ଶ୍ରୀମନ୍ଦିର ଭକ୍ତନିବାସ ଠକେଇ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଚିଠି
ପୁରୀ,୧୭ା୨(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ଓ୍ବେବସାଇଟ୍ ଖୋଲି ଖଳପ୍ରକୃତିର ଲୋକେ ଅନ୍ଲାଇନ ମାଧ୍ୟମରେ ଭକ୍ତ ଓ ପର୍ଯ୍ୟଟକଙ୍କୁ ଠକୁଥିଲେ। ଅନେକ ଭକ୍ତ ଓ ପର୍ଯ୍ୟଟକ ଭକ୍ତନିବାସ ପାଇଁ ପଞ୍ଜୀକରଣ କରି ପୁରୀ ଆସିବା ପରେ ଠକାମିର…
ବିଶ୍ୱର ପ୍ରଥମ ସମଲିଙ୍ଗୀ ଇମାମଙ୍କୁ ହତ୍ୟା
ପ୍ରିଟୋରିଆ, ୧୭ା୨: ବିଶ୍ୱର ପ୍ରଥମ ସମଲିଙ୍ଗୀ ଇମାମ ମୁହସିନ ହେଣ୍ଡ୍ରିକ୍ସଙ୍କୁ ରବିବାର ଦକ୍ଷିଣ ଆଫ୍ରିକାର ଗକେବରହା ସହରରେ ଗୁଳିକରି ହତ୍ୟା କରାଯାଇଛି। ୧୯୯୬ରେ ବିଶ୍ୱର ପ୍ରଥମ ଇମାମ ଭାବେ ସେ ସର୍ବସାଧାରଣରେ ନିଜ ସମଲିଙ୍ଗୀ ପରିଚୟକୁ ସ୍ବୀକାର କରିଥିଲେ। ମୁହସିନ ଗକେବରହା…
ଦେଶ ବିରୋଧୀ ଷଡ଼ଯନ୍ତ୍ରରେ ଗୌରବ ଫସିଛନ୍ତି: ହିମନ୍ତ
ଗୁଆହାଟୀ,୧୭ା୨: କଂଗ୍ରେସ ନେତା ଗୌରବ ଗୋଗୋଇଙ୍କ ବ୍ରିଟିଶ୍ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ସହ ସମ୍ପର୍କ ଥିବା ନେଇ ପ୍ରଘଟ ହୋଇଥିବା ଏକ ରିପୋର୍ଟକୁ ଆସାମ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଉକ୍ତ ରିପୋର୍ଟର ଯାଞ୍ଚ ନିମନ୍ତେ ଆସାମ…
ଭାରତରେ ୨୯,୫୦୦ ପଞ୍ଜୀକୃତ ଡ୍ରୋନ୍ ରହିଛି
ନୂଆଦିଲ୍ଲୀ, ୧୭ା୨: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ରବିବାର ଜାରି ଆଧିକାରିକ ତଥ୍ୟ ଅନୁଯାୟୀ, ଭାରତରେ ୨୯,୫୦୦ରୁ ଅଧିକ ପଞ୍ଜୀକୃତ ଡ୍ରୋନ୍ ରହିଛି। ଗତ ଜାନୁଆରୀ ୨୯ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ସର୍ବାଧିକ ୪,୮୮୨ ପଞ୍ଜୀକୃତ ଡ୍ରୋନ୍ ରହିଥିବାବେଳେ…
ଅଣ୍ଡାଦେଲେ ୧୧ ହଜାର ଅଲିଭ୍ରିଡ୍ଲେ
ବ୍ରହ୍ମପୁର,୧୭ା୨(ଅଶୋକ କୁମାର ସାହୁ): ପ୍ରତ୍ୟେକ ବର୍ଷ ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିକୁ ବିରଳ ଅଲିଭ୍ରିଡ୍ଲେ କଇଁଛ ଗଣଅଣ୍ଡାଦାନ କରିବାକୁ ଆସନ୍ତି। ଡିସେମ୍ବରରୁ ଆରମ୍ଭ ହେଉଥିବା ସେମାନଙ୍କ ପ୍ରଜନନ ଋତୁ ଜାନୁଆରୀ ମାସରେ ସରିବା ପରେ ସେମାନେ ଉତ୍ତାପ ପାଇଁ…
କାର୍ତ୍ତିକଙ୍କ ବିପକ୍ଷରେ ଶ୍ରୀଲୀଲା
ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ‘ଭୁଲ୍ ଭୁଲୈୟା ୩’ ଫିଲ୍ମ ବକ୍ସ ଅଫିସ୍ରେ ଧମାଲ ମଚାଇବା ପରେ ଏବେ ତାଙ୍କ ପରବର୍ତ୍ତୀ ଚଳଚ୍ଚିତ୍ରକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଅନୁରାଗ ବାସୁଙ୍କ ନିର୍ଦ୍ଦେଶନାରେ ନିର୍ମିତ ହେବାକୁ ଥିବା ଏକ ଚଳଚ୍ଚିତ୍ରରେ କାର୍ତ୍ତିକ…
ପରୀକ୍ଷା ଦେବା ପାଇଁ ପାରାଚୁଟ୍ରେ ଉଡ଼ିଲେ
ସତାରା: ସାଧାରଣତଃ ପରୀକ୍ଷା କେନ୍ଦ୍ରରେ ଠିକ୍ ସମୟରେ ପହଞ୍ଚିବା ପାଇଁ ପରୀକ୍ଷାର୍ଥୀ ମାନେ ଘରୁ ଶୀଘ୍ର ବାହାରିଥାନ୍ତି କିମ୍ବା ପବ୍ଲିକ ଟ୍ରାନ୍ସପୋର୍ଟ ବଦଳରେ ବ୍ୟକ୍ତିଗତ ଗାଡ଼ିର ସାହାଯ୍ୟ ନେଇଥାନ୍ତି। ତେବେ ମହାରାଷ୍ଟ୍ର ସତାରା ଜିଲା ପାସାରାନି ଗ୍ରାମରେ ସମର୍ଥ ମହାନ୍ଗାଡେ ନାମକ ଜଣେ…
ବନ୍ଧାପଡ଼ିଛନ୍ତି ନାବାଳିକା, ଉଦ୍ଧାର କରିବାକୁ ମା’ବାପାଙ୍କ ନିବେଦନ
କଲମପୁର, ୧୭।୨(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକା ଦାଦନ ସର୍ଦ୍ଦାର ନିକଟରେ ବନ୍ଧା ପଡ଼ିଛନ୍ତି। ତାଙ୍କୁ ଉଦ୍ଧାର ପାଇଁ ମା’ବାପା ନିବେଦନ କରି ରବିବାର କଲମପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ମିନଗୁର ମଣ୍ଡିପଡ଼ାରେ ବଟକୃଷ୍ଣ ଗୋପାଳ,…
ଏଇ ଭାରତରେ
ଅର୍ଥର ଲାଳସା ବେଳେବେଳେ ମଣିଷକୁ ଏଭଳି ଅନ୍ଧ କରିଦିଏ ଯେ, ସେ ନିଜ ବିବେକ ହରାଇବସେ। ସେଥିପାଇଁ ତ ଟଙ୍କା ଲୋଭରେ ମୃତ ପିତାଙ୍କୁ କାଗଜପତ୍ରରେ ୧୬ ବର୍ଷ ଧରି ଜୀବିତ ରଖି ପାରିଛନ୍ତି ଜଣେ ପୁତ୍ର। ଏଭଳି ଏକ ଘଟଣା…
ଡର ପ୍ରସଙ୍ଗ
ଦୈନନ୍ଦିନ ଜୀବନରେ ଊଣାଅଧିକେ ଡର ରହୁଛି, ଆମ ସମସ୍ତଙ୍କ ଭିତରେ। ବସିଲେ ଡର,ଚାଲିଲେ ଡର, ପାଟି ଖୋଲିଲେ ଡର, ନୀରବ ରହିଲେ ଡର! ସୃଷ୍ଟିର ନିୟମ କହୁଛି, ଜୀବନ ସହଜ ସରଳ ସୁସଂଗତ ଢଙ୍ଗରେ ଗତିକରିବା କଥା। ଜୀବନକୁ କେନ୍ଦ୍ର କରି…
ଈଶ୍ୱର ଧର୍ମମତ ଓ ରାଷ୍ଟ୍ର
ବିଶ୍ୱ ଜନ ସମସ୍ୟା ମଧ୍ୟରେ ସଂଘର୍ଷ ଓ ବିସ୍ଥାପନ ଘଟଣା ବଡ଼ କରୁଣଦାୟକ। ବହୁ ହଜାର ଲୋକ ସଂଘର୍ଷରେ ନିହତ ହେବା ବି ଦେଖାଯାଏ। ବହୁ ଲୋକ ବିନା ଦୋଷରେ ମୃତ୍ୟୁର ଶିକାର ହୁଅନ୍ତି। ବହୁ ଲୋକ ବିଭ୍ରାନ୍ତି କାରଣରୁ ଖରାପ…
ବିନା ବାନ୍ଧବୀରେ ଚିଡ଼ିଆଖାନା ମନା
ଟୋକିଓ,୧୭।୨: ପୂର୍ବ ଜାପାନର ଟୋଚିଗି ଅଞ୍ଚଳସ୍ଥିତ ହିଲିଙ୍ଗ ପାଭିଲିଅନ ଚିଡ଼ିଆଖାନାରେ କୌଣସି ପୁରୁଷ ଏକାକୀ ଭ୍ରମଣ କରିପାରିବେ ନାହିଁ। ଚିଡ଼ିଆଖାନା ମଧ୍ୟରେ ମହିଳାଙ୍କୁ ଦୁର୍ବ୍ୟବହାର, ଅସଦାଚରଣ, ଉତ୍ପୀଡ଼ନ ଆଦି ମାମଲା ବଢ଼ୁଥିବାରୁ କର୍ତ୍ତୃପକ୍ଷ ପୁରୁଷଙ୍କ ଉପରେ ଏପରି କଟକଣା ଲଗାଇଛନ୍ତି। ଏଠାରେ…
Archives


