Home Left

ଆସିଲା ଲିଷ୍ଟ, ଏମାନଙ୍କୁ ମିଳିବ PM Kisan ର ୧୯ତମ କିସ୍ତି, କେମିତି କରିବେ ଚେକ୍‌…

ଆସିଲା ଲିଷ୍ଟ, ଏମାନଙ୍କୁ ମିଳିବ PM Kisan ର ୧୯ତମ କିସ୍ତି, କେମିତି କରିବେ ଚେକ୍‌… ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଯଦି ଆପଣଙ୍କୁ ଟଙ୍କା ମିଳିନାହିଁ ତେବେ ଫେବୃୟାରୀ ୨୪ରେ ଖାତାକୁ ଆସିବ ୧୯ ତମ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ୨ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର,୧୬ା୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି। ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର ପୂର୍ବାହ୍ନରେ ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବା ପାଇଁ ଯାଇ…

Man Living as Woman: ଭୂତ ଭୟରେ ୩୬ବର୍ଷ ଦରି ମହିଳାଙ୍କ ବେଶରେ ରହୁଛନ୍ତି ଏହି ପୁରୁଷ, ରାତିରେ ଦେଖନ୍ତି ଭୟଙ୍କର ଦୃଶ୍ୟ

Man Living as Woman: ଆଧୁନିକ ଯୁଗରେ ଏମିତି କିଛି ଅନ୍ଧବିଶ୍ୱାସ ରହିଛି ଯାହାକୁ କେବେ ବିଶ୍ୱାସ ମଧ୍ୟ କରିହେବ ନାହିଁ। ବିଜ୍ଞାନ କହୁଛି ଏ ଦୁନିଆରେ ଭୂତପ୍ରେତ ବୋଲି କିଛି ନାହିଁ। କିନ୍ତୁ ଉତ୍ତରପ୍ରଦେଶର ଜୌନପୁରରୁ ଏକ ତାଜୁବ କରିଦେବା…

Jayalalithaa’s assets: ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମ୍ପତ୍ତି, ଏତିକି କିଲୋ ସୁନା ଅଳଙ୍କାରକୁ…

ଚେନ୍ନାଇ,୧୬ା୨: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଜବତ ହୋଇଥିବା ଜିନିଷପତ୍ର ରାଜ୍ୟ ସରକାରଙ୍କୁ ଆନୁଷ୍ଠାନିକ ଭାବରେ ହସ୍ତାନ୍ତର କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ କରାଯାଇଥିବା ଏହି ହସ୍ତାନ୍ତର ଦଶନ୍ଧି ଧରି ଚାଲିଥିବା ଆଇନଗତ ଲଢ଼େଇରେ…

ଅଗଣାରେ କେଉଁ ବୃକ୍ଷ ଲଗାଇଲେ ମିଳେ ଶୁଭଫଳ…

ପ୍ରକୃତି ସହ ଜଡ଼ିତ ପ୍ରତ୍ୟେକଟି ଜିନିଷରେ ଈଶ୍ୱରଙ୍କ ଆର୍ଶୀବାଦ ରହିଥାଏ। ଯେମିତି କି ବୃକ୍ଷଲତା। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବୃକ୍ଷଲତା ରହିଛି; ଯାହାକୁ ଘର ଅଗଣାରେ ଲଗାଇବା ଶୁଭ ହୋଇଥାଏ … * ତୁଳସୀ ଗଛକୁ ପବିତ୍ରତାର ସ୍ବରୂପ ବୋଲି…

ଦୁବାଇରେ ଟିମ୍‌ ଇଣ୍ଡିଆ ପହଞ୍ଚୁ ପହଞ୍ଚୁ ବଡ଼ ଘୋଷଣା କଲା ICC, ପ୍ରଶଂସକଙ୍କ ଚିନ୍ତା…

ନୂଆଦିଲ୍ଲୀ,୧୬।୨: ପାକିସ୍ତାନରେ ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ହାଇବ୍ରିଡ ମଡେଲରେ ଖେଳାଯିବ। ଏହି ଟୁର୍ନାମେଣ୍ଟରେ ଟିମ୍‌ ଇଣ୍ଡିଆ ତାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ। ସମସ୍ତ ପ୍ରଶଂସକଙ୍କ ଲକ୍ଷ୍ୟ ଚାମ୍ପିଅନ୍ସ ଟ୍ରଫିରେ ଭାରତ ଏବଂ ପାକିସ୍ତାନୀ ଦଳ…

ମସ୍କଙ୍କ ବିବାଦୀୟ ବୟାନ, Barack Obama ଜଣେ ସମଲିଙ୍ଗୀ, ପୁରଷଙ୍କୁ ବିବାହ କରିଛନ୍ତି!

ଓ୍ବାଶିଂଟନ୍‌,୧୬।୨: Obama Couple ଜଣେ ସମଲିଙ୍ଗୀ। ସେ ଜଣେ ପୁରୁଷଙ୍କୁ ବିବାହ କରିଛନ୍ତି। ଏପରି ବିବାଦୀୟ ବୟାନ ଦେଇଛନ୍ତି କୋଟିପତି ଏଲନ ମସ୍କଙ୍କ ବାପା ଏରୋଲ ମସ୍କ। ସମ୍ପ୍ରତି ପୂର୍ବତନ ଆମେରିକାର ପ୍ରଥମ ମହିଳା ମିଶେଲ ଓବାମା ଚର୍ଚ୍ଚାରେ ରହି ଆସିଛନ୍ତି।…

ଅଙ୍ଗନଓ୍ବାଡି ଦିଦିଙ୍କୁ ହାଣିପକାଇଲେ, ଅବସ୍ଥା ସଙ୍କଟାପନ୍ନ

ସିମୁଳିଆ,୧୬।୨(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବରି ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ସୁକାନ୍ତି ସାହୁ(୪୮) ନାମକ ଜଣେ ଅଙ୍ଗନଓ୍ବାଡ଼ି ଦିଦି ଦୁର୍ବୃତଙ୍କ ଆକ୍ରମଣର ଶିକାର ହୋଇଛନ୍ତି । ତାଙ୍କୁ ପ୍ରଥମେ ସିମୁଳିଆ ଡାକ୍ତରଖାନା ଓ ପରେ ଭୁବନେଶ୍ୱରର ଏକ…

ଭାରତକୁ ଆମେରିକାର ଛାଟ, ବାତିଲ କଲା ୨୨ ମିଲିୟନ ଡଲାରର ଫଣ୍ଡିଂ

ନୂଆଦିଲ୍ଲୀ,୧୬।୨: ଆମେରିକା ଭାରତ ସମେତ ଅନେକ ଦେଶ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏଲନ ମସ୍କଙ୍କ ନେତୃତ୍ୱାଧୀନ ବିଭାଗ (ଆମେରିକା ସରକାରୀ ଦକ୍ଷତା ବିଭାଗ) ଭାରତରେ ‘ଭୋଟର ଟର୍ନଆଉଟ୍‌’ ପାଇଁ ଲକ୍ଷ୍ୟ ରଖାଯାଇଥିବା ୨୨ ନିୟୁତ ଆମେରିକୀୟ ଡଲାର ପାଣ୍ଠିକୁ…

ଶିକ୍ଷକଙ୍କ ସହ ୪ ୟୁଟ୍ୟୁବରଙ୍କୁ ବାନ୍ଧିଲା ପୋଲିସ 

କଟକ,୧୬।୨: ଶିକ୍ଷକଙ୍କ ସହ ୪ ୟୁଟ୍ୟୁବର ଗିରଫ। ସେମାନଙ୍କୁ କଟକ ସାଇବର ଥାନା ପୋଲିସ ଗିରଫ କରିଛି। ଗତ ନଭେମ୍ବରରେ ‘ଓଷ୍ଟା’ ପକ୍ଷରୁ ଏ ନେଇ ଅଭିଯୋଗ ହୋଇଥିଲା। ୟୁଟ୍ୟୁବ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ…

‘ମହାକୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ’ 

ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ  ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ…

Champions Trophyକୁ ନେଇ ଦୁବାଇରେ ଟ୍ୟାକ୍ସି ଡ୍ରାଇଭରଙ୍କ ଦାବିକୁ ନେଇ ହଇଚଇ, ସତ ହୋଇଗଲେ ଫସିଯିବ ଟିମ୍‌ ଇଣ୍ଡିଆ!

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ଖେଳିବା ଲାଗି ଦୁବାଇରେ ପହଞ୍ଚିଛି। ଦଳ ଫେବୃଆରୀ ୨୦ ରୁ ବାଂଲାଦେଶ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫିରେ ତା’ର ଅଭିଯାନ ଆରମ୍ଭ କରିବ। କିନ୍ତୁ ଏହା ପୂର୍ବରୁ ଦୁବାଇର ଜଣେ ଟ୍ୟାକ୍ସି ଡ୍ରାଇଭର ଏକ ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri