Home Left

Canada Elections: ନୂଆ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ଏପ୍ରିଲରେ ହେବ ଭୋଟିଂ

ଓଟାଓ୍ବା,୨୪।୩: କାନାଡାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନି ସାଧାରଣ ନିର୍ବାଚନ ଘୋଷଣା କରିଛନ୍ତି। ଏବେ କାନାଡାରେ ୨୮ ଏପ୍ରିଲରେ ଭୋଟ ଗ୍ରହଣ କରାଯିବ। ଏହାର ଅର୍ଥ ହେଉଛି ଆଜିଠାରୁ ଠିକ ଗୋଟିଏ ମାସ ପରେ କାନାଡାରେ ଏକ ନୂତନ ସରକାର ନିର୍ବାଚିତ…

‘ସମାଜରେ ନାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭଞ୍ଜନଗର,୨୪ା୩(ବାବୁଲା ପ୍ରଧାନ): ଘୁମୁସର ଲେଖିକା ସଂସଦ ଜୁନ୍‌ ମାସରେ ତା’ର ବାର୍ଷିକ ଉତ୍ସବ ପାଳନ କରିବାକୁ ଯାଉଛି। ତେଣୁ ରବିବାର ସ୍ଥାନୀୟ ଶ୍ରୀ ସତ୍ୟସାଇ ବିଦ୍ୟାବିହାର ଠାରେ କନିଷ୍ଠ ବର୍ଗ ଏବଂ ବରିଷ୍ଠ ବର୍ଗ ବାଳିକାଙ୍କ ମଧ୍ୟରେ ନୃତ୍ୟ, ଗୀତ, ବକ୍ତୃତା,ଯୋଗାସନ…

ରେକର୍ଡ ଭାଙ୍ଗିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୪ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ା ରେସ ଓ୍ବାକର ପ୍ରିୟଙ୍କା ଗୋସ୍ବାମୀ ମହିଳା ୩୫ କିମି ଇଭେଣ୍ଟରେ ଜାତୀୟ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ଲୋଭାକିଆର ଡୁଡିନ୍ସଠାରେ ଚାଲିଥିବା ଡୁଡିନସ୍କା ୫୦ ପ୍ରତିଯୋଗିତାରେ ସେ ଦୌଡ଼କୁ ୨:୫୬:୩୪ ସେକେଣ୍ଡରେ ଶେଷ କରିଥିଲେ। ସେ ୧୧ତମ ସ୍ଥାନରେ…

ଚିତ୍ର ଆଙ୍କି ଚର୍ଚ୍ଚାରେ ତୁଳସୀ

ଗଞ୍ଜାମ,୨୪ା୩(ବିଦ୍ୟାଧର ସାହୁ): ବଣର ମଲ୍ଲୀ ବଣରେ ଫୁଟି ମଉଳି ଯିବା ଭଳି ଘଟଣା ଏବେ ପଦାକୁ ଆସିଛି l ଗଞ୍ଜାମ ଜିଲା କୋମଣ୍ଡ ପଞ୍ଚାୟତ ବଡ ରାମ ପଲି ଗ୍ରାମର ବିନାୟକ ରଥ ଏବଂ ମମିତା ରଥଙ୍କ ଏକ ମାତ୍ର କନ୍ୟା…

କିଏ ଛେଳି ଚରାଉଥିଲେ ତ କିଏ ମୁଗ ଉପାଡୁଥିଲେ, ପଛପଟୁ ଆସିଲା ବାର୍‌ହା, ଆଉ ତା’ ପରେ…

ଦିଗପହଣ୍ଡି,୨୪ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ସୋମବାର ସକାଳେ ବନ୍ୟଜନ୍ତୁ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି। ଆହତମାନେ ହେଲେ ପୁରୁଣା ଗୁମ୍ମା ଗ୍ରାମର ଅଭିମନ୍ୟୁ ମହାଙ୍କୁଡ଼(୭୦), ମୌଳାଭଞ୍ଜା ଗ୍ରାମର ବି. ଚକ୍ରପାଣି(୬୫)…

‘ଔରଙ୍ଗଜେବଙ୍କ ମସଜିଦ ଭାଙ୍ଗିଲେ କିଛି ମିଳିବ ନାହିଁ’, ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୩: ଔରଙ୍ଗଜେବଙ୍କ ସମାଧିକୁ ନେଇ ମହାରାଷ୍ଟ୍ରର ରାଜନୈତିକ ପରିବେଶ ଉଷ୍ମ ରହିଛି। ଗୋଟିଏ ଗୋଷ୍ଠୀ କବରକୁ ହଟାଇବା ପାଇଁ ଦାବି କରୁଛି। ଏହି ପ୍ରସଙ୍ଗକୁ ନେଇ ନାଗପୁରରେ ମଧ୍ୟ ହିଂସା ଦେଖାଦେଇଛି। ଏବେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ ଏକ ବଡ଼ ବୟାନ…

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ ଦେଲେ ସଫଳତା ମିଳେ

ସମ୍ବଲପୁରସ୍ଥିତ ଜାଶ୍‌ ହୋଣ୍ଡାର ନିର୍ଦ୍ଦେଶକ ସମଶେର୍‌ ସିଂ ହୁରା ଏକ ବ୍ୟବସାୟଭିତ୍ତିକ ପରିବାରରେ ଜନ୍ମ ନେଇଥିବାବେଳେ ତାଙ୍କର ଅଟୋମୋବାଇଲ ଶିଳ୍ପ ପ୍ରତି ଖୁବ୍‌ ରୁଚି ରହିଥିଲା। ସୁଯୋଗର ସଦୁପଯୋଗ କରି ସର୍ବଦା ଅର୍ଥପୂର୍ଣ୍ଣ ପ୍ରଭାବ ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ସମଶେର୍‌…

ବିରି ଖାଇଦେଲା ବୋଲି ଶୁଆକୁ ଫାଶୀ

ଭୁବନେଶ୍ୱର, ୨୪।୩ (ବନ୍ଦନା ସେଠୀ): ବନ୍ୟପ୍ରାଣୀଙ୍କୁ ଶିକାର କରି ରାନ୍ଧି ଖାଇବା, ପୋଷା ମନାଇ ରଖିବା ଓ ଅତ୍ୟାଚାର କରିବାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଛଡ଼ାଯାଉଛି। ଏହାକୁ ନେଇ ଅନେକ ସମୟରେ ବିବାଦ ସୃଷ୍ଟି ହେଉଥିବାବେଳେ ଏବେ ଆଉଏକ…

ଋଷିକୂଲ୍ୟା ମୁହାଣରେ ବିରଳ ପ୍ରଜାତିର କଇଁଛ, ଅଣ୍ଡା ଦେବାକୁ ଆସି…

ଗଞ୍ଜାମ,୨୪ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୁରୁଣା ବନ୍ଧ ଗ୍ରାମସ୍ଥିତ ଋଷୁକୂଲ୍ୟା ବେଳାଭୂମିରେ ଏକ ବିରଳ ପ୍ରଜାତିର କଇଁଛ ଅଣ୍ଡାଦାନ କରିବାକୁ ଆସିଥିବା ଚର୍ଚ୍ଚା ଜୋର ଧରିଛି l ଉକ୍ତ ଲାଲ ରଙ୍ଗର କଇଁଛ ୧୦୦ରୁ ଊର୍ଦ୍ଧ୍ୱ ଅଣ୍ଡା…

ନାଗପୁର ହିଂସାର ମୁଖ୍ୟ ଅଭିଯୁକ୍ତଙ୍କ ଘର ଉପରେ ଚାଲିଲା ବୁଲଡୋଜର

ନାଗପୁର,୨୪।୩: ନାଗପୁର ହିଂସାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଥିବା ଫହୀମ ଖାନଙ୍କ ଘର ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଏବଂ ପ୍ରଶାସନର ଉପସ୍ଥିତିରେ ଫହିମ ଖାନଙ୍କ ବେଆଇନ ନିର୍ମାଣ ଉପରେ ବୁଲଡୋଜର ଚଲାଯାଉଛି। ଘରଟି ଫହିମଙ୍କ ସ୍ତ୍ରୀଙ୍କ ନାମରେ ପଞ୍ଜିକୃତ।…

ଘରୁ ଯାଇ ଆଉ ଫେରି ନ ଥିଲେ ନାବାଳିକା, ଜଙ୍ଗଲରୁ ମିଳିଲା କ୍ଷତବିକ୍ଷତ ମୃତଦେହ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଞ୍ଚଳରୁ ଗତ ୨୦ ତାରିଖରୁ ନିଖୋଜ ହୋଇଥିବା ନାବାଳିକା (୧୭ବର୍ଷ)ଙ୍କ ମୃତଦେହ ରବିବାର ବୁର୍ଲା ଥାନା ଅଶୋକ ନିବାସ ନିକଟ ଏକ ଜଙ୍ଗଲରୁ ପୋଲିସ ଜବତ କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ମୁଣ୍ଡରେ ଆଘାତ ଦେଇ…

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲାଣି ଟୋଲ ପ୍ଲାଜା ନିକଟରେ ଏକ ଲୁହା ପଥର ବୋଝେଇ ଟ୍ରକ୍‌ ପଛପଟରେ ଆଉ ଏକ ଟ୍ରକ୍‌ ପିଟି ହେବାରୁ ଟ୍ରକ୍‌ରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କୋଇଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri