୨(କଳ୍ପତରୁ ମହାନ୍ତି): ବୈପାରୀଗୁଡା ୟୁଜି ବ୍ୟାଙ୍କ ସାମ୍ନାରେ କେତେକ ଦୁର୍ବୃତ୍ତ ଜଣେ ମହିଳାଙ୍କ ବେକରୁ ସୁନା ମଙ୍ଗଳସୂତ୍ର ଝାମ୍ପି ନେଇଥିବା ଜଣାପଡ଼ିଛି। ମାଲକାନାଗିରି ଜିଲା ଅଧୀନ ବାଲିମେଳା ସହର ବାସିନ୍ଦା ମନୋରମା ମହାନ୍ତି(୫୫) ସ୍ବାମୀଙ୍କ ସହ ଝିଅ ଘର ବୈପାରୀଗୁଡାକୁ ଆସିଥିଲେ।…
କିଟ୍ରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ, ଟୁଇଟ୍ କରି କହିଲେ…
ଭୁବନେଶ୍ୱର,୧୭।୨: କିଟ୍ କ୍ୟାମ୍ପସ ହଷ୍ଟେଲରେ ଜଣେ ବିଦେଶୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିଛି। ବର୍ତ୍ତମାନ କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିଛନ୍ତି। ଦିଲ୍ଲୀ ସ୍ଥିତ ଦୂତାବାସରୁ ୨ ଅଫିସର ଓଡ଼ିଶା ଆସୁଥିବା ପ୍ରଧାନମନ୍ତ୍ରୀ ସୂଚନା…
Rishabh Pant Injury: ବାଂଲାଦେଶ ବିପକ୍ଷରେ ଖେଳିବେ କି ନାହିଁ ରିଷଭ ? ଆଘାତ ସମ୍ପର୍କରେ ଦୁବାଇରୁ ଆସିଲା ବଡ଼ ଅପଡେଟ୍
ଦୁବାଇ,୧୭।୨: ଟିମ୍ ଇଣ୍ଡିଆର ୱିକେଟକିପର-ବ୍ୟାଟସମ୍ୟାନ୍ ରିଷଭ ପନ୍ତ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପୂର୍ବରୁ ଆହତ ହୋଇଛନ୍ତି। ଟିମ୍ ଇଣ୍ଡିଆର ଅଭ୍ୟାସ ସମୟରେ ପନ୍ତଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। କିନ୍ତୁ ଏବେ ଦୁବାଇରୁ ଏକ ଭଲ ଖବର ଆସିଛି। ଏକ ରିପୋର୍ଟ ଅନୁଯାୟୀ,…
ବଢିଲା ଏମଏଏଲଏ ପାଣ୍ଠି: ଜାଣନ୍ତୁ କେତେରୁ କେତେ
ଭୁବନେଶ୍ୱର,୧୭।୨: ବଢିଲା ବିଧାୟକଙ୍କ ଏମଏଏଲଏ ପାଣ୍ଠି । ଏହାକୁ ୩ କୋଟିରୁ ୫ କୋଟିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବଜେଟ ଉପସ୍ଥାପନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି। ଏଥିପାଇଁ ୭୩୫ କୋଟି ବ୍ୟୟ ବରାଦ…
Champions Trophy: ପାକିସ୍ତାନରେ ପହଞ୍ଚିଲା ଅଷ୍ଟ୍ରେଲିଆ ଦଳ
ଲାହୋର,୧୭ା୨: ଆଇସିସି ଚାମ୍ପିୟନ୍ସ ଟ୍ରଫି ଖେଳିବା ଲାଗି ଅଷ୍ଟ୍ରେଲିଆ କ୍ରିକେଟ ଦଳ ସୋମବାର ପାକିସ୍ତାନରେ ପହଞ୍ଚିଛି। ବୁଧବାର କରାଚୀର ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମ୍ୟାଚ ସହ ଟୁର୍ନାମେଣ୍ଟ ଆରମ୍ଭ ହେବ। ପାକିସ୍ତାନ ହେଉଛି ଗତଥରର ଚାମ୍ପିୟନ ଦଳ। ୨୦୧୭ରେ୍ ୟୁନାଇଟେଡ…
ଜର୍ମାନ ରାଷ୍ଟ୍ରପତିଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ କରି ଲଗାଇଦେଲେ ବିହାର ସରକାରଙ୍କ ପ୍ରୋଫାଇଲ ଫଟୋ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…
ବର୍ଲିିନ୍,୧୭।୨: ଜର୍ମାନ ରାଷ୍ଟ୍ରପତି ଫ୍ରାଙ୍କ-ୱାଲ୍ଟର ଷ୍ଟିନମିୟରଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟ ହ୍ୟାକ ହୋଇଥିବା ଜଣାପଡ଼ିଛି। କେବଳ ଏତିକି ନୁହେଁ, ହ୍ୟାକର୍ସମାନେ ରାଷ୍ଟ୍ରପତିଙ୍କ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ ବିହାର ସରକାରଙ୍କ ଜଳସମ୍ପଦ ବିଭାଗର ଫଟୋ ସହିତ ବଦଳାଇ ଦେଇଛନ୍ତି। ତଥାପି, ଏହି ଘଟଣା…
ମହାରାଷ୍ଟ୍ର ସରକାରରେ ପୁଣି ଝଡ଼: ଏକନାଥ ଶିନ୍ଦେ ନେଲେ ବଡ଼ ନିଷ୍ପତ୍ତି
ପୁଣେ,୧୭।୨: ମହାରାଷ୍ଟ୍ରରେ ମହାୟୁତି ସରକାର ଗଠନ ହେବା ପରଠାରୁ ଏକନାଥ ଶିନ୍ଦେ ଏବଂ ଦେବେନ୍ଦ୍ର ଫଡନବିସଙ୍କ ମଧ୍ୟରେ ଶୀତଳ ଯୁଦ୍ଧ କାହାକୁ ଅଛପା ନାହିଁ। ଶିନ୍ଦେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବାର ଆଶା ରଖିଥିଲେ, କିନ୍ତୁ ଫଡନବିସ ମୁଖ୍ୟମନ୍ତ୍ରୀ ହୋଇ ତାଙ୍କର…
ଆବାସିକ ବିଦ୍ୟାଳୟରେ ଛାତ୍ରଙ୍କ ମୃତ୍ୟୁ: ଅବହେଳାକୁ ଦାୟୀକଲେ ପରିବାର
ପାରଳାଖେମୁଣ୍ଡି,୧୭ା୨(ଗିରିଧାରୀ ପରିଚ୍ଛା): ସରକାର ଆଦିବାସୀ ପିଲାଙ୍କ ଶିକ୍ଷାର ଉନ୍ନତି ଦିଗରେ ବିଭିନ୍ନ ଯୋଜନା କରି ପ୍ରଚୁର ଅର୍ଥ ଖର୍ଚ୍ଚ କରୁଛନ୍ତି। ତେବେ ଏଥିରୁ ସେମାନେ ବିଶେଷ ଉପକୃତ ହେଉନାହାନ୍ତି। ବିଭାଗୀୟ କର୍ମଚାରୀଙ୍କ ଅବହେଳାରୁ ନିରୀହ ପିଲାଙ୍କ ମୃତ୍ୟୁ ହେବାପରି ଘଟଣା ବିଭିନ୍ନ…
Forest-Safety: ଜଙ୍ଗଲ ନିଆଁ ରୋକିବାକୁ …
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ସାଲୁଆପଲ୍ଲୀ ନର୍ସରୀ ପରିସରରେ ଜଙ୍ଗଲ ନିଆଁ ରୋକିବା ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ…
ଅଜିଙ୍କ୍ୟ ରାହାଣେଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ ବିସିସିଆଇ ଚୟନକର୍ତ୍ତା: ସବୁ ଖୋଲି କହିଦେଲେ
ମୁମ୍ବାଇ,୧୭।୨: ବିଦେଶରେ ଦେଶ ପାଇଁ ନିରନ୍ତର ପ୍ରଦର୍ଶନ କରିଥିବା କିଛି ଭାରତୀୟ ବ୍ୟାଟସମ୍ୟାନଙ୍କ ମଧ୍ୟରୁ ଅଜିଙ୍କ୍ୟ ରାହାଣେ ଅନ୍ୟତମ। ଏକଦା ଟେଷ୍ଟ କ୍ରିକେଟରେ ସବୁଠାରୁ ନିର୍ଭରଯୋଗ୍ୟ ନମ୍ବର ୪ ବ୍ୟାଟସମ୍ୟାନ ଥିଲେ। ଗତ ୨ ବର୍ଷ ମଧ୍ୟରେ ତାଙ୍କ ପ୍ରଦର୍ଶନ ଏତେ…
ଶ୍ରୀଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର: ବିନା ବସ୍ ଭଡ଼ାରେ ହେବ ଜଗା ଦର୍ଶନ
ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିର ନୂଆ କରି ବଜେଟରେ ଶ୍ରୀଜଗନ୍ନାଥ ଯୋଜନା ଯୋଡି ହୋଇଛି। ଏନେଇ ବଜେଟରେ ୩୦ କୋଟି ଟଙ୍କା ବ୍ୟବବରାଦ କରାଯାଇଛି।…
Archives


