Home Left

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅଡ଼ିଗୁନା ଗ୍ରାମର ଘାସିରାମ ନିଜ ପୂର୍ବ କମ୍ପାନୀରେ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ଇଂ ରୋହିତ ପୂଜାରୀ। ସାମାଜିକ ଗଣମାଧ୍ୟମରେ ସେ ଏକ ପୋଷ୍ଟ କରି କହିଛନ୍ତି…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ କରିଛନ୍ତି l ଅଣା – ସମଣା ରାସ୍ତାର ଇଶଳା ଠାରେ ବହୁ ସଂଖ୍ୟାରେ…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର ମଙ୍ଗଳପୁର ଗ୍ରାମର ପାଟନାଳି ସାହି ବୈତରଣୀ ନଦୀକୂଳରେ ୨୦ ଟିକିଆ ହାତୀପଲ ଡେରା…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା ବର୍ଷା ଦିନେ ଦୟନୀୟ ହୋଇଥିବା ଦେଖିବାକୁ ମିଳିଛି। ରାସ୍ତାରେ କାଦୁଅ ଜମିବା ସହ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍ ମୁହାମୁହିଁ ଧକ୍କା ହେବା ଫଳରେ ଉପରବାହାଲ ଗାଁର ସ୍କୁଟି ଆରୋହୀ ଛବିନ୍ ସାହୁ…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ ବର୍ତ୍ତି ଯାଇଛି। କିନ୍ତୁ ଦିଲ୍ଲୀ ଏୟାରପୋର୍ଟ ପରି ଆଜି ଚେନ୍ନାଇ ଏୟାରପୋର୍ଟରେ ମଧ୍ୟ…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର ଏକ ନିଚ୍ଛକ ଉଦାହରଣ ଜବଲପୁରରେ ଦେଖିବାକୁ ମିଳିଛି। ଟଙ୍କା ପାଇଁ ବିବାଦ ମଧ୍ୟରେ,…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ ଘୋଷଣା କରାଯାଇଛି । ୩୦ ବର୍ଷୀୟ ସମର୍ସ ପ୍ରାରମ୍ଭରେ କୋର୍ଟରେ ନିଜକୁ ନିର୍ଦ୍ଦୋଷ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଛି। ଏନେଇ ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍‌ମିଶନ ଫି’, ଡେଭଲପ୍‌ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?