ସରନେମ ବଦଳାଇ ଚର୍ଚ୍ଚାକୁ ଆସିଲେ ରାଜ ବବରଙ୍କ ପୁଅ
ମୁମ୍ବାଇ: କିଛିଦିନ ହେବ ଅଭିନେତା ଏବଂ ରାଜନେତା ରାଜ ବବର ଏବଂ ତାଙ୍କ ପୁଅ ପ୍ରତୀକଙ୍କ ମଧ୍ୟରେ ସମ୍ପର୍କ ନାହିଁ ବୋଲି କୁହାଯାଉଛି। ହଁ, ଏହି ସମୟରେ ଉଭୟେ ସବୁଠି ଆଲୋଚନାର ବିଷୟ। ସମ୍ପ୍ରତି ପ୍ରତୀକ ତାଙ୍କ ସ୍ବର୍ଗତ ମାଆ ସ୍ମିତା…
ଭାରତ ଆସିବେ ବିଶ୍ୱ ବିଜେତା ଲିଓନେଲ ମେସି: ଏହି ରାଜ୍ୟରେ ଅନୁଷ୍ଠିତ ହେବ ଦୁଇଟି ମ୍ୟାଚ୍
ନୂଆଦିଲ୍ଲୀ,୨୬ା୩: ଭାରତର ଫୁଟବଲ୍ ପ୍ରେମୀମାନଙ୍କ ପାଇଁ ଖୁସି ଖବର। ଅକ୍ଟୋବରରେ କେରଳରେ ଏକ ପ୍ରଦର୍ଶନୀ ମ୍ୟାଚ୍ରେ କିମ୍ବଦନ୍ତୀ ଲିଓନେଲ୍ ମେସି ଏବଂ ଆର୍ଜେଣ୍ଟିନା ଦଳକୁ ଦେଖିବାର ସୁଯୋଗ ପାଇବେ। ୧୪ ବର୍ଷ ପରେ ବିଶ୍ୱକପ୍ ବିଜେତା ଅଧିନାୟକ ୨୦୧୧ ପରେ ଭାରତ…
ଏପ୍ରିଲ ୨ରୁ ଖଡ଼ିଛୁଆଁ, ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ କାର୍ଡ ବଣ୍ଟନ କଲେ ସରପଞ୍ଚ, ଶିକ୍ଷାଧିକାରୀ
କର୍ଲାମୁଣ୍ଡା,୨୬ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଖଡ଼ିଛୁଆଁ ପ୍ରବେଶ ଉତ୍ସ ନିମନ୍ତ୍ରଣ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦର ଶାନ୍ତିନଗର ପଡ଼ା, ଡୁକେରମାଲ,ଫଲସାପଡ଼ଠାରେ ଅତିରିକ୍ତ…
‘ଇଶାନ କିଷନଙ୍କ ଶତକ ବିସିସିଆଇ-ରାହୁଲ ଦ୍ରାଭିଡଙ୍କ ମୁହଁରେ ଏକ ଶକ୍ତ ଚାପୁଡା’, ଭର୍ତ୍ସନା କଲେ ଦାଦା
ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୮ତମ ସଂସ୍କରଣରେ ପ୍ରଥମ ତୁଫାନି ଶତକ ହାସଲ କରି ଚର୍ଚ୍ଚାକୁ ଆସିଥିବା ଇଶାନ କିଶନଙ୍କ ଜେଜେବାପାଙ୍କ ଏକ ବୟାନ ଇଣ୍ଟରନେଟ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ତଥାପି, ବିସିସିଆଇ ଏବଂ ପୂର୍ବତନ ଭାରତୀୟ ଦଳର ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କୁ…
ଏନ୍ସିସି କ୍ୟାଡେଟ୍ଙ୍କୁ ସମ୍ବର୍ଦ୍ଧନା
ଭଞ୍ଜନଗର,୨୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୫ ଜଣ ଏନ୍ସିସି କ୍ୟାଡେଟ୍ ଦିଲ୍ଲୀରେ ୨୦୨୩ରୁ ୨୦୨୫ ମଧ୍ୟରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଭାଗ ନେଇ କଲେଜର ସୁନାମ ଆଣିଥିଲେ। ବୁଧବାର ଉକ୍ତ କ୍ୟାଡେଟ…
IPL 2025: ଲଜ୍ଜାଜନକ ରେକର୍ଡ ହାସଲ କଲେ ଗ୍ଲେନ ମ୍ୟାକ୍ସୱେଲ
ନୂଆଦିଲ୍ଲୀ,୨୬।୩: ପଞ୍ଜାବ କିଙ୍ଗସ ୧୧ ରନରେ ଗୁଜରାଟ ଟାଇଟାନ୍ସକୁ ପରାସ୍ତ କରିଥିଲା। କିନ୍ତୁ ଏହା ପୂର୍ବରୁ ପଞ୍ଜାବ କିଙ୍ଗସ ବ୍ୟାଟସମ୍ୟାନ ଗ୍ଲେନ ମ୍ୟାକ୍ସୱେଲଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ ରେକର୍ଡ ହୋଇଥିଲା। ମ୍ୟାକ୍ସୱେଲ ଆଇପିଏଲ ଇତିହାସରେ ସର୍ବାଧିକ ଥର ଶୂନରେ ଆଉଟ…
ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…
ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ…
ସ୍କୁଟିରେ ଯାଉଥିଲେ ଦମ୍ପତି, ଚାପିଦେଲା ଅଟୋ
ପୋଲସରା,୨୬ା୩: ଗଞ୍ଜାମ ଜିଲା ପୋଲସରାରେ ଏକ ଅଟୋ ଧକ୍କାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ବୁଧବାର କବିସୂର୍ଯ୍ୟନଗର ଥାନା ବୁଢ଼ାଆମ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ସ୍ବାମୀଙ୍କର ଜୀବନ ଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି।
ବିଳାସପୂର୍ଣ୍ଣ ବଙ୍ଗଳା କିଣିଲେ ସୂର୍ଯ୍ୟକୁମାର ଯାଦବ: ଦାମ ଜାଣିଲେ ଉଡ଼ିଯିବ ହୋଶ୍
ନୂଆଦିଲ୍ଲୀ,୨୬।୩: ସୂର୍ଯ୍ୟକୁମାର ଯାଦବ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଅନେକ ଥର ବିସ୍ଫୋରକ ବ୍ୟାଟିଂ କରିଛନ୍ତି। କିନ୍ତୁ ସେ IPL 2025 ର ତାଙ୍କର ପ୍ରଥମ ମ୍ୟାଚରେ କିଛି ବିଶେଷ କରିପାରି ନ ଥିଲେ। ସୂର୍ଯ୍ୟକୁମାର ଏବଂ ତାଙ୍କ ପତ୍ନୀ ଦେବୀଶା ଶେଟ୍ଟୀ…
ସାଂଘାତିକ ଅଭିଯୋଗ ଆଣିଲେ ତାରା, କହିଲେ ଥାନାରେ FIR ଦେବି
ଭୁବନେଶ୍ୱର,୨୬।୩: ସାଂଘାତିକ ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି। ସେ ଥାନାରେ FIR ଦେବାକୁ ବାହାରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ‘କଲର ଧରି ବିଧାନସଭା ସୁରକ୍ଷାକର୍ମୀ ମୋତେ ମାରିଛନ୍ତି । ମୋ ସୁନା ଚେନ ନେଇଯାଇଛନ୍ତି । ଗାଈ…
ସିପିଙ୍କ କଲର୍ ଟାଣି ଆଣିଲେ କଂଗ୍ରେସ କର୍ମୀ, ରାଜଧାନୀରେ ହଇଚଇ
ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା…
ସବୁ ବିଧାୟକ ସସପେଣ୍ଡ ପରେ ସୁରଙ୍କ ସାଂଘାତିକ ବୟାନ, ଟେନଶନରେ ମୋହନ
ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା…
Archives


