Home Left

୩ ଦିନରେ ୧.୨୦ ଲକ୍ଷ ଅଲିଭରିଡ୍‌ଲେଙ୍କ ଗଣ ଅଣ୍ଡାଦାନ

ବ୍ରହ୍ମପୁର,୨୫ା୩(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣ ସାମୁଦ୍ରିକ ବେଳାଭୂମିରେ ପୁଣି ଅଲିଭ ରିଡ୍‌ଲେ କଇଁଛଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ଆଜକୁ ୩ ଦିନ ହେଲା କଇଁଛମାନେ ଅଣ୍ଡାଦେବାରେ ଲାଗିଛନ୍ତି। ୩ ଦିନ ଭିତରେ ୧…

ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ 

କଟକ, ୨୫ା୩(ଶିଳ୍ପା ପ୍ରିୟଦର୍ଶିନୀ)- କଟକ ବାଦାମବାଡ଼ିସ୍ଥିତ ବିକାଶ ନଗର ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ମାଡ଼ ମାରିବା ସହ ଦୁର୍ବୃତ୍ତମାନେ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ମାଲଗୋଦାମର ମସଲା ବ୍ୟବସାୟୀ ନିରଞ୍ଜନ ଗୋଏଙ୍କା। ତାଙ୍କ…

ଆଜି ଭାରତ-ବାଂଲାଦେଶ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ

ଶିଲଂ,୨୫ା୩: ଆଜି ଭାରତୀୟ ଦଳ ୨୦୨୭ ଏଏଫ୍‌ସି ଏସିଆନ କପ୍‌ କ୍ୱାଲିଫାଇଂ ରାଉଣ୍ଡର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବାଂଲାଦେଶକୁ ଭେଟିବ। ଗତ ୧୯ ତାରିଖରେ ଭାରତୀୟ ଦଳ ୩-୦ ଗୋଲରେ ମାଳଡିଭ୍ସକୁ ହରାଇଥିଲା। ଏହା ମାନୋଲୋ ମାର୍କ୍ୟୁଜଙ୍କ ମାର୍ଗଦର୍ଶନରେ ଦଳର ପ୍ରଥମ…

ବଳାତ୍କାରରୁ ବର୍ତ୍ତିବା ପାଇଁ ଟ୍ରେନ୍‌ରୁ ଡେଇଁଲେ

ହାଇଦ୍ରାବାଦ, ୨୫ା୩: ହାଇଦ୍ରାବାଦରେ ଜଣେ ଯୁବତୀ (୨୩) ବଳାତ୍କାରରୁ ବର୍ତ୍ତିବା ପାଇଁ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଛନ୍ତି। ତାଙ୍କୁ ଆହତ ଅବସ୍ଥାରେ ହାଇଦ୍ରାବାଦର ରାହୋଗିରୋସ୍ଥିତ ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟ୍ରେନ୍‌ ମଧ୍ୟରେ ଜଣେ ଯୁବକ ତାଙ୍କୁ ବଳାତ୍କାର କରିବାକୁ…

ବର୍ଷା ପାଇଁ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି। ସୋମବାର ଗୋପାଳପୁରରେ ସର୍ବାଧିକ ୩୦.୮ ମି.ମି. ବର୍ଷା ହୋଇଥିବାବେଳେ କୋରାପୁଟରେ ୨୯, ରାୟଗଡ଼ାରେ ୨୮.୨ ମିମି ରେକର୍ଡ କରାଯାଇଛି। ସେହିଭଳି କେନ୍ଦୁଝର, କଟକ, ଭୁବନେଶ୍ୱର, ବଲାଙ୍ଗୀର ସହ…

ଏହି ଦିନ IPLରେ ପ୍ରଥମଥର ହେବ ୩୦୦ ରନ୍‌: ବଡ଼ ଭବିଷ୍ୟବାଣୀ କଲେ ଡେଲ ଷ୍ଟେନ

ନୂଆଦିଲ୍ଲୀ,୨୫।୩: ପୂର୍ବତନ ଦକ୍ଷିଣ ଆଫ୍ରିକା କ୍ରିକେଟର ଡେଲ ଷ୍ଟେନ ଏକ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ କରିଛନ୍ତି। ସେ ଆଇପିଏଲ ମ୍ୟାଚରେ ପ୍ରଥମ ଥର ପାଇଁ ୩୦୦ ରନ ସ୍କୋର କେବେ ପାର ହେବ ତାହା ତାରିଖ କହିଛନ୍ତି। IPL 2025ର ଦ୍ୱିତୀୟ ମ୍ୟାଚରେ…

୩୬ ଅଭିଯୋଗ ଶୁଣିଲେ ଜିଲାପାଳ

ରାଇକିଆ,୨୪ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ କାର୍ଯ୍ୟାଳୟ ଠାରେ ସୋମବାର ଜିଲାପାଳ ଅମ୍ରିତ ଋତୁରାଜ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ସମୁଦାୟ ୩୬ ଟି ଅଭିଯୋଗର ଶୁଣାଣି ହୋଇଥିଲା। ସେଥି ମଧ୍ୟରୁ ୧୯ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୁହିକ…

ଅଶ୍ଳୀଳ ନୃତ୍ୟ ବନ୍ଦ କରିବା ପାଇଁ ସହଯୋଗ ଲୋଡ଼ିଲା ପୋଲିସ

ଖଲ୍ଲିକୋଟ,୨୪ା୩(ପ୍ରଶାନ୍ତ କୁମାର ମିଶ୍ର): ଚଳିତ ବର୍ଷ ଦଣ୍ଡ ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ବନ୍ଦ କରିବା ପାଇଁ ଲୋକପ୍ରତିନିଧିଙ୍କ ସହଯୋଗ ଲୋଡ଼ିଛି ପୋସିଲ। ସୋମବାର ଏ ସମ୍ପର୍କରେ ଏକ ସଚେତନତା ବୈଠକ ସ୍ଥାନୀୟ ଥାନାରେ ଅନୁଷ୍ଠିତ ହୋଇଛି। ଆଇଆଇସି ରମେଶ ପ୍ରଧାନଙ୍କ…

ଖାଲି ପଡ଼ିଛି ୫୧ ପଦବୀ: ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ

ଭବାନୀପାଟଣା,୨୪ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାବାସୀଙ୍କ ଦୀର୍ଘଦିନର ଆନ୍ଦୋଳନ ପ ରାଜ୍ୟ ସରକାରଙ୍କ ପକ୍ଷରୁ ଭବାନୀପାଟଣା ସହର ଭଙ୍ଗାବାରୀଠାରେ ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଘୋଷଣା ହୋଇଥିଲା। ୨୦୨୩ ମସିହାରୁ ଏଠାରେ ପାଠପଢା ଆରମ୍ଭ ହୋଇଛି। ହେଲେ ମେଡିକାଲ କଲେଜରେ…

ମଣ୍ଡି ଖୋଲିବାକୁ ଜମି ଦାନ କଲେ ବଦାନ୍ୟ ଚାଷୀ

କୋକସରା,୨୪ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଝରିଆଗୁଡାଠାରେ ମଣ୍ଡି ଖୋଲିବା ପାଇଁ ଅଞ୍ଚଳର ଚାଷୀମାନେ ପ୍ରଶାସନ ନିକଟରେ ଦାବି କରିଆସୁଥିଲେ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗତବର୍ଷ ମଣ୍ଡି ଖୋଲିବାକୁ ଅନୁମତି ଦେଇଥିଲେ ମଧ୍ୟ ଜାଗା…

ମିଳିଲାନି ମୃତ ଯୁବକଙ୍କ ପରିଚୟ: ସ୍ବେଚ୍ଛାସେବୀ କଲେ ଶବଦାହ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଜୁନାନୀ ଜଙ୍ଗଳରୁ ଗତ ୧୦ତାରିଖ ଜଣେ ଅଜଣା ଯୁବକଙ୍କ ମୃତଦେହ ମିଳିଥିଲା। ଅତାବିରା ଥାନା ପୋଲିସ ମୃତଦେହ ଜବତ କରି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ…

ସରକାରୀ ଅର୍ଥ ଆତ୍ମସାତ: ସରପଞ୍ଚଙ୍କ ନାମରେ ମାମଲା 

କେସିଙ୍ଗା,୨୪।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକମାଲ ପଞ୍ଚାୟତ ଅଧୀନ ବୋରିଙ୍ଗ ପଦର ଗ୍ରାମର ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀର ସମ୍ପାଦିକା ତଥା କାର୍ଯ୍ୟକାରୀ ସରପଞ୍ଚ ତେଜସ୍ବିନୀ ମାଝୀଙ୍କ ନାମରେ ୬ଲକ୍ଷ ୮୮ ହଜାର ୨୦୦ ଟଙ୍କା ଠକେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri