ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି
ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ଓ ଆଶଙ୍କା ବଢ଼ିଛି। ଆର୍ଯ୍ୟପଲ୍ଲୀ ଗାଁ ଓ ବିଦ୍ୟାଳୟଠାରୁ ମାତ୍ର ପ୍ରାୟ…
ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ
ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମରେ କଳିଙ୍ଗ ମହାବିଦ୍ୟାଳୟ,ଇନ୍ଦିରା ପ୍ରିୟଦର୍ଶିନୀ ଉଚ୍ଚ ମାଧ୍ୟମିକ…
ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ
ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା ସହିତ ରହିଛି। ଏହି ନକ୍ଷତ୍ରରେ ଜନ୍ମ ନେଇଥିବା ଲୋକମାନେ ସାଧାରଣତଃ ଏସବୁ ଜିନିଷ…
କୋଚିଙ୍ଗ ସେଣ୍ଟର୍ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର
ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା ଗ୍ରୀଲ ଭାଙ୍ଗି ୪ ଜଣ ଦଶମ ଶ୍ରେଣୀର ଛାତ୍ର ଫେରାର ହୋଇଯାଇଛନ୍ତି। ନିଖୋଜ…
ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…
ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ବହୁ ପରିମାଣର ଅବ୍ୟବହୃତ କବାଡି ସାମଗ୍ରୀ ପୋଡ଼ି…
ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…
ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ ବ୍ରେଣ୍ଟ କ୍ରୁଡ ଏବଂ WTI କ୍ରୁଡ ଉଭୟର ଦରରେ ୧%ରୁ ଅଧିକ ହ୍ରାସ…
କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ
କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି ଅସମତୁଲତା ଦୂର କରିବା ପାଇଁ ଶିକ୍ଷା ବିଭାଗ ଆବଶ୍ୟକତା ଅନୁଯାୟୀ ଶିକ୍ଷକଙ୍କୁ ଡେପୁଟେସନରେ…
ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ
ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି। ରାସ୍ତାର ଦୂରାବସ୍ଥା ଯୋଗୁ ଗୁରୁବାର ସକାଳ ୫,୩୦ ମିନିଟରେ ସୂଚନା ପାଇ ଗାଁର…
କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ
କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ କଥା ହେବା ବାହାନାରେ ହୋଟେଲ ନେଇ ସେଠାରେ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ…
ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ
ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି ମାଧ୍ୟମରେ ରାଶନ ସବସିଡି ସିଧାସଳଖ ହିତାଧିକାରୀଙ୍କ ୱାଲେଟକୁ ପଠାଇବାକୁ ଯାଉଛନ୍ତି। କେନ୍ଦ୍ର ସରକାରଙ୍କ…
ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ
ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ ଚାକିରିରୁ ବହିଷ୍କାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡାକ୍ତର ବାରିକ ପୂର୍ବରୁ…
ଏଗ୍ରିଷ୍ଟାକ୍ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ
ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି ଆଦି କାଗଜପତ୍ର ଦେବାକୁ କୁହାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ବିରୋଧ…

