Home Left

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ଏହି ଦିନ ଅମାବାସ୍ୟା ତିଥି ସନ୍ଧ୍ୟା ୮ଟା ୪୧…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜି ବୁଧବାର ୯୮ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ ଏହା କହିଛନ୍ତି। ଜଣେ ୧୬ ବର୍ଷୀୟ ବଳାତ୍କାର ପୀଡ଼ିତାଙ୍କ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼ ଜିଲା ଫତେଗଡ଼ ଥାନା ଗୋହିରିଆପଡ଼ା ଗ୍ରାମର ଯୁଧିଷ୍ଠିର ମାଝୀଙ୍କ ସହ ଯୁବତୀଙ୍କ ସମ୍ପର୍କ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର ଉଭୟ ଗୃହକୁ ଅଚଳ କରି ରଖିଥିବାବେଳେ ଶେଷ ମୁହୂର୍ତ୍ତରେ ଶାହା ଆଲୋଚନାରେ ଭାଗ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ର ପବିତ୍ର ରଣାଙ୍କୁ ସ୍କୁଲ ନିକଟରେ ଗୋଟିଏ ପାଗଳ କୁକୁର ଗୋଡ଼ାଇ ଗୋଡ଼ାଇ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (MKUY) ର ସମନ୍ୱିତ କୃଷି ପ୍ରଣାଳୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ରାଜପଥ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି ପରିସ୍ଥିତିରେ ଶ୍ରାବଣ ପୂର୍ଣ୍ଣିମା ଏବଂ ରକ୍ଷାବନ୍ଧନ ୨୮ ଅଗଷ୍ଟରେ ଅଛି। ଏହି ଦିନ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ବିରୋଧୀଙ୍କୁ ଜବାବ ଦେଇ କହିଛନ୍ତି, ଆପଣ ଆଲୋଚନା ଚାହାଁନ୍ତି ବୋଲି ଏକ ଲିଖିତ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା ପୂର୍ବାହ୍ନରେ ନିଜ ଘରେ ରୋଷେଇ କରୁଥିବା ସମୟରେ ହଠାତ୍ ରନ୍ଧନ ଗ୍ୟାସ ଲିକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଭଦ୍ରକ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?