Home Left

ନିଜ ହାତରେ ଶାସନ ବ୍ୟବସ୍ଥା

ବ୍ରିଟିଶ୍‌ ଅମଳରୁ ସ୍ବାୟତ୍ତ ଶାସନ ବ୍ୟବସ୍ଥାର ପରିକଳ୍ପନା କରାଯାଇଛି। ସେହି ଅନୁସାରେ ପଞ୍ଚାୟତିରାଜ ବ୍ୟବସ୍ଥାଠାରୁ ଆରମ୍ଭକରି ମହାନଗର ପର୍ଯ୍ୟନ୍ତ ସବୁଠି ଏହି ପ୍ରକ୍ରିୟା ଲାଗୁ କରାଯାଇଛି। ବିକାଶକୁ ସରଳୀକରଣ କରିବା ପାଇଁ ଲୋକଙ୍କ ହାତରେ ଶାସନ ବ୍ୟବସ୍ଥାକୁ ଦିଆଯାଇଛି। ଗଞ୍ଜାମରେ ସ୍ବାୟତ୍ତତାର…

ରାହୁଲଙ୍କ ଉପସ୍ଥିତିରେ ନିଜକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ତେଜସ୍ବୀ

ପାଟନା, ୩୧ା୮: ବିହାରର ଆରାଠାରେ ଶନିବାର କଂଗ୍ରେସର ଭୋଟର ଅଧିକାର ଯାତ୍ରାରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କ ସହ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଯୋଗ ଦେଇଛନ୍ତି। ତେବେ ରାହୁଲ…

ପଛକୁ ପଛ ଆସୁଛି ୨ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର,୩୧ା୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି ସହ ହାଲୁକା ବର୍ଷା…

ଟିମ୍‌ ଇଣ୍ଡିଆକୁ ପୁଣି ଚାମ୍ପିଅନ୍‌ କରିବେ ଗମ୍ଭୀର-ଧୋନୀ? ଏହି ଗୁରୁ ଦାୟିତ୍ୱ ଦେବ BCCI

ନୂଆଦିଲ୍ଲୀ,୩୦।୮: ୨୦୧୧ରେ ୨୮ ବର୍ଷ ପରେ ଟିମ୍‌ ଇଣ୍ଡିଆ ଦିନିକିଆ ବିଶ୍ୱକପ ଜିତିଥିଲା। ଏହି ବିଜୟରେ ସବୁଠାରୁ ବଡ଼ ଭୂମିକା ଥିଲା ଏମ୍‌ଏସ୍‌ ଧୋନୀ ଓ ଗୌତମ ଗମ୍ଭୀରଙ୍କ ମଧ୍ୟରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀ। ଏହି ଯୋଡ଼ି ଟିମ ଇଣ୍ଡିଆର ବର୍ଷ…

ମୋଦିଙ୍କ ଚାଇନା ଗସ୍ତକୁ ଦେଖି ଛାନିଆ ଟ୍ରମ୍ପ! ରଦ୍ଦ କଲେ ଭାରତ ଗସ୍ତ

ଓ୍ବାଶିଂଟନ,୩୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ବର୍ଷ ଶେଷ ଭାଗରେ କ୍ୱାଡ ଶିଖର ସମ୍ମିଳନୀ ପାଇଁ ଆଉ ଭାରତ ଗସ୍ତ କରିବାର ଯୋଜନା କରୁନାହାଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ଏହି ନିଷ୍ପତ୍ତି ପଛରେ ଗତ କିଛି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି…

ଆଉ ୨ ଲଘୁଚାପ: କାଲିଠୁ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୦ା୮(ଅନୁରାଧା ମହାରଣା) – ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଏବଂ ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି…

ଉଗ୍ରରୂପ ନେଲା ଦୁଇଜଣଙ୍କ ଝଗଡ଼ା, ଧସ୍ତାଧସ୍ତି ସମୟରେ…

ବୈଶିଙ୍ଗା,୩୦ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ବାମଡ଼ା ଗ୍ରାମରେ ଶୁକ୍ରବାର ଦୁଇ ଜଣଙ୍କ ଝଗଡ଼ା ଶନିବାର ସନ୍ଧ୍ୟାରେ ପ୍ରତିଆକ୍ରମଣର ରୂପ ନେଇଥିଲା। ଏଥିରେ ଦୁଇ ଜଣ ଆହତ ହୋଇ ଜଣେ ବୈଶିଙ୍ଗା ଡାକ୍ତରଖାନାରେ ଆଉ ଜଣେ ରୂପ୍‌ସା ଡାକ୍ତରଖାନାରେ…

ଗାଡ଼ି ଭିତରେ ଯୁବତୀଙ୍କୁ ବଳାତ୍କାର କଲେ ୬ ଯୁବକ,  ଚିତ୍କାର କରିବାରୁ…

ଉଦଳା,୩୦ା୮(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚାକିରି କରାଇଦେବା ବାହାନାରେ ଜଣେ ଯୁବତୀଙ୍କୁ ଡାକି ନେଇ ରାସ୍ତାକଡରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଶନିବାର ଉଦଳା ଥାନାରେ ଅଭିଯୋଗ…

‘ଭାରତକୁ ଚାଇନା ସହ ଯିବାକୁ ବାଧ୍ୟ କରାଯାଉଛି,’ ଟ୍ରମ୍ପଙ୍କ ଉପରେ ରାଗିଲେ ପୂର୍ବତନ NSA

ଓ୍ବାଶିଂଟନ,୩୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କ ନିଷ୍ପତ୍ତିକୁ ତାଙ୍କ ନିଜ ଦେଶରେ ବିରୋଧ କରାଯାଉଛି। ପୂର୍ବତନ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଜ୍ୟାକ ସୁଲିଭାନ କହିଛନ୍ତି ଯେ ରାଷ୍ଟ୍ରପତି…

IOCLରେ ନିଯୁକ୍ତିର ବଡ଼ ସୁଯୋଗ: ITI, ଡିପ୍ଲୋମା, ଗ୍ରାଜୁଏଟ୍‌ମାନେ କରିପାରିବେ ଆବେଦନ; ୫୩୭ ପଦ ପାଇଁ ବାହାରିଲା…

ନୂଆଦିଲ୍ଲୀ,୩୦।୮: ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL) ତା’ର ପାଇପଲାଇନ ଡିଭିଜନରେ ବିଭିନ୍ନ ରାଜ୍ୟରେ ୫୩୭ଟି ଆପ୍ରେଣ୍ଟିସ ପଦବି ପାଇଁ ଆବେଦନ ଆହ୍ବାନ କରୁଛି। ଏହି ନିଯୁକ୍ତି ଅଭିଯାନରେ ଟେକ୍ନିକାଲ ଓ ନନ-ଟେକ୍ନିକାଲ ଟ୍ରେଡରେ ସୁଯୋଗ ରହିଛି। ଆବେଦନ ପ୍ରକ୍ରିୟା ଅଗଷ୍ଟ…

ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ

କୋରାପୁଟ,୩୦ା୮(ଅମିତାଭ ବେହେରା): ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ କରାଯିବ ବୋଲି କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ…

ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ହୁଥି ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁ

ଜେରୁଜେଲମ,୩୦।୮: ୟେମେନର ରାଜଧାନୀ ସାନାରେ ଇସ୍ରାଏଲୀ ବିମାନ ଆକ୍ରମଣରେ ହୁଥି ପ୍ରଶାସନର ପ୍ରଧାନମନ୍ତ୍ରୀ ଅହମଦ ଅଲ-ରହାୱିଙ୍କ ମୃତ୍ୟୁ ହୋଇଛି। ୟେମେନର ହୁଥି ବିଦ୍ରୋହୀମାନେ ଶନିବାର (ଅଗଷ୍ଟ ୩୦, ୨୦୨୫) ଆକ୍ରମଣରେ ପ୍ରଧାନମନ୍ତ୍ରୀ ଅହମଦ ଅଲ-ରହାୱିଙ୍କ ମୃତ୍ୟୁ ନିଶ୍ଚିତ କରିଛନ୍ତି। ଇରାନ-ସମର୍ଥିତ ହୁଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?