Home Left

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା ପୂର୍ବାହ୍ନରେ ନିଜ ଘରେ ରୋଷେଇ କରୁଥିବା ସମୟରେ ହଠାତ୍ ରନ୍ଧନ ଗ୍ୟାସ ଲିକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଭଦ୍ରକ ଜିଲାରେ…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ସେ ବିଚାରପତିଙ୍କୁ ଚିକିତ୍ସା ପାଇଁ ଅନୁମତି ମାଗିବା ସହ ତାଙ୍କ ସାଥୀ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ ଏହି ଖେଳର ପ୍ରଶାସନ ପରିଚାଳନା ପାଇଁ ଏକ ଆହ୍‌ଡ୍‌ ହକ୍‌ କମିଟି ଗଠନ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ ସାମଗ୍ରୀ ଜବତ କରିଛି। ବୁଧବାର ସକାଳେ ଏନ୍‌ଏଚ-୨୩୬ର ୩ ନମ୍ବର ନିକଟରେ ଓଡି-୦୭-ଏୟୁ-୨୯୭୨…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି ଛାତ୍ରୀ। ସେହି ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଛାତ୍ରୀ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇବା ପରେ ହଠାତ୍ ୪ ଜଣ ନାବାଳିକା…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ଭିଡ଼ ବଢ଼ିବା ସହ ବେଡ୍‌ ଅଭାବରୁ ରୋଗୀ ତଳେ ଶୋଇ ଚିକିତ୍ସିତ…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର ଯାଞ୍ଚ ଆଳରେ ଟଙ୍କା ମାଗିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ମଦ ଦୋକାନ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ ନଜର ଆସିବାକୁ ଯାଉଛନ୍ତି। କ୍ରିକେଟ୍ ମଇଦାନକୁ ବିଦାୟ ଦେବା ପରେ ଏବେ ସେ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର ପୁଣି ଥରେ ପଦାରେ ପଡ଼ିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ପାଡେପଦର…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ ପରେ ଚିଫ ଓ୍ବାର୍ଡେନ, ଦୁଇ ଜଣ ଡେପୁଟି ଚିଫ ଓ୍ବାର୍ଡେନ ଓ ସଵୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?