ଚିକିତ୍ସା କରିବା ସତ୍ତ୍ୱେ ରୋଗ ଭଲ ହେଲା ନାହିଁ, ଶେଷରେ ବିଷ ପିଇ ଆତ୍ମହତ୍ୟା କରିଦେଲେ
ମୋହନା.୧୨।୨( ମନ୍ମଥ ମିଶ୍ର): ରୋଗ ଭଲ ନ ହେବାରୁ ବିଷ ପିଇ ଆତ୍ମହତ୍ୟା l ଗଜପତି ଜିଲା ମୋହନା ଥାନା ମଳାସପଦର ପଞ୍ଚାୟତ ରୁଜାଙ୍ଗି ଗାଁରେ ରୋଗ ଭଲ ନ ହେବାରୁ ଜଣେ ବ୍ୟକ୍ତି ବିଷ ପିଇ ଆତ୍ମହତ୍ୟା କରିଥିବା ନେଇ…
ହାତୀମୁଣ୍ଡା ପଞ୍ଚାୟତର ଋଷିମାଳ ପାହାଡ଼ରେ ବୁଲୁଛନ୍ତି ହାତୀ ପଲ, ଭୟରେ ଘରୁ ବାହାରୁନାହାନ୍ତି ଲୋକେ
ଦାରିଙ୍ଗବାଡି /ବ୍ରାହ୍ମଣୀଗାଁ,୧୨।୨ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲାା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ହାତୀମୁଣ୍ଡା ପଞ୍ଚାୟତ ଅଞ୍ଚଳରେ ବୁଲୁଛନ୍ତି ବଣୁଆ ହାତୀ। ସେମାନଙ୍କ ଚଳପ୍ରଚଳ ଦେଖି ଲୋକ ଭୟଭୀତ ହୋଇପଡିଛନ୍ତି। ସା ହେଲେ ତାଟି କବାଟ ବନ୍ଦ କରି…
Video: ଖାଲି ଚାପୁଡ଼ା ମାରିବା ବାକିଥିଲା…ଅସଭ୍ୟତାର ସବୁ ସୀମା ଟପିଗଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୧୨।୨: ପାକିସ୍ତାନରେ ଚାଲିଥିବା ତ୍ରି-ସିରିଜର ତୃତୀୟ ମ୍ୟାଚ୍ରେ କିଛି ଏପରି ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସାରା ବିଶ୍ୱର କ୍ରିକେଟପ୍ରେମୀଙ୍କୁ ଚକିତ କରିଛି। ପାକିସ୍ତାନର ଦ୍ରୁତ ବୋଲର ଶାହିନ ଆଫ୍ରିଦି ଦକ୍ଷିଣ ଆଫ୍ରିକାର ଯୁବ ବ୍ୟାଟ୍ସମ୍ୟାନ ମାଥ୍ୟୁ ବ୍ରିଟ୍ଜେକେଙ୍କ ସହ ଖୋଲାଖୋଲି…
୨୬ ବଲ୍ରେ କରିଥିଲେ ୧ ରନ୍, ତଥାପି ଏହି କ୍ରିକେଟରଙ୍କୁ ସଲାମ୍ କରୁଛି ଦୁନିଆ; କାରଣ ଜାଣିଲେ…
ନୂଆଦିଲ୍ଲୀ,୧୨।୨: ଯେତେବେଳେ ଜଣେ ବ୍ୟାଟ୍ସମ୍ୟାନ ଶତକ କିମ୍ବା ଅର୍ଦ୍ଧଶତକ ହାସଲ କରନ୍ତି, ତାଙ୍କୁ ବହୁତ ପ୍ରଶଂସା କରାଯାଏ। କିନ୍ତୁ ଏହି ସମୟରେ ଜଣେ ଏପରି କ୍ରିକେଟର ଖବରରେ ଅଛନ୍ତି ଯିଏ ୨୬ ବଲ୍ରେ ମାତ୍ର ଗୋଟିଏ ରନ୍ କରିଥିଲେ। ଏହା ସତ୍ତ୍ୱେ…
ବରଗଡ଼ର ୩ ମନ୍ଦିରକୁ ମିଳିଲା ପର୍ଯ୍ୟଟନସ୍ଥଳୀର ମାନ୍ୟତା: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା
ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ଚିହ୍ନଟ କରିବା ସହ ବହୁମାତ୍ରାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ସ୍ଥାୟୀ ପର୍ଯ୍ୟଟନର ବିକାଶ ତଥା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଏବଂ ପ୍ରାକୃତିକ ଐତିହ୍ୟର ପ୍ରଭାବଶାଳୀ ପ୍ରଚାର ପ୍ରସାର ପାଇଁ…
ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ
ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ.…
ବ୍ରିଜ୍ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର, ହତ୍ୟା ପରେ ଜାଳି ଦେଇଥିବା ସନ୍ଦେହ
ବଣାଇଁ,୧୨।୨(ପ୍ରଦୀପ ତ୍ରିପାଠୀ): ଚାନ୍ଦିପୋଷ ଥାନା କୁମ୍ଭାକେଲା ବ୍ରିଜ୍ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀଙ୍କ ପରିଚୟ ମିଳିପାରି ନ ଥିଲା ବେଳେ ତଣ୍ଟି କାଟି କେହି ହତ୍ୟା କରିବା ପରେ ପେଟ୍ରୋଲ ଢାଳି ପୋଡିଦେଇଥିବା ନେଇ ପ୍ରାଥମିକ ତଦନ୍ତରୁ…
‘ଏବେ ମୋର ନାତି ଦରକାର’
ହାଇଦ୍ରାବାଦ: କାମ ସାରି ଯେବେ ବି ଘରକୁ ଫେରେ ଲାଗେ ମହିଳା ହଷ୍ଟେଲକୁ ଯାଉଛି। ସମସ୍ତଙ୍କ ମଧ୍ୟରେ ମୋତେ ଓ୍ବାର୍ଡନ ଭଳି ମନେ ହୁଏ। ଏଣୁ ମୋର ନାତି ଦରକାର। ପୁଅ ରାମଚରଣଙ୍କ ନିକଟରେ ଏଭଳି ଦାବି ରଖି ଚର୍ଚ୍ଚାରେ ତେଲୁଗୁ…
ପ୍ରାପ୍ୟ ନ ପାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ କ୍ୟାନସର ପୀଡ଼ିତ ରୋଗୀ
ନିଶ୍ଚିନ୍ତକୋଇଲି,୧୨ା୨(ଅଶୋକ ମହାପାତ୍ର): କ୍ୟାନ୍ସରରେ ପୀଡ଼ିତ ଶଯ୍ୟାଶାୟୀ ଜଣେ ବ୍ୟକ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଧାରଣା ଦେବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏପରିକି ଡାକ୍ତର ମଧ୍ୟ ତାଙ୍କୁ ୬ ମାସ ସମୟ ଦେଇ ଥିବା ସୂଚନା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଅଙ୍ଗନୱାଡି-ଆଶାକର୍ମୀଙ୍କୁ ମିଳିବ ମୋବାଇଲ ଫୋନ
କୋଲକାତା,୧୨।୨: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ସରକାରୀ କର୍ମଚାରୀଙ୍କ ସହ ଅଙ୍ଗନବାଡି କର୍ମୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ସରକାର। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ରାଜ୍ୟ ବଜେଟରେ DA କିମ୍ବା ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହିକ୍ରମରେ…
JioFiber କନେକ୍ସନ କାଟି AirFiberକୁ ସୁଇଚ୍ କରିବାକୁ ଚାହୁଁଛନ୍ତି କି? ହୋଇଯିବ ୧୦୦୦ ଟଙ୍କାର କ୍ଷତି, ଜାଣନ୍ତୁ କିଭଳି?
ନୂଆଦିଲ୍ଲୀ,୧୨।୨: ବହୁତ ଘରେ JioFiber କନେକ୍ସନ ଲଗାଇଥିଲେ, ଯାହାକୁ ଆପଣ ଏବେ ବନ୍ଦ କରି AirFiberକୁ ସୁଇଚ୍ କରିବାକୁ ଚାହୁଁଛନ୍ତି କି? ଏହି ପରିସ୍ଥିତିରେ ଆପଣଙ୍କର ୧୦୦୦ ଟଙ୍କାର କ୍ଷତି ହୋଇପାରେ। ଏଣୁ ପୁରୁଣା ଜିଓ ଫାଇବର କନେକ୍ସନ ବନ୍ଦ କରି…
କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ
ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ…
Archives


