Home Left

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ…

ସ୍କୁଟିରେ ଯାଉଥିଲେ ଦମ୍ପତି, ଚାପିଦେଲା ଅଟୋ

ପୋଲସରା,୨୬ା୩: ଗଞ୍ଜାମ ଜିଲା ପୋଲସରାରେ ଏକ ଅଟୋ ଧକ୍କାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ବୁଧବାର କବିସୂର୍ଯ୍ୟନଗର ଥାନା ବୁଢ଼ାଆମ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ସ୍ବାମୀଙ୍କର ଜୀବନ ଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି।

ବିଳାସପୂର୍ଣ୍ଣ ବଙ୍ଗଳା କିଣିଲେ ସୂର୍ଯ୍ୟକୁମାର ଯାଦବ: ଦାମ ଜାଣିଲେ ଉଡ଼ିଯିବ ହୋଶ୍‌

ନୂଆଦିଲ୍ଲୀ,୨୬।୩: ସୂର୍ଯ୍ୟକୁମାର ଯାଦବ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଅନେକ ଥର ବିସ୍ଫୋରକ ବ୍ୟାଟିଂ କରିଛନ୍ତି। କିନ୍ତୁ ସେ IPL 2025 ର ତାଙ୍କର ପ୍ରଥମ ମ୍ୟାଚରେ କିଛି ବିଶେଷ କରିପାରି ନ ଥିଲେ। ସୂର୍ଯ୍ୟକୁମାର ଏବଂ ତାଙ୍କ ପତ୍ନୀ ଦେବୀଶା ଶେଟ୍ଟୀ…

ସାଂଘାତିକ ଅଭିଯୋଗ ଆଣିଲେ ତାରା, କହିଲେ ଥାନାରେ FIR ଦେବି

ଭୁବନେଶ୍ୱର,୨୬।୩: ସାଂଘାତିକ ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି। ସେ ଥାନାରେ FIR ଦେବାକୁ ବାହାରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ‘କଲର ଧରି ବିଧାନସଭା ସୁରକ୍ଷାକର୍ମୀ ମୋତେ ମାରିଛନ୍ତି । ମୋ ସୁନା ଚେନ ନେଇଯାଇଛନ୍ତି । ଗାଈ…

ସିପିଙ୍କ କଲର୍‌ ଟାଣି ଆଣିଲେ କଂଗ୍ରେସ କର୍ମୀ, ରାଜଧାନୀରେ ହଇଚଇ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା…

ସବୁ ବିଧାୟକ ସସପେଣ୍ଡ ପରେ ସୁରଙ୍କ ସାଂଘାତିକ ବୟାନ, ଟେନଶନରେ ମୋହନ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା…

‘ଛାତିକୁ ଧରିନେବା ବଳାତ୍କାର ନୁହେଁ…’, ଆହ୍ଲାବାଦ ହାଇକୋର୍ଟଙ୍କ ଟିପ୍ପଣୀ ଶୁଣି ରାଗିଗଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୩: ବଳାତ୍କାର ମାମଲା ସମ୍ପର୍କରେ ଆହ୍ଲାବାଦ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ବିଚାରପତିମାନେ ଏହି ରାୟକୁ ସମ୍ବେଦନଶୀଳ ଏବଂ ଅମାନବୀୟ ବୋଲି କହିଥିଲେ। ଆହ୍ଲାବାଦ ହାଇକୋର୍ଟ ପୂର୍ବରୁ କହିଥିଲେ, ‘ନାବାଳିକା ଝିଅର ଛାତି ବା ବ୍ରେଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଏହି ଯୋଜନାରେ ଗର୍ଭବତୀଙ୍କୁ ମିଳିବ ମିଳିବ ୨୧ ହଜାର ଟଙ୍କା

ନୂଆଦିଲ୍ଲୀ,୨୬।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ସେ ବଜେଟ୍‌ରେ ଗୋଟିଏ ପରେ ଗୋଟିଏ ମହିଳାଙ୍କୁ ଅନେକ ଉପହାର ଦେଇଛନ୍ତି। ପ୍ରଥମ ଥର ପାଇଁ, ଉପସ୍ଥାପିତ ୧ ଲକ୍ଷ କୋଟି ଟଙ୍କାର ବଜେଟରେ, ମହିଳା ସମୃଦ୍ଧି…

IPL 2025: ହାରିବା ପରେ ବି ସମସ୍ତଙ୍କ ହୃଦୟ ଜିତୁଛନ୍ତି ଏହି କ୍ରିକେଟର

ନୂଆଦିଲ୍ଲୀ,୨୬।୩: ଗତ ସିଜିନରେ ଅଷ୍ଟମ ସ୍ଥାନ ହାସଲ କରିଥିବା ଗୁଜରାଟର IPL ୨୦୨୫ରେ ଆରମ୍ଭ ଭଲ ନଥିଲା। ମଙ୍ଗଳବାର ୨୫ମାର୍ଚ୍ଚରେ, ସେମାନେ ହୋମ ଟାଉନରେ ପଞ୍ଜାବ କିଙ୍ଗସକୁ ଭେଟିଥିଲେ। ଶୁବମନ ଗିଲଙ୍କ ଅଧିନାୟକତ୍ୱରେ ଥିବା ଦଳକୁ ଏହି ମ୍ୟାଚ ୧୧ ରନ…

ମହୁମାଛି ଆକ୍ରମଣରେ ୩ ଗୁରୁତର

ଲାଞ୍ଜିଗଡ଼ ୨୬ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ରେ ମହୁମାଛିଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ସୂଚନାନୁଯାୟୀ, ଲାଞ୍ଜିଗଡ଼ ରୋଡ୍‌ ଶିବମନ୍ଦିର ନିକଟରେ ଏକ ଜଳଖିଆ ଦୋକାନକରି ଚଳୁଥିବା ରତ୍ନାକର ଗଉଡ଼ ଓ ତାଙ୍କ ସ୍ତ୍ରୀ ଗୋମତୀ ଗଉଡ଼ ଦୋକାନରେ ଜଳଖିଆ…

ଡ୍ରୋନ୍‌ ଆଣିଲା ବରଣମାଳା

ନୂଆଦିଲ୍ଲୀ: ସାଧାରଣତଃ ବିବାହରେ ବରଣମାଳା ପିନ୍ଧାଇବାର ଏକ ସ୍ବତନ୍ତ୍ର ନୀତି ରହିଥାଏ। ଏବେକାର ବିବାହରେ ରୀତିନୀତିକୁ କମ୍‌ ଗୁରୁତ୍ୱ ଦିଆଯାଇ ସୋସିଆଲ ମିଡିଆରେ ବ୍ୟାପକ ପ୍ରଚାର ପ୍ରସାର କରାଯାଉଛି। ବିବାହ ଧୀରେ ଧୀରେ ହାଇଟେକ୍‌ ହେବାରେ ଲାଗିଛି। ସମ୍ପ୍ରତି ଏହିପରି ଏକ…

ସୁନା ହଜିବା କାହିଁକି ଅଶୁଭ? ଦେଖାଯାଏ ଖରାପ ସଙ୍କେତ

ହିନ୍ଦୁ ଧର୍ମରେ ସୁନାକୁ ସବୁଠାରୁ ପବିତ୍ର ଧାତୁ ଭାବରେ ବିବେଚନା କରାଯାଏ ଏବଂ ଏହାକୁ ଦେବୀ ଲକ୍ଷ୍ମୀଙ୍କ ପ୍ରତୀକ ଭାବରେ ବିବେଚନା କରାଯାଏ। ଏହି କାରଣରୁ ଅକ୍ଷୟ ତୃତୀୟା, ଧନତେରସ ଏବଂ ଦୀପାବଳି ଭଳି ବିଶେଷ ଅବସରରେ ସୁନା କିଣି ପୂଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri