Home Left

ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍‌ରେ ଝୁଲି ପଡ଼ିଲେ ନାବାଳକ

ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଜଣଙ୍କ ହେଲେ କେନ୍ଦୁପଦରର ଅଭିଜିତ ବଗର୍ତ୍ତି। ସେ ଏଜେଓ ହାଇସ୍କୁଲରେ ପାଠ ପଢୁଥିଲେ…

କିଏ ଏହି ଯୁବତୀ, ରାହୁଲଙ୍କ ସହ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୭।୩: ରାହୁଲ ଗାନ୍ଧୀଙ୍କ ସହ ଜଣେ ଯୁବତୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋ ଉପରେ ୟୁଜର୍ସମାନେ ବିଭିନ୍ନ ମନ୍ତବ୍ୟ ଦେଉଛନ୍ତି। କେତେକ କହୁଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ତାଙ୍କ ସହ ସାକ୍ଷାତ ନୂତନ ଚିନ୍ତାଧାରାକୁ ଦର୍ଶାଉଛି, ପୁଣି…

ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୨୩ ଆହତ, ୩ ଗୁରୁତର

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା): ମୁକୁନ୍ଦପୁର ଘାଟିରେ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୩ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ ଗୁରୁତର ଅବସ୍ଥାରେ ରହିଥିବା ଜଣାପଡିଛି। ଆହତ ସମସ୍ତଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ଦକ୍ଷିଣ କୋରିଆରେ ଜଙ୍ଗଲ ନିଆଁ: ଜଳିଗଲା ୩୦୦ ଘର, ୨୪ ମୃତ

ସିଓଲ,୨୭ା୩: ଦକ୍ଷିଣ କୋରିଆର ଦକ୍ଷିଣ ଭାଗ ଜଙ୍ଗଲରେ ଲାଗିଥିବା ନିଆଁରେ ଅଦ୍ୟାବଧି ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିଛି। ବନାଗ୍ନିରେ ୩୦୦ରୁ ଅଧିକ ଘର ଜଳିଯାଇଛି। ନିଆଁର ଭୟାବହତାକୁ ଦୃଷ୍ଟିରେ ରଖି ପ୍ରାୟ ୨୯,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା…

ଇନ୍ଦ୍ରାବତୀ କେନାଲକୁ ଖସିଲା କାର୍‌: ଶିଶୁ ସମେତ ବୃଦ୍ଧଙ୍କ ମୃତ୍ୟୁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା କଲମପୁର ଥାନା ଅନ୍ତର୍ଗତ ଠେଲକୋମୁଣ୍ଡା ଇନ୍ଦ୍ରାବତୀ କେନାଲ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାଇକ୍‌ ସହ ଧକ୍କା ହେବା ପରେ ଏକ କାର୍‌ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡିଥିଲା। ଫଳର…

ଶିନ୍ଦେଙ୍କ ପରେ ସୀତାରାମନଙ୍କୁ କଟାକ୍ଷ କରି ଫସିଲେ, ଦ୍ୱିତୀୟ ଥର ସମନ କଲା ମୁମ୍ବାଇ ପୋଲିସ

ମୁମ୍ବାଇ, ୨୭।୩: ବିବାଦରେ ଥିବା ଷ୍ଟାଣ୍ଡ୍‌ଅପ୍‌ କମେଡିଆନ କୁନାଲ କାମ୍‌ରା ବୁଧବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଟାର୍ଗେଟ କରି ନିଜର ଏକ ବ୍ୟଙ୍ଗାତ୍ମକ ଗୀତର ଭିଡିଓକୁ ଏକ୍ସ’ରେ ପୋଷ୍ଟ କରିଛନ୍ତି। ୧୯୮୭ ମସିହାର ସୁପରହିଟ ଫିଲ୍ମର ‘ମିଷ୍ଟର ଇଣ୍ଡିଆ’…

ସମସ୍ୟାଘେରରେ ବିଜ୍ରାଦର ଗାଁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଢ଼ୀଦର ପଞ୍ଚାୟତର ବିଜ୍ରାଦର ଗାଁ। ବଣ ପାହାଡ଼ ଘେରା ଏହି ଗାଁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିଲେ ବି ସମସ୍ୟାଘେରରେ ଛନ୍ଦିହୋଇ ରହିଛି। ଗାଁରେ ୧୮ ଆଦିବାସୀ ପରିବାର ଓ ୩ ଦଳିତ…

ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍‌ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …

ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ ଶିକ୍ଷକ ଓ ଜଣେ ପିଅନ ଅନ୍ୟତ୍ର କାମ କରୁଛନ୍ତି। କେବଳ ନାମକୁ ମାତ୍ର ହାଇସ୍କୁଲ…

ଜରୁରୀକାଳୀନ ପରିସ୍ଥିତିର ୨୧ ବନ୍ଦୀଙ୍କୁ ମିଳିବ ପେନ୍‌ସନ୍‌

ଭୁବନେଶ୍ୱର,୨୬ା୩(ସୁନିତ୍‌ ମିଶ୍ର): ଜରୁରୀକାଳୀନ ପରିସ୍ଥିତି ସମୟର ବନ୍ଦୀମାନଙ୍କୁ ପେନ୍‌ସନ୍‌ ଦେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ବିବୃତ୍ତି ରଖିଛନ୍ତି। ୨୫ ଜୁନ୍‌ ୧୯୭୫ରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ ଏମ୍‌ଆଇଏସ୍‌ଏ,…

ମଧ୍ୟାହ୍ନଭୋଜନରେ ପିଲାଙ୍କୁ ମିଳିବ ପୋଷଣଯୁକ୍ତ ଚାଉଳ ଲଡୁ

ଭୁବନେଶ୍ୱର,୨୬ା୩(ସୁଚିସ୍ମିତା ସାହୁ): ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ପିଲାଙ୍କୁ ଦିଆଯିବ ପୋଷଣ ଯୁକ୍ତ ଚାଉଳ ଲଡୁ। ପ୍ରଥମରୁ ଦଶମଶ୍ରେଣୀ ପଯର୍ର୍‌ୟନ୍ତ ପାଠପଢ଼ୁଥିବା ପିଲାମାନେ ଏହାକୁ ଖାଇବେ। ଏପ୍ରିଲ ୧ରୁ ଗୋଟିଏ ସପ୍ତାହରେ ପ୍ରତି ପିଲାଙ୍କୁ ୩ଟି ଲଡୁ ଦିଆଯିବ ବୋଲି ରାଜ୍ୟ ସରକାର…

‘ବିଧାନସଭା ଇତିହାସରେ କଳଙ୍କିତ ଇତିହାସ’

ଭୁବନେଶ୍ୱର,୨୬।୩:ରାଜ୍ୟରେ ମହିଳା ଅସୁରକ୍ଷିତ ଦର୍ଶାଇ ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାକୁ ନେଇ ରାଜ୍ୟ କଂଗ୍ରେସ ପ୍ରତିବାଦ କରିଆସୁଛି । ଏହି ଘଟଣାକୁ ନେଇ ବିଧାନସଭାକୁ ଘେରିବାକୁ କଂଗ୍ରେସ ପ୍ରସ୍ତୁତ ହୋଇଛି। କଂଗ୍ରେସର ଏହି କାର୍ଯ୍ୟକ୍ରମକୁ…

ମଙ୍ଗଳବାର ବ୍ୟତୀତ ଅନ୍ୟ ସବୁଦିନ ଚାଲିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୬ା୩ (ଅନୁରାଧା ମହାରଣା) – ଯାତ୍ରୀ ସୁବିଧାକୁ ବୃଦ୍ଧି କରିବା ପାଇଁ ରାଉରକେଲା-ପୁରୀ-ରାଉରକେଲା (୨୦୮୩୫) ଓ ପୁରୀ-ରାଉରକେଲା-ପୁରୀ (୨୦୮୩୬) ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ସେବା ସୂଚୀକୁ ସଂଶୋଧନ କରାଯାଇଛି। ଶନିବାର ବ୍ୟତୀତ ପ୍ରତିଦିନ ଚଳାଚଳ କରୁଥିବା ବନ୍ଦେ ଭାରତ ଏକ୍ସପ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri