ନନ୍ଦନକାନନ ଗେଟ ଆଗରେ ଅସ୍ଥାୟୀ କର୍ମଚାରୀମାନଙ୍କ ଧାରଣା
ବାରଙ୍ଗ,୨୫।୩(ଲିଙ୍ଗରାଜ ରାଉତ): ମଙ୍ଗଳବାର ସକାଳୁ ନନ୍ଦନକାନନରେ କାର୍ଯ୍ୟ କରୁଥିବା ଅସ୍ଥାୟୀ କର୍ମଚାରୀ(ଆଉଟ ସୋର୍ସିଂ)ମାନେ ଗେଟ ସାମ୍ନାରେ ଧାରଣାରେ ବସିଛନ୍ତି। ସଂଘର ସଭାପତି ଜୟନ୍ତ କୁମାର ରାଉତରାୟଙ୍କ ନେତୃତ୍ୱରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଅସ୍ଥାୟୀ କର୍ମଚାରୀମାନେ ଧାରଣାରେ ବସିଛନ୍ତି । ୮ଘଣ୍ଟା ବାଦଲରେ…
PoK ଖାଲି କର ନଚେତ୍ ଭୋଗିବ ପରିଣାମ: ପାକିସ୍ତାନକୁ ଧମକ ଦେଲା ଭାରତ
ନୂଆଦିଲ୍ଲୀ,୨୫।୩: ଜାତିସଂଘ (UN) ସୁରକ୍ଷା ପରିଷଦରେ ଭାରତ ପୁଣିଥରେ ପାକିସ୍ତାନକୁ ତାର କାର୍ଯ୍ୟକଳାପ ପାଇଁ ଘେରିଛି। ଶାନ୍ତି ବଜାୟ ରଖିବା ପ୍ରସଙ୍ଗରେ ଆଲୋଚନାବେଳେ ପାକିସ୍ତାନ ପୁଣି ଥରେ ଜମ୍ମୁ-କାଶ୍ମୀର ପ୍ରସଙ୍ଗ ଉଠାଇଥିଲା। ଏଥର ମଧ୍ୟ ଭାରତ ପଡ଼ୋଶୀ ଦେଶକୁ କଡ଼ା ଭର୍ତ୍ସନା…
ଝିଅ ବାହାଘର ପାଇଁ ରଖିଥିଲେ ଟଙ୍କା: ଘରେ ପଶି ନେଇଗଲେ ଦୁର୍ବୃତ୍ତ
ସାଲେପୁର,୨୫।୩: କଟକ ଜିଲା ଜାହାଙ୍ଗୀରାବାଦ ଗାଁରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ବିଜୟ ମହାନ୍ତିଙ୍କ ଘରେ ପଶି ଘରୁ ନଗଦ ୩୦ ଲକ୍ଷ ଟଙ୍କା ସହ ୫୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ପୋଲିସ ଘଟଣାସ୍ଥଳରେ…
‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି: ସଂସଦରେ ହେବ ସ୍ବତନ୍ତ୍ର ସ୍କ୍ରିନିଂ
ନୂଆଦିଲ୍ଲୀ,୨୫।୩: ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ…
ଯୁବକଙ୍କ ମୃତ ଦେହ ଜବତ: ହତ୍ୟା ଅଭିଯୋଗରେ ୫ଅଟକ
ଲୋଇସିଂହା,୨୫।୩(ସୁଶାନ୍ତ ବାରିକ): ମଙ୍ଗଳବାର ସକାଳେ ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ ରତାଖଣ୍ଡି ପଞ୍ଚାୟତ ଡୁମେରଝରଣ ଗ୍ରାମର ଜଣେ ଯୁବକଙ୍କ ମୃତ ଦେହ ଜବତ ହୋଇଛି। ମୃତ ଯୁବକ ହେଲେ ଶତ୍ରୁଘ୍ନ ପଟେଲ। ମୃତଦେହ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ…
ଲଣ୍ଡନରେ ସ୍ଲିପର ପିନ୍ଧି ମମତାଙ୍କ ମର୍ନିଂୱାକ୍, ଦେଖି ଚମକି ଗଲେ ବ୍ରିଟିଶ ନାଗରିକ
ଲଣ୍ଡନ,୨୫ା୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲଣ୍ଡନ ହାଇଡ୍ ପାର୍କରେ ଏକ ଶାଢ଼ୀ ଏବଂ ସ୍ଲିପର ପିନ୍ଧି ପ୍ରାତଃ ଭ୍ରମଣ କରୁଥିବା ଦେଖିବାକୁ ମିଳିଛି। ତୃଣମୂଳ କଂଗ୍ରେସର କୁନାଲ ଘୋଷ ମମତାଙ୍କ ଲଣ୍ଡନ ଗସ୍ତର କିଛି ଫଟୋ ଏବଂ ଭିଡିଓ ସେୟାର…
କିଏ ସେହି ଆଶୁତୋଷ ଶର୍ମା, ଯିଏ ଲକ୍ଷ୍ନୌ ବିପକ୍ଷରେ ପଲଟାଇଦେଲେ ବାଜି
ବିଶାଖାପାଟନମ୍,୨୫।୩: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିବା ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟସମ୍ୟାନ ଆଶୁତୋଷ ଶର୍ମା ପୁଣି ଥରେ ଆଇପିଏଲରେ ନିଜର ଶକ୍ତି ଦେଖାଇଛନ୍ତି। ଆଶୁତୋଷ ଗତବର୍ଷ ଲକ୍ଷ୍ନୌ ବିପକ୍ଷରେ ସମାନ ଇନିଂସ ଖେଳିଥିଲେ। ଆଶୁତୋଷ ୩୧ ବଲ୍ରେ ୫ ଚୌକା…
ଦୁର୍ଘଟଣାରେ ଆହତଙ୍କୁ ସହାୟତା ପ୍ରଦାନ
ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଓଡ଼ିଶା ରାଜ୍ୟ ଶ୍ରମିକ ସମବାୟ ସଂସ୍ଥା ପକ୍ଷରୁ ଜଣେ ଆହତ ବ୍ୟକ୍ତିଙ୍କ ପରିବାରକୁ ୫ ହଜାର ଟଙ୍କା ସହାୟତା ରାଶି ସୋମବାର ପ୍ରଦାନ କରାଯାଇଛି। ଏହି ସମୟରେ ଜଗନ୍ନାଥପ୍ରସାଦ ବ୍ଲକ ପରିଚାଳକ ଦିଲ୍ଲୀପ କୁମାର ପଶ୍ଚାୟତ, କର୍ମକର୍ତ୍ତା ସୁଲୋଚନା…
କୋଇଲା ବୋଝେଇ ଟ୍ରେନ୍ରେ ନିଆଁ
ସୋର,୨୫।୩: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଛି। ଟ୍ରେନ୍ର ୪ଟି ବଗିରେ ହଠାତ୍ ନିଆଁ ଲାଗି ଯାଇଥିଲା। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି। ଧାମରାରୁ କୋଇଲା ବୋଝେଇ…
IPL 2025: ୫୦ ଲକ୍ଷ ଖେଳାଳିଙ୍କ ଆଗରେ ଫେଲ୍ ମାରିଲେ କୋଟି କୋଟି ଟଙ୍କାର ଖେଳାଳି
ନୂଆଦିଲ୍ଲୀ,୨୫।୩: IPL 2025ର ଚତୁର୍ଥ ମ୍ୟାଚ ରୋମାଞ୍ଚକରେ ପରିପୂର୍ଣ୍ଣ ଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ଗୋଟିଏ ସମୟରେ ଅସମ୍ଭବ ମନେ ହେଉଥିବା ଲକ୍ଷ୍ୟକୁ ତିନିଟି ବଲ ବାକି ଥାଇ ହାସଲ କରିନେଇଥିଲା। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ୨୦ ଓଭରରେ ୮…
ଧନୀ କିଏ ନା ଦରିଦ୍ର କିଏ
ବିଶ୍ୱର ସର୍ବଶ୍ରେଷ୍ଠ ଧନୀମାନଙ୍କର ତାଲିକା ସମୟ ସମୟରେ ଗଣମାଧ୍ୟମରେ ପ୍ରକାଶିତ ହେବା ଆମ ଆଖିରେ ପଡେ। ସେହିପରି ସବୁଠାରୁ ଧନୀ ଦେଶ ହିସାବରେ କୌଣସି ଭୂଖଣ୍ଡ ଆମ ଆଲୋଚନାର ପରିସରଭୁକ୍ତ ହୋଇଯାଏ। ଗାଅଁାରେ କୌଣସି ସ୍ଥାନରେ ଦୁଇ ଚାରିଜଣ ଏକାଠି ହେଲେ…
ବିଜେଡି ଉଠାଇଲା ପଛୁଆବର୍ଗଙ୍କ ସଂରକ୍ଷଣ ପ୍ରସଙ୍ଗ
ଭୁବନେଶ୍ୱର,୨୫ା୩:(ରବିନାରାୟଣ ଜେନା): ବଜେଟ ଅଧିବେଶନ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ହେଲେ କଂଗ୍ରେସ ସେଇ ଗୋଟିଏ ଜିଦ୍ରେ ଅଟଳ ରହିଛି। ମହିଳାଙ୍କ ସୁରକ୍ଷା ପାଇଁ ଗୃହ କମିଟି ଗଠନ କରିବା ଦାବି ନେଇ ସୋମବାର ପୁଣି ହଟ୍ଟଗୋଳ ଜାରି ରଖିଛି। ଅନ୍ୟପକ୍ଷରେ ପ୍ରମୁଖ…
Archives


