Home Left

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର ଆସନରେ ମମତା ଶିବିରର ପ୍ରାର୍ଥୀ ରବିଉଲ ଆଲମ ଚୌଧୁରୀ ନିର୍ବାଚନରୁ ଓହରିଯିବା ନେଇ…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ ‘ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ’ (GPF)ରୁ ପାଇବାକୁ ଥିବା ସମସ୍ତ ଅର୍ଥ ‘ପ୍ରଧାନମନ୍ତ୍ରୀଙ୍କ ନାଗରିକ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଆଶ୍ୱସ୍ତିକର ଘୋଷଣା କରି ମହଙ୍ଗା ଭତ୍ତା (DA) ୮ ପ୍ରତିଶତ ବୃଦ୍ଧି…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social) ରେ ଏକ ପୋଷ୍ଟ କରି ଟ୍ରମ୍ପ ଏହି ଗଣମାଧ୍ୟମ ସଂସ୍ଥାଗୁଡ଼ିକ ଉପରେ କ୍ରମାଗତ…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ କେନ୍ଦ୍ରୀୟ କ୍ୟାବିନେଟ ଏହି ନିଷ୍ପତ୍ତି ନେଇଥିବା ତଥ୍ୟ ଦିଆଯାଇଛି। ଏହି ପରିବର୍ତ୍ତନ ଫଳରେ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ ଓ ପରେ ତରଭା ସହରରେ କେତେଜଣ ଯୁବକ ବିଧାୟକ ବସିଥିବା କାର୍‌କୁ ଲକ୍ଷ୍ୟ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ ଦଂଶନରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେବେ ପ୍ରତି ବର୍ଷ ଭାଦ୍ରବ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିପାରେ। ବାସ୍ତବରେ, କର୍ନାଟକର ରାଜ୍ୟ ଦୁଗ୍ଧ ଉତ୍ପାଦକ ସଂଘଗୁଡ଼ିକ କ୍ଷୀର ଦରରେ ଲିଟର…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଏହି…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର ପାଇଁ ଭାରତ ଅଣ୍ଡର-୧୯ ଜର୍ସିରେ ମଇଦାନକୁ ଓହ୍ଲାଇଛନ୍ତି। ତେବେ ଡେବ୍ୟୁ ମ୍ୟାଚ୍‌ରେ ଆର୍ଯ୍ୟବୀର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତିଦିନ ଶହ ଶହ ରୋଗୀ ପ୍ରାଥମିକ ଚିକିତ୍ସା ପାଇଁ ଆସୁଛନ୍ତି। ଗଞ୍ଜାମ…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’ ସର୍ତ୍ତ ମାଧ୍ୟମରେ କେନ୍ଦ୍ରକୁ ଫେରିବାକୁ ବାରଣ କରାଯିବା ଏକ ଶକ୍ତ ସଙ୍କେତ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?