Home Left

ବୁଲା କୁକୁର ଆତଙ୍କ, ଦିନକରେ ୨୭ ଜଣଙ୍କୁ କାମୁଡିଲେ

ଖଡ଼ିଆଳ,୩୦ା୩(ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଶନିବାର ଦିନକରେ ୨୭ ଜଣଙ୍କୁ କୁକୁର କାମୁଡିଥିବା ବେଳେ ରବିବାର ମଧ୍ୟାହ୍ନ ସୁଦ୍ଧା ୫ ଜଣଙ୍କୁ କାମୁଡିଛନ୍ତି। ଉପଖଣ୍ଡ ଚିକିତ୍ସାଳୟରେ ସମସ୍ତଙ୍କୁ ଜଳାତଙ୍କ ଇଞ୍ଜେକଶନ…

ଶହୀଦଙ୍କ ସ୍ମୃତିପୀଠରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ସିଆର୍‌ପିଏଫ୍‌ ଇନ୍ସପେକ୍ଟର

ବରଗଡ଼,୩୦ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମର ଜୟ ଜଗନ୍ନାଥ ପ୍ରାଥମିକ ବିଦ୍ୟାଳୟ ପରିସରରେ ରବିବାର ଶହୀଦ ରଞ୍ଜନ ଦାଶଙ୍କ ନବମ ଶହୀଦ ବାର୍ଷିକୀ ସ୍ମୃତିସଭା ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସିଆର୍‌ପିଏଫ୍‌ ଇନ୍ସପେକ୍ଟର(ଜି.ସି) ଗଗନ ବିହାରୀ ଜେନା ମୁଖ୍ୟ…

ରାଷ୍ଟ୍ରୀୟ ନୂଆବର୍ଷରେ ନୂଆ ଯୋଜନାର ଶୁଭାରମ୍ଭ, ଗରିବଙ୍କୁ ମିଳିବ ଘର

ଦାରିଙ୍ଗବାଡ଼ି,୩୦ା୩(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଦ୍ୱାରା ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନି୍ଂସ ମାଧ୍ୟମରେ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ…

OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି ୯୪…

ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ତଥା ହଳଦୀ ପଞ୍ଚାୟତ ଅନ୍ତର୍ଗତ ସେମେଲପାଲି ଗାଁର ଏକ ଘରୁ ରବିବାର ସକାଳେ ଯୁବତୀଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ସେମେଲପାଲି ଗାଁର ଅରବିନ୍ଦ ନାଗ(୧୮) ଏବଂ ସଂଯୁକ୍ତା ନାଗ(୨୦)।…

କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍‌ଏମ୍‌ଇ ବିଦ୍ୟାଳୟ ଖେଳ ପଡ଼ିଆରେ…

ସ୍କୁଲ ଫି ୮୦୦ ଟଙ୍କା ପାଇଁ କିଶୋରୀଙ୍କୁ ପରୀକ୍ଷାରୁ କଲେ ବଞ୍ଚିତ, ଦୁଃଖରେ କରିଦେଲେ ଆତ୍ମହତ୍ୟା

ନୂଆଦିଲ୍ଲୀ,୩୦ା୩: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ଜଣେ ୧୭ ବର୍ଷୀୟା ନାବାଳିକା ସ୍କୁଲ ଫି ୮୦୦ ଟଙ୍କା ପୈଠ କରି ନଥିବାରୁ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ପରୀକ୍ଷା ଦେବାରୁ ବାରଣ କରିବା ପରେ ସେ ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି। ୯ମ…

କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା

ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି ଫାଣ୍ଡି ଆଗରେ ପରିବାର ଳୋକଙ୍କ ଧାରଣା ଦେଇଛନ୍ତି। ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ…

ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ…

ଆପଣଙ୍କର ଏହି ୧୦ ଅଭ୍ୟାସ ଅଛି କି? ଯୁବାବସ୍ଥାରେ ବୃଦ୍ଧ ପରି ଆସିବେ ନଜର, ତୁରନ୍ତ କରନ୍ତୁ ଉପଚାର

ବୟସ ବଢ଼ିବା ସହ ବାର୍ଦ୍ଧକ୍ୟ ଆସିବା ସ୍ବାଭାବିକ କଥା। ହେଲେ ବହୁତ ଲୋକ ଏଭଳି ଅଛନ୍ତି ଯେଉଁମାନେ କମ୍‌ ବୟସରେ ବୟସାଧିକ ଭଳି ନଜର ଆସନ୍ତି। ଏହାର କାରଣ ହେଉଛି ଲୋକଙ୍କ ଅଭ୍ୟାସ। ଜାଣତରେ ହେଉ ଅବା ଅଜଣାତରେ ଲୋକ ପ୍ରତିଦିନ…

ମୁକେଶ ଅମ୍ବାନୀଙ୍କ ଉପହାର: Jioର ଏହି ପ୍ଲାନରେ ମିଳିବ ୯୧୨.୫ ଜିବି ଡାଟା ମାଗଣା… 

ନୂଆଦିଲ୍ଲୀ,୩୦।୩: ଯେତେବେଳେ ରିଚାର୍ଜ ପ୍ଲାନ ବିଷୟରେ କଥା ଆସେ, ପ୍ରାୟତଃ ଏହାର ବୈଧତା ଏବଂ ଡାଟା ଉପରେ ଧ୍ୟାନ ଦିଆଯାଏ। ଯେଉଁ ଯୋଜନାରେ ଏହି ଦୁଇଟି ଜିନିଷ ଥାଏ, ତାହା ଲାଭଦାୟକ ହୋଇଥାଏ। ଏପରି ପରିସ୍ଥିତିରେ, ଜିଓର ଏହି ଯୋଜନା ଆପଣଙ୍କ…

ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ବିଜେଡିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri