Home Left

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର ସକାଳୁ ହାତୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୪ ଗେଟ୍‌ ଦେଇ…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ ବର୍ତ୍ତମାନ ବର୍ଷକୁ ୬ଟି ଏଲପିଜି (LPG) ସିଲିଣ୍ଡର ମାଗଣାରେ ଯୋଗାଇଦେବାକୁ ଘୋଷଣା କରିଛନ୍ତି।…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ନିର୍ବାଚନ କମିଶନରମାନଙ୍କ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିଛି ସ୍ଥାନରେ ଚାଷ ଜମିଗୁଡିକରେ ପାଣି ପଶି ଜଳାର୍ଣ୍ଣବ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ ଋତୁରାଜ ଗାଏକୱାଡଙ୍କୁ ସୁଯୋଗ ଦେବ ନା ନମନ ଧୀରଙ୍କୁ ଅନ୍ତର୍ଜାତୀୟ ଡେବ୍ୟୁ କରାଇବ,…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି । ଶୁକ୍ରବାର ସକାଳେ ପିଙ୍ଗଲା ପୋଲିସ ଖଡ଼ଗପୁରସ୍ଥିତ ତାଙ୍କ ଘରେ ପହଞ୍ଚି ତାଙ୍କୁ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ ପଦକ ଜିତି ସେ ଏସିଆନ ଗେମ୍ସରେ ଭାରତ ପାଇଁ MMAର ପ୍ରଥମ ପଦକ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ପରିସ୍ଥିତି ଉଦ୍ବେଗଜନକ ହେବାରେ ଲାଗିଛି। ଶିମିଳିପାଳରେ ପ୍ରବଳ ବୃଷ୍ଟିପାତ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ରିପୋର୍ଟ ଅନୁସାରେ, ଏହି ସମୟରେ ଅର୍ଥ ମନ୍ତ୍ରଣାଳୟର ଜଣେ ସୂତ୍ରରୁ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି ରହିଥିବାରୁ ୨ ନଦୀରେ ଜଳସ୍ତର ବଢ଼ି ଚାଲିଛି l ଶୁକ୍ରବାର ସକାଳେ ବୈତରଣୀ…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା ଦରମା ଏଥର ୫ ଦିନ ପୂର୍ୱରୁ, ଅର୍ଥାତ ୨୫ ସେପ୍ଟେମ୍ୱରରେ ହିଁ କର୍ମଚାରୀଙ୍କ…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?