Home Left

ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ

ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ ତାତି ଅନୁଭୂତ ହୋଇଛି। ଏହି କ୍ରମରେ ବରଗଡ଼ ଗାନ୍ଧୀ ଛକ ଠାରେ ଚାଷୀ ସଂଗଠନ…

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ ଜଣଙ୍କ ଘରର ଭିତରେ ପଶେଇଦେଲେ ଗାଡି। ଘରର ମୁଖ୍ୟ ଫାଟକ ଭାଙ୍ଗି ଘର ଭିତରକୁ…

କମେଡିଆନ୍‌ କୁନାଲଙ୍କୁ ମିଳିଲା ଆଗୁଆ ଅନ୍ତରୀଣ ଜାମିନ

ଚେନ୍ନାଇ,୨୮ା୩: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଥଟ୍ଟା କରି ବିବାଦର ସମ୍ମୁଖୀନ ହୋଇଥିବା ଷ୍ଟାଣ୍ଡିଂ କମେଡିଆନ୍‌ କୁନାଲ କାମ୍‌ରାଙ୍କୁ ମାଡ୍ରାସ ହାଇକୋର୍ଟ ଶୁକ୍ରବାର ଆଗୁଆ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି। ଏଥିପାଇଁ ତାଙ୍କୁ ତାମିଲନାଡୁ ଭିଲ୍ଲୁପୁରମ୍‌ ଜିଲା ପାନୁରସ୍ଥିତ ବିଚାର ବିଭାଗୀୟ…

କର୍ଲାମୁଣ୍ଡା ଠାରେ ଅନ୍ତର୍ଜାତୀୟ ସମବାୟ ୨୦୨୫ ବର୍ଷ ପାଳିତ

କର୍ଲାମୁଣ୍ଡା;୨୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ କୃଷକ /ଅଂଶଧନକାରୀମାନଙ୍କୁ ନେଇ ଏକ ସାଧାରଣ ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି : ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ): ଭୁବନେଶ୍ୱରଠାରେ ଆଜକୁ କିଛି ଦିନ ହେବ ବିଭିନ୍ନ ସଂଘର କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ ଆନ୍ଦୋଳନ ଚଳାଇଛନ୍ତି। ଉକ୍ତ କର୍ମଚାରୀମାନକ ସମସ୍ୟା ସମ୍ପର୍କରେ ଜାଣି ତାହା କିଭଳି ସମାଧାନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ହକି ଇଣ୍ଡିଆ ସଭାପତି ଦିଲିପ ତିର୍କୀଙ୍କ ବଡ଼ ସୂଚନା: ଚେନ୍ନାଇ, ମଦୁରାଇରେ ଖେଳାଯିବ ଜୁନିୟର ପୁରୁଷ ହକି ବିଶ୍ୱକପ୍‌

ଚେନ୍ନାଇ, ୨୮ା୩: ଚେନ୍ନାଇ ଓ ମଦୁରାଇରେ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ନଭେମ୍ବର ୨୮ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ଖେଳାଯିବ। ହକି ଇଣ୍ଡିଆ ସଭାପତି ଦିଲିପ ତିର୍କୀ ଶୁକ୍ରବାର ଏହି ଘୋଷଣା କରିଛନ୍ତି। ଟାଇଟଲ ଲଢେଇରେ ପ୍ରଥମ ଥର ୨୪ଟି…

ଜାତୀୟ ରେକର୍ଡ ଭାଙ୍ଗିଲେ ଗୁରିନ୍ଦରବୀର

ବେଙ୍ଗାଲୁରୁ, ୨୮ା୩: ଗୁରିନ୍ଦରବୀର ସିଂ ରେକର୍ଡ ବୁକ୍‌ରେ ସ୍ଥାନ ପାଇଛନ୍ତି। ବେଙ୍ଗାଲୁରୁରେ ଚାଲିଥିବା ଇଣ୍ଡିଆନ ଗ୍ରାଁ ପ୍ରି-୧ରେ ସେ ୧୦.୨୦ ସେକେଣ୍ଡ ଟାଇମିଂରେ ପୁରୁଷ ୧୦୦ ମିଟର ନୂଆ ଜାତୀୟ ରେକର୍ଡ ସୃଷ୍ଟି କରିଛନ୍ତି। ପଞ୍ଜାବର ଏହି ୨୪ ବର୍ଷୀୟ ସ୍ପ୍ରିଣ୍ଟର…

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଆଦିବାସୀ ସଂଘ

ନୂଆପଡ଼ା,୨୮ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସଂଘ ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ମହିଳାପୁରୁଷ ପାରମ୍ପରିକ ଅସ୍ତ୍ରଶସ୍ତ୍ର…

ଭିନ୍ନକ୍ଷମ ନାବାଳିକାଙ୍କୁ କରିଥିଲେ ବଳାତ୍କାର; ୮୭ ବର୍ଷର ବୃଦ୍ଧଙ୍କୁ ମିଳିଲା ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର, ୨୮।୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହକାରୀ ଦୌରା ଜଜ ତଥା ସ୍ବତନ୍ତ୍ର ଟ୍ରାକ କୋର୍ଟ ବିଚାରପତି ସୌଦାମିନି ସିଙ୍ଗ ଜନୈକା ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉକ୍ତ ମାମଲାର ୧୮ ବର୍ଷ ପରେ ପ୍ରମାଣ ମିଳିଥିବାରୁ…

ଯାହାଙ୍କ ସାକ୍ଷ୍ୟ ଯୋଗୁ ଚାଲିଯାଇଥିଲା ଇନ୍ଦିରା ଗାନ୍ଧୀଙ୍କ ପଦ, ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣଙ୍କ ପରଲୋକ 

ଲକ୍ଷ୍ନୌ,୨୮।୩: ଦେଶର ସବୁଠାରୁ ପ୍ରତିଷ୍ଠିତ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଭିଆଇପି ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣ ପାଣ୍ଡେଙ୍କର ଶୁକ୍ରବାର (୨୮ ମାର୍ଚ୍ଚ, ୨୦୨୫) ସକାଳେ ଦେହାନ୍ତ ହୋଇଯାଇଛି। ଗିରିଶ ନାରାୟଣ ପାଣ୍ଡେ ଲକ୍ଷ୍ନୌର…

ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ

ଅନୁଗୋଳ,୨୮।୩: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ। ଭିଜିଲାନ୍ସ ଟିମ୍‌ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିବା ସୂଚନା ମିଳିଛି। ମିଳିଥିବା…

ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…

ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର ରାତିରେ ଦେଓଗାଁ ନିକଟ ଏକ ହୋଟେଲରେ ଗୁଳିକାଣ୍ଡ ଘଟିଛି। ଦେଓଗାଁର ମା’ ତାରିଣୀ ହୋଟେଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri