ବାପା ଆଗରେ ଜଳଭଣ୍ଡାରକୁ ଡେଇଁପଡ଼ିଲେ ପୁଅ
ସୁନାବେଡ଼ା,୧୪ା୨(କୃତ୍ତିବାସ ପ୍ରଧାନ)-ସୁନାବେଡ଼ା ଥାନା ଅଧୀନ ୨୬ନଂ. ଜାତୀୟ ରାଜପଥ ଟିମ୍ବର ବ୍ରିଜ୍ ଉପରେ ସ୍କୁଟି ରଖି ବାପାଙ୍କ ଆଗରେ ନଦୀକୁ ଜଣେ ଯୁବକ ଡେଇଁ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଜାନୀଗୁଡ଼ା ଗ୍ରାମର ପାକୁଳୁ ଜାନୀଙ୍କ ପୁଅ ମଦନ ଜାନୀ(୨୨) ୨ ମାସ…
ଭାଲେଣ୍ଟାଇନ୍ସ ଡେ’ରେ ପ୍ରିୟତମାଙ୍କୁ ଗଳାକାଟି ହତ୍ୟା,ରକ୍ତ ଜୁଡୁବୁଡୁ…
କଟକ,୧୪।୨:ସିଲଭର ସିଟିରେ ଚାଞ୍ଚଲ୍ୟ, ମହିଳାଙ୍କୁ ଗଳାକାଟି ବୀଭତ୍ସ ହତ୍ୟା। କଟକ ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘର ଭିତରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି । ମୃତ ମହିଳା ଜଣକ…
ପରିତ୍ୟକ୍ତ ସ୍ଥାନରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କଲେ ମହିଳା, ସୁରକ୍ଷା ଓ ଯତ୍ନ ପାଇଁ …
ପାରଳାଖେମୁଣ୍ଡି,୧୪ା୨(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟ ଏକ ପରିତ୍ୟକ୍ତ ସ୍ଥାନରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଜଣେ ମହିଳା ଶିଶୁକନ୍ୟାକୁ ପାଇଥିଲେ। କେ. ସିରିଶା ନାମ୍ନୀ ମହିଳା ସେହି ଶିଶୁଟିକୁ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳଳୟରେ ଚିକିତ୍ସା ଲାଗି…
୧୧ ବର୍ଷ ପରେ ଆସିଲା ରାୟ, ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ
ବାଲିଗୁଡା,୧୪ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ରେ ଘଟିଥିବା ଏକ ଡକାୟତି ମାମଲାର ଶୁଣାଣି କରି ସହକାରୀ ଦୌରା ଜଜ ମୁଖ୍ୟ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଡକାୟତ ଗ୍ୟାଙ୍ଗ ଘର…
Unbelievable: ୫୦ ବଲ୍ରେ ଗୋଟିଏ ବି ରନ୍ କରି ନ ଥିଲେ, ତଥାପି ଶତକ ମାରି ବୋଲର୍ଙ୍କୁ ଘାଇଲା କରିଦେଲେ ଏହି ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୧୪।୨: ଶ୍ରୀଲଙ୍କାର ଉଇକେଟକିପର-ବ୍ୟାଟ୍ସମ୍ୟାନ୍ କୁସାଲ ମେଣ୍ଡିସ ପୁଣି ଥରେ ଶତକ ହାସଲ କରି ନିଜ ପ୍ରତିଭାର ପ୍ରମାଣ ଦେଇଛନ୍ତି। କଲମ୍ବୋରେ ଖେଳାଯାଉଥିବା ଦ୍ୱିତୀୟ ତଥା ଶେଷ ଏକଦିବସୀୟ ମ୍ୟାଚ୍ରେ ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ଶତକ ମାରିଛନ୍ତି। ୧୧୫ ବଲ୍ରେ ସେ ୧୦୧…
କୋର୍ କମିଟି ବୈଠକରୁ ବାହାରି ବଡ଼ ସୂଚନା ଦେଲେ ରାଜସ୍ବମନ୍ତ୍ରୀ: କିଏ ହେବେ ରାଜ୍ୟ ଭାଜପା ସଭାପତି…
ଭୁବନେଶ୍ୱର,୧୪।୨: ଚଳିତ ମାସ ଶେଷ ସୁଦ୍ଧା ସରିବ ନିଗମ, ବୋର୍ଡ ଓ କମିଶନ ନିଯୁକ୍ତି ପ୍ରକ୍ରିୟା। ଏ ନେଇ ବଡ଼ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଭାଜପା କୋର୍ କମିଟି ବୈଠକ ପରେ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
ମୋଦିଙ୍କ ଆଗରେ ଏତେ ବଡ଼ ମିଛକଥା କହିଦେଲେ Donald Trump , ଧରାପଡିଲା ସତ… ଦେଶରେ ଚହଳ
ଓ୍ବାଶିଂଟନ୍,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନି ତାଙ୍କର ୨ ଦିନିଆ ଆମେରିକା ଗସ୍ତରୁ ଫେରିଛନ୍ତି। ତାଙ୍କ ଗସ୍ତ ସମୟରେ ସେ ଅନେକ ଲୋକପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ କରିଥିଲେ। ତଥାପି, ସମସ୍ତଙ୍କ ନଜର ଯେଉଁ ସାକ୍ଷାତ ଉପରେ ଥିଲା ତାହା ହେଉଛି…
୩ ପତ୍ନୀ, ୧୧ ସନ୍ତାନ, ବିଶ୍ୱର ଏକ ନମ୍ବର ଅରବପତି, କାହିଁକି ପୁଅକୁ କାନ୍ଧରେ ବସାଇ ପ୍ରେସ କନଫରେନ୍ସ କରୁଛନ୍ତି ମସ୍କ
ଓ୍ବାଶିଂଟନ,୧୪।୨: ମଙ୍ଗଳ ଗ୍ରହକୁ ମଣିଷ ପଠାଇବାରେ ପ୍ରଥମ ହେବାର ପ୍ରତିଶ୍ରୁତି ଦେଇଥିବା ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ଯେତେବେଳେ ସେ କିଛି କରନ୍ତି, ତାହା ଶିରୋନାମାରେ ପରିଣତ ହୁଏ। ଗୋଟିଏ ଦିନ ପୂର୍ବରୁ, ଆମେରିକାର ନବନିର୍ବାଚିତ…
ଆତ୍ମନିର୍ଭରଶୀଳ କରି ଗଢ଼ି ତୋଳିବାକୁ ପ୍ରୟାସ
ଥୂଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ତି ଜିଲାରେ ସରକାରଙ୍କ ଦ୍ବାରା ଅନୁମୋଦନକାରୀ ବିଭିନ୍ନ ତାଲିମ ସଂସ୍ଥା ପକ୍ଷରୁ ୧୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ହୋଇଥିବା ସମସ୍ତ ପ୍ରାର୍ଥିନୀପ୍ରାର୍ଥୀମାନଙ୍କୁ ବିଭିନ୍ନ ସ୍ଥାନରେ ଥିବା ତାଲିମ କେନ୍ଦ୍ରରେ ତାଲିମ ପ୍ରଦାନ କରି ଆତ୍ମ ନିର୍ଭରଶୀଳ…
ଖୁସି ଖବର: ଚଳିତ ବର୍ଷ 40% ବଢିଯିବ ଏମାନଙ୍କ ଦରମା
ନୂଆଦିଲ୍ଲୀ,୧୪।୨: କର୍ପୋରେଟ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ପାଇଁ ୨୦୨୫ ବର୍ଷ ପାଇଁ ଖୁସି ଖବର। ଏହି ବର୍ଷ, ଦରମା ପ୍ରାୟ ୬ ରୁ ୧୫ ପ୍ରତିଶତ ବୃଦ୍ଧି ପାଇବାର ଆଶା କରାଯାଉଛି। ବିଶ୍ୱସ୍ତରୀୟ ନିଯୁକ୍ତି ପରାମର୍ଶଦାତା କମ୍ପାନୀ ମାଇକେଲ ପେଜର…
ପିସିସି ସଭାପତି ଚୟନ ପରେ କଂଗ୍ରେସ ତତ୍ପର: ୧୮ରେ ସଂକଳ୍ପ ପଦଯାତ୍ରା
ଭୁବନେଶ୍ୱର,୧୪।୨: ଆସନ୍ତା ୧୮ରେ ଭୁବନେଶ୍ୱରରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା ଅନୁଷ୍ଠିତ ହେବ। ବିମାନବନ୍ଦରରୁ ପୁରୀ ଯାତ୍ରା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସଂକଳ୍ପ ପଦଯାତ୍ରା ସମନ୍ବୟ ନେଇ ପିସିସି ପକ୍ଷରୁ କମିଟି ଗଠନ କରାଯାଇଛି। ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକଙ୍କ…
ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ, ୧୧ ମୃତ, ୬ ଗୁରୁତର
ଇସଲାମାବାଦ,୧୪।୨: ଶୁକ୍ରବାର ପାକିସ୍ତାନରେ ଏକ ବଡ଼ ଧରଣର ବୋମା ବିସ୍ଫୋରଣ ହୋଇଥିଲା। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ବିସ୍ଫୋରଣଟି ଦକ୍ଷିଣ-ପଶ୍ଚିମ ପାକିସ୍ତାନରେ ଘଟିଥିଲା। କୋଇଲା ଖଣି ଶ୍ରମିକମାନଙ୍କୁ…
Archives


