ଏଲ୍ଆଇସିର ତ୍ରୈମାସିକ ଫଳାଫଳ
ମୁମ୍ବାଇ,୧୧।୨: ଲାଇଫ ଇନସ୍ୟୁରାନ୍ସ କର୍ପୋରେଶନ ଅଫ ଇଣ୍ଡିଆ ବା ଏଲଆଇସିର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଏଲଆଇସିର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏପରିକି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳକୁ…
ଅମ୍ବଲାରେ ରାଜଶ୍ରୀର ଏକ୍ସକ୍ଲୁସିଭ ଆଉଟଲେଟ୍
ନୂଆଦିଲ୍ଲୀ,୧୧।୨: ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡର ସହାୟକ ସଂସ୍ଥା ତଥା ଗାର୍ମେଣ୍ଟସ ବ୍ରାଣ୍ଡ୍ ‘ରାଜଶ୍ରୀ’ର ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ ପଞ୍ଜାବର ଅମ୍ବଲା ସହରସ୍ଥିତ ପୂଜା କମ୍ପ୍ଲେକ୍ସରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ବ୍ୟବସାୟୀ ସଞ୍ଜୀବ ଜୁନେଜାଙ୍କ ସମେତ ଗୀତିକାର ଯଶବୀର…
ନାଲ୍କୋର ସର୍ବକାଳୀନ ଆୟ ରେକର୍ଡ
ଭୁବନେଶ୍ୱର,୧୧।୨ (ଅଭୟ ଦାଶ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲ୍କୋର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନାଲକୋର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଏପରିକି ଚଳିତ…
କୌଶଳ ଦେଖାଉଛି ରୋବୋଟିକ୍ ଡଗ୍
ବେଜିଂ: ଗତ କିଛିବର୍ଷ ଧରି ବିଶ୍ବର ବିଭିନ୍ନ ଦେଶ ପକ୍ଷରୁ ବିଶେଷ ପ୍ରକାରର ରୋବୋଟିକ୍ ଡଗ୍ ପ୍ରସ୍ତୁତ କରାଯାଉଛି। ଏହି ରାବୋଟିକ୍ ଡଗ୍ଗୁଡ଼ିକ ଅନେକ କ୍ଷେତ୍ରରେ ସୈନ୍ୟବାହିନୀକୁ ସାହାଯ୍ୟ କରିଥାଏ। ଭାରତୀୟ ସେନା ମଧ୍ୟ ‘ମୁଲ’ ନାମକ ଏକ ରୋବୋଟିକ୍ ଡଗ୍କୁ ସେନାରେ…
ସରକାରଙ୍କ ବଡ଼ ପଦକ୍ଷେପ: ୭୦ ଜନସଂଖ୍ୟା ଥିବା ଗାଁରେ ଗୋଟିଏ ନଳକୂପ
ଭୁବନେଶ୍ୱର,୧୧ା୨(ବନ୍ଦନା ସେଠୀ): ଖରାଦିନ ପୂର୍ବରୁ ଗ୍ରାମାଞ୍ଚଳରେ ପାନୀୟ ଜଳଯୋଗଣକୁ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ୭୦ଜନସଂଖ୍ୟା ଥିବା ଗାଁରେ ଗୋଟିଏ ଲେଖାଏ ଓ ୭୦ରୁ ଅଧିକ ଜନସଂଖ୍ୟାବିଶିଷ୍ଟ ଗ୍ରାମରେ ଦୁଇଟି ନଳକୂପ…
ଭାରତ ପାଇଁ ଚିନ୍ତାଜନକ
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୧ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିଜ ଦେଶକୁ ଆମଦାନୀ ହେବାକୁ ଥିବା ଷ୍ଟିଲ୍ ଓ ଆଲୁମିନିୟମ୍ ଉପରେ ୨୫% ଟାରିଫ୍ ଲଗାଇବାକୁ ଧମକ ଦେଇଛନ୍ତି। ସେ ଖୁବ୍ଶୀଘ୍ର ଏନେଇ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ଟ୍ରମ୍ପ୍ ପ୍ରଶାସନ ତାଙ୍କର ଏହି ସମ୍ଭାବ୍ୟ…
ସ୍ବର୍ଣ୍ଣମନ୍ଦିରରେ ଭିକି, ରଶ୍ମିକା
ଅମୃତସର: ବଲିଉଡ୍ ଅଭିନେତା ଭିକି କୌଶଲ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ଛାବା’ ଫେବୃଆରୀ ୧୪ରେ ମୁକ୍ତିଲାଭ କରିବ। ଏହା ପୂର୍ବରୁ ୨ କଳାକାର ସୋମବାର ଫିଲ୍ମର ପ୍ରମୋଶନ ପାଇଁ ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣମନ୍ଦିର ଦର୍ଶନ କରି ଆଶୀର୍ବାଦ…
‘ଗଲ୍ଫ ଅଫ୍ ମେକ୍ସିକୋ’ ଏବେ ‘ଗଲ୍ଫ ଅଫ୍ ଆମେରିକା’: ଟ୍ରମ୍ପ୍
ଓ୍ବାଶିଂଟନ୍,୧୧ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ‘ଗଲ୍ଫ ଅଫ୍ ମେକ୍ସିକୋ’ର ନାମ ପରିବର୍ତ୍ତନ କରି ଏହାକୁ ‘ଗଲ୍ଫ ଅଫ୍ ଆମେରିକା’ ରଖିଛନ୍ତି। ଟ୍ରମ୍ପ୍ ରବିବାର ଏ ସଂକ୍ରାନ୍ତରେ ଏକ ଏକ୍ଜିକ୍ୟୁଟିଭ୍ ଅର୍ଡରରେ ସ୍ବାକ୍ଷର କରି କହିଛନ୍ତି, ଏହି ନାମକରଣ ଦ୍ୱାରା ଇତିହାସରେ…
ଏଆଇ ଆକ୍ସନ ସମିଟ୍: ଫ୍ରାନ୍ସ ଗସ୍ତରେ ମୋଦି
ପ୍ୟାରିସ୍/ନୂଆଦିଲ୍ଲୀ୍,୧୧ା୨: ୪ ଦିନିଆ ବିଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଫ୍ରାନ୍ସରେ ପହଞ୍ଚତ୍ଛନ୍ତି। ତାଙ୍କୁ ପ୍ୟାରିସ୍ରେ ଭାରତୀୟ ବଂଶୋଦ୍ଭବମାନେ ସ୍ବାଗତ କରିଛନ୍ତି। ଏଆଇ ଆକ୍ସନ ସମିଟ୍ରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍ରଁଙ୍କ ସହ ମୋଦି ସହଅଧ୍ୟକ୍ଷତା କରିବେ। ଉକ୍ତ…
ନିଶା କାରବାରରୁ ବଢ଼ି ଚାଲିଛି ଅପରାଧ
ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି। ଜିଲାର ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ଯାଏ ଗଳିକନ୍ଦିରେ ଅବାଧରେ ଏହି କାରବାର ଚାଲିଛି। କଫ୍ ସିରପ୍, ଦେଶୀ ଓ ବିଦେଶୀ ମଦ, ରନ୍ଧାମଦ ଭଳି ନିଶା କାରବାର ଯୋଗୁ…
ମହାକୁମ୍ଭରେ ଅସମ୍ଭାଳ ଭିଡ଼
ପ୍ରୟାଗରାଜ,୧୧ା୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଅଭୂତପୂର୍ବ ଭିଡ଼ ହୋଇଛି। ଅସମ୍ଭାଳ ଜନ ସମାଗମ ଯୋଗୁ ପ୍ରୟାଗରାଜକୁ ସଂଲଗ୍ନ କରୁଥିବା ରାଜପଥଗୁଡ଼ିକରେ ଟ୍ରାଫିକ୍ ଜାମ୍ ହୋଇଯାଇଛି। ରାସ୍ତା ଉପରେ ଯାନବାହନଗୁଡ଼ିକ ଫସିରହିଥିବାରୁ ଶ୍ରଦ୍ଧାଳୁମାନେ ନାହିଁ ନ ଥିବା ଅସୁବିଧାର…
‘ଶୀଘ୍ର ଜନଗଣନା କରାଅ’: ସୋନିଆ
ନୂଆଦିଲ୍ଲୀ, ୧୦।୨: ଯେତେ ଶୀଘ୍ର ସମ୍ଭବ ଜନଗଣନା କରାଇବାକୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧି ସୋମବାର କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି। ଦେଶରେ ଜନଗଣନା ହେବାରେ ବିଳମ୍ବ ଘଟୁଥିବାରୁ ୧୪ କୋଟି ଲୋକ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ଉପଲବ୍ଧ ଲାଭରୁ…
Archives


