Home Left

ICC ଚାମ୍ପିଅନ୍ସ ଟ୍ରଫି ୨୦୨୫: ବିଜେତାଙ୍କ ପାଇଁ ରେକର୍ଡ ପୁରସ୍କାର ରାଶି ଘୋଷଣା

ନୂଆଦିଲ୍ଲୀ,୧୪।୨: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶୁକ୍ରବାର, ଫେବୃଆରୀ ୧୪ ତାରିଖରେ ଆଗାମୀ ଚାମ୍ପିଅନ୍ସ ଟ୍ରଫି ପାଇଁ ରେକର୍ଡ ମୋଟ ୬.୯ ମିଲିୟନ ଆମେରିକୀୟ ଡଲାର ପୁରସ୍କାର ରାଶି ଘୋଷଣା କରିଛି। ଏହା ୨୦୧୭ ରେ ଆଠ ଦଳ ବିଶିଷ୍ଟ ଏହି…

୫ ମାସର ଶିଶୁକନ୍ୟାକୁ ଅନ୍ୟ ହାତରେ ଟେକିଦେଲେ ମା’, କହିଲେ ଆଶ୍ଚର୍ଯ୍ୟଜନକ କଥା…

ବାରିପଦା,୧୪ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ କୋହି ପଞ୍ଚାୟତ ଅଞ୍ଚଳରେ ୫ ମାସର ଶିଶୁକନ୍ୟାକୁ ବିକ୍ରି ନେଇ ଅଭିଯୋଗ ହୋଇଛି। ଖବରପାଇ ସମନ୍ବିତ ଶିଶୁ ବିକାଶ ବିଭାଗର ଅଧିକାରୀମାନେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ତେବେ ଅତ୍ୟନ୍ତ ଗରିବ…

ମୋଦିଙ୍କୁ ‘ମହାନ’ ବୋଲି କହିଲେ ଟ୍ରମ୍ପ!

ଓ୍ବାଶିଂଟନ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ଆମେରିକା ଗସ୍ତ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଦ୍ୱିତୀୟ ଥର ପାଇଁ ରାଷ୍ଟ୍ରପତି ହେବା ପରେ ଟ୍ରମ୍ପ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ, ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ…

ଭାଜପା କୋର୍‌ କମିଟି ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨: ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର କୋର୍‌ କମିଟି ବୈଠକ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି। ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ଯୋଗଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି…

ମୋଦିଙ୍କଠାରୁ କ’ଣ ଶିଖିବାକୁ ଚାହୁଁଛନ୍ତି ଟ୍ରମ୍ପ, ଏହି ୭ କଥା କହି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ହୋଇଗଲେ ପ୍ରଶଂସକ

ଓ୍‌ବାଶିଂଟନ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ହ୍‌ବାଇଟ ହାଉସରେ ସାକ୍ଷାତ ହୋଇଛି। ଏହି ବୈଠକ କେବଳ ବାଣିଜ୍ୟ, ଆତଙ୍କବାଦ ଏବଂ ପ୍ରତିରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ଗଞ୍ଜାମ ଜିଲା ପ୍ରଶାସନ ସହ ଏମ୍‌ଓୟୁ ସ୍ବାକ୍ଷର କଲା ଆଇଆର୍‌ଇଏଲ୍‌

ଛତ୍ରପୁର,୧୪ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ମିଠା ହେବ ସମୁଦ୍ର ପାଣି। ଏହି ପ୍ରକଳ୍ପ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ସହ ଶୁକ୍ରବାର ଆଇଆର୍‌ଇଏଲ୍‌ର ଏମ୍‌ଓୟୁ ସ୍ବାକ୍ଷର ହୋଇଛି। ଏହାଦ୍ୱାରା ସମୁଦ୍ରର ପାଣିକୁ ମଧୁର ଜଳ ଭାବେ ଗଞ୍ଜାମବାସୀ ବ୍ୟବହାର…

ଆସ୍ଥା ଭୋଟ୍‌ରେ ହାରିଲେ ପାଟଣା ବ୍ଲକ ଅଧ୍ୟକ୍ଷା, ନୂତନ ଅଧ୍ୟକ୍ଷା ହେଲେ…

ପାଟଣା,୧୪ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଗତ ଜାନୁଆରୀ ୪ରେ ଆଗତ ଅନାସ୍ଥା ପ୍ରସ୍ତାବ ନେଇ ବ୍ଲକ ସଭାଗୃହରେ ମତଦାନ ହୋଇଥିଲା। ମୋଟ୍‌ ୩୪ଜଣ ସଭ୍ୟାସଭ୍ୟ ମତଦାନ କରିଥିଲେ। ଶୁକ୍ରବାର…

ମୁରବୀ ହୀନ ହୋଇଛି ୩ କାର୍ଯ୍ୟାଳୟ, ଖାଲି ପଡ଼ିଛି ଗୁରୁତ୍ୱପୂର୍ଣ୍ଣ ପଦବୀ

ପୁରୁଷୋତ୍ତମପୁର,୧୪ା୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଟି କବିସୂର୍ଯ୍ୟନଗର ଓ ଖଲ୍ଲିକୋଟ ଦୁଇଟି ବିଧାନସଭା ନିର୍ବାଚନ ମଣ୍ଡଳୀର ପରିସରରେ ରହିଛି। ଏଠାରେ ଦୁଇ ଦୁଇଜଣ ବିଧାୟକ ରହିଥିବା ସତ୍ତ୍ୱେ ମୁରବୀ ହୀନ ହୋଇପଡ଼ିଛି କାର୍ଯ୍ୟାଳୟ। ଯାହାଦ୍ବାରା ଲୋକେ ସେମାନଙ୍କ ନିଜ ନିଜର କାର୍ଯ୍ୟ…

ସମ୍ବଲପୁରରୁ ଆସିଲା ଅଜବ ଖବର: ଆମାଜନରେ ଅର୍ଡର କରିଥିଲେ ଲାପଟପ୍ ବଦଳରେ ଆସିଲା ମାର୍ବଲ୍ ପଥର

ସମ୍ବଲପୁର,୧୪।୨: ଓଡିଶାର ସମ୍ବଲପୁରରେ ଜଣେ ଗ୍ରାହକ ୬୧ ହଜାର ଟଙ୍କା ଦେଇ ଆମାଜନରେ ଏକ ଲାପଟପ୍ ଅର୍ଡର କରିଥିଲେ। କିନ୍ତୁ, ଗତକାଲି ଯେତେବେଳେ ସେ ପ୍ୟାକେଟଟି ଖୋଲିଥିଲେ ସେତେବେଳେ ସେ ସେଥିରେ କେବଳ ମାର୍ବଲ୍ ପଥର ଖଣ୍ଡ ପାଇଥିଲେ। ରିପୋର୍ଟ ଅନୁଯାୟୀ,…

ବିବାହ ବନ୍ଧନରେ ବାନ୍ଧି ହେଲେ ଦିଲ୍ଲୀ କ୍ୟାପିଟାଲ୍ସର ପୂର୍ବତନ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ଶେଷ ହେବା ପରେ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ ଆରମ୍ଭ ହେବ। ସମସ୍ତ ୧୦ଟି ଫ୍ରାଞ୍ଚାଇଜ ଲିଗ ପାଇଁ ସେମାନଙ୍କର ରଣନୀତି ପ୍ରସ୍ତୁତ କରିବାରେ ବ୍ୟସ୍ତ, ଖେଳାଳିମାନେ ମଧ୍ୟ ସେମାନଙ୍କର ଫର୍ମ ଏବଂ ଫିଟନେସ ଉପରେ…

କୁମ୍ଭମେଳା ପରେ ସାଧୁସନ୍ଥଙ୍କ ପରବର୍ତ୍ତି ଲକ୍ଷ୍ୟ କ’ଣ ଥାଏ? ଜାଣନ୍ତୁ…

ପ୍ରୟାଗରାଜ,୧୪।୨: ଆଖାରଗୁଡ଼ିକ ହେଉଛି ସନ୍ଥ ଏବଂ ମୁନିମାନଙ୍କର ସଂଗଠନ ଯାହା ସନାତନ ଧର୍ମର ସୁରକ୍ଷା, ଆଧ୍ୟାତ୍ମିକ ପରମ୍ପରାର ସଂରକ୍ଷଣ ଏବଂ ଧାର୍ମିକ ଶିକ୍ଷା ପ୍ରସାର କରିବାରେ ନିୟୋଜିତ ଥାଏ। ମହାକୁମ୍ଭ ସମୟରେ, ଏହି ଆଖଡ଼ାମାନେ ସେମାନଙ୍କର ଅନୁଗାମୀମାନଙ୍କ ସହିତ ଏକତ୍ରିତ ହୁଅନ୍ତି…

ଏଲନ ମସ୍କଙ୍କ ପିଲାମାନଙ୍କୁ ଏହି ଉପହାର ଦେଲେ ମୋଦି, ଜାଣିଲେ ପ୍ରତ୍ୟେକ ଭାରତୀୟ ହୋଇଯିବେ ଖୁସି

ଓ୍‌ବାଶିଂଟନ୍‌,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ଭବ୍ୟ ସ୍ବାଗତ କରାଯାଇଛି। ଗୁରୁବାର ଭାରତୀୟ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟ୍ରମ୍ପଙ୍କୁ ତାଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ପ୍ରଥମ ଥର ପାଇଁ ଭେଟିଛନ୍ତି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ସ୍ପେସଏକ୍ସ ଏବଂ ଟେସଲା ଭଳି କମ୍ପାନୀର ମାଲିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri