ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…
ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ ସଫଳତା, ବଡ଼ କିମ୍ବା ଛୋଟ ହେଉ ତାହା ତାଙ୍କର ସବୁଠାରୁ ବଡ଼ ଆନନ୍ଦ…
ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ
କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି ସଞ୍ଜୟ କୁମାର ମିଶ୍ରଙ୍କ ଜଣକିଆ ଖଣ୍ଡପୀଠ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି। ଏଥିସହ…
ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…
ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ ଥରର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପଟେନ ଅଛନ୍ତି। ହାର୍ଦ୍ଦିକ ବର୍ଷ ୨୦୨୪ରେ ଦ୍ୱିତୀୟ…
କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…
ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ ସ୍ଥାନୀୟ ପାଷ୍ଟର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗର୍ଭବତୀ ମହିଳା ଜଣକ ଅସୁସ୍ଥ…
୨ ମିନିଟ୍ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ
ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ ୧୨ରେ ହେବାକୁ ଥିବା ସୂର୍ଯ୍ୟପରାଗ (Total Solar Eclipse) ପାଇଁ ୟୁରୋପରେ ଅନେକ…
ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….
ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି । ତେବେ ବୁଧବାର ଭୋରରୁ ପାଇପରେ ଦୂଷିତ ଗୋଳିଆ…
ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ
ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା। ଝଡ଼ବର୍ଷା ଯୋଗୁ ଗ୍ରାମର ଘରଦ୍ୱାର, ବୁଣାକାରଙ୍କ ମଙ୍ଗାଶାଳ ଭାଙ୍ଗି ଯାଇଥିଲା। ସେହିପରି ଗ୍ରାମରେ…
Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…
ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି। ଯେଉଁଠି ଏହି ପରାଗ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ସାବ୍ୟସ୍ତ ହେବ,…
ବି.ଏଡ୍, ଏମ୍.ଏଡ୍., ବିଏଚ୍.ଏଡ୍. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ
ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍, ଏମ୍.ଏଡ୍., ବିଏଚ୍.ଏଡ୍. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର ଚଏସ୍ ଲକିଙ୍ଗ୍ କରିଥିବାବେଳେ ପ୍ରଥମ ମେଧାତାଲିକାରେ ୨୮୨୫ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ…
ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର
ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଏହାର ଶୁଭାରମ୍ଭ କରିଥିଲେ l ଏନଏସି…
ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…
ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ ହୋଇଛନ୍ତି। ସେ ହେଲେ ଧବଳେଶ୍ବର ନାହାକ(୧୬)। ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରୀବିହାରସ୍ଥିତ ପଣ୍ଡାପାର୍କ ବସ୍ତିରେ…
ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!
୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି ଏକ ହରିୟାଲୀ ଅମାବାସ୍ୟା ମଧ୍ୟ ଅଟେ। ଏହା ସହିତ ଏହା ଏକ ଦର୍ଶ…

