Home Left

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି…

ଇସ୍ପାତ ଶିଳ୍ପରେ ଓଡ଼ିଶା ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରୁଛି

ଓଡ଼ିଶା ଆଇରନ୍‌ ଓ ଷ୍ଟିଲ୍‌ ଶିଳ୍ପରେ ସ୍କାନ୍‌ ଗ୍ରୁପ୍‌ ବେଶ୍‌ ଜଣାଶୁଣା। ଏହାର ଫ୍ଲାଗଶିପ୍‌ କମ୍ପାନୀ ସ୍କାନ ଷ୍ଟିଲ୍‌ ଲିମିଟେଡ୍‌ ରାଜଗାଙ୍ଗପୁରରେ ଅବସ୍ଥିତ ଏହାର ଇଣ୍ଟିଗ୍ରେଟେଡ୍‌ ଷ୍ଟିଲ୍‌ ପ୍ଲାଣ୍ଟକୁ ପ୍ରତିନିଧିତ୍ୱ କରୁଥିବାବେଳେ ଗ୍ରାହକଙ୍କ ଦ୍ୱାରା ବେଶ୍‌ ଆଦୃତ ହୋଇପାରିଛି। ୨୦୧୪ରେ ଏହା…

ଉଦ୍ୟୋଗୀମାନେ ନୈତିକତା ବଜାୟ ରଖିବା ଜରୁରୀ

ଅତ୍ୟାଧୁନିକ ପ୍ରଣାଳୀରେ କାଜୁ ପ୍ରକ୍ରିୟାକରଣ କରି ବଜାରରେ ଉପଲବ୍ଧ କରାଇବାରେ ବିନାୟକ କ୍ୟାସ୍ୟୁଜ୍‌ ବେଶ୍‌ ପରିଚିତ। ଓଡ଼ିଶା କାଜୁକୁ ସାରା ଭାରତରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଢେଙ୍କାନାଳସ୍ଥିତ ଏହି କମ୍ପାନୀ ୨୦୨୨ରେ ପ୍ରତିଷ୍ଠିତ ହୋଇଥିଲା। ବହୁତ କମ୍‌ ସମୟ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ…

ବିଶ୍ୱାସର କଣ୍ଠରୋଧ

କୌଣସି ବ୍ୟକ୍ତି, ବସ୍ତୁ, ବିଷୟ ଓ ବ୍ୟବସ୍ଥା ପ୍ରତି ଆମର ଆସ୍ଥା ଓ ଭରସାକୁ ବିଶ୍ୱାସ କୁହାଯାଏ। ଏସବୁର ସତ୍ୟତାକୁ ସନ୍ଦେହ କରିବା ହେଉଛି ଅବିଶ୍ୱାସ। ଅନ୍ଧବିଶ୍ୱାସ ହେଉଛି, ଯେତେବେଳେ ପ୍ରଚଳିତ ବ୍ୟବସ୍ଥା ପଛରେ କିଛି ସତ୍ୟତା ନ ଥାଏ କିନ୍ତୁ…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା ହେଲେ ରାଧା କିଷାନ (୩୦)। ହତ୍ୟାକାରୀ ସ୍ବାମୀ କୁସୁମୀ ପଞ୍ଚାୟତ ରାନେକେଲା(ବେନିଆପୋଷ) ଗ୍ରାମର ଗୁଣନିଧି…

ଅଫିସରଙ୍କୁ ଗୋଟିଏ ସ୍ଥାନରେ ଅଧିକ ଦିନ ରଖିବା ଦୁର୍ନୀତି ବଢ଼ାଇଥାଏ: ସଂସଦୀୟ କମିଟି

ବ୍ୟାଙ୍କକ୍‌,୩୦ା୩: ଅଫିସରମାନଙ୍କୁ ଗୋଟିଏ ସ୍ଥାନରେ ଦୀର୍ଘଦିନ ରଖିବା ଦ୍ୱାରା ଦୁର୍ନୀତି ବଢ଼ିଥାଏ। ସେମାନେ ଯେପରି କୌଣସି ମନ୍ତ୍ରଣାଳୟରେ ନିର୍ଦ୍ଧାରିତ ସମୟସୀମାଠାରୁ ଅଧିକ ଦିନ ନ ରହିବେ, ତାହା ସୁନିଶ୍ଚିତ କରିବା ପାଇଁ ପ୍ରତିକାରମୂଳକ ପଦକ୍ଷେପ ନିଆଯିବା ଉଚିତ ବୋଲି ଏକ ସଂସଦୀୟ…

୧୦,୦୦୦ ମିଟର ରେସ୍‌ରେ ଗୁଲ୍‌ବୀରଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ,୩୦ା୩: କାଲିଫର୍ନିଆର ସାନ୍‌ ଜୁଆନ କାପିଷ୍ଟ୍ରାନୋଠାରେ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ଅନ୍ତର୍ଗତ ଦି ଟେନ୍‌ ଟ୍ରାକ୍‌ ଫେଷ୍ଟିଭାଲ ଇଭେଣ୍ଟର ୧୦, ୦୦୦ ମିଟର ରେସ୍‌ରେ ଭାରତର ଲଙ୍ଗ ଡିଷ୍ଟାନ୍ସ ରନର ଗୁଲ୍‌ବୀର ସିଂ ତାଙ୍କ ନାମରେ ରହିଥିବା ଜାତୀୟ ରେକର୍ଡକୁ…

୨ ଥର ଭୁଲ୍‌ କରିଛି, ଆଉ କରିବିନି: ନୀତୀଶ

ପାଟନା,୩୦ା୩: ଅତୀତରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ୨ ଥର ଛାଡ଼ି ଗୋଟିଏ ଭୁଲ୍‌କୁ ଦୋହରାଇଥିଲି। ଆଗକୁ ଏଭଳି ଭୁଲ୍‌ ହେବ ନାହିଁ ବୋଲି ରବିବାର ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାର କହିଛନ୍ତି। ପାଟନାର ବାପୁ ଅଡିଟୋରିୟମ୍‌ରେ…

ଦୁର୍ଘଟଣାରେ ସେନା କର୍ମଚାରୀଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ ଭାବେ କାର୍ଯ୍ୟରତ ରାଜ କିଶୋର ମୁଣ୍ତାଙ୍କ ଶନିବାର ଅରୁଣାଞ୍ଚଳପ୍ରଦେଶ ତାୱାଙ୍ଗଠାରେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।…

ନବବଧୂଙ୍କ ମୃତ୍ୟୁ, ସ୍ବାମୀ ଥାନାରେ ଅଟକ

ହିଞ୍ଜିଳିକାଟୁ,୩୦।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମରେ ଜଣେ ନବବଧୂଙ୍କ ମୃତ୍ୟୁ ଘଟିଛି। କୋଳିଦାସପୁର ଗ୍ରାମର ଶଙ୍କର ଭଉଳଙ୍କ ଝିଅ ଦୀପିକା ଭଉଳ(୧୯)। ଦୀପିକାଙ୍କୁ ଶାଶୁ ଘର ଲୋକେ ଯୌତୁକ ନିର୍ଯାତନା ଦେଇଥିବାରୁ ଶନିବାର ରାତିରେ ଶାଶୁଘରେ ସେ…

୪୦ ଟପିଲା ୮ ସହର ତାପମାତ୍ରା, ୪୧.୮ ରେ ଜଳିଲା ବୌଦ୍ଧ

ଭୁବନେଶ୍ୱର,୩୦।୩: ରବିବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଠଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ପଶ୍ଚିମ ଓଡ଼ିଶାର ବୌଦ୍ଧ ସହର ୪୧.୮ ଡିଗ୍ରୀ ସେଲସିୟସ ସହିତ ରାଜ୍ୟର ସବୁଠାରୁ ଉତ୍ତପ୍ତ…

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ ପ୍ରେମରାଜ ମାଝୀ(୨୬) ଓ ତାଙ୍କ ସ୍ତ୍ରୀ ଭାନୁମତୀ ମାଝୀ(୨୩)। ରାତ୍ର ଭୋଜନ ସାରି ଉଭୟେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri