ପୁରାତନ ଦୃଷ୍ଟିକୋଣ ବଦଳୁ
ନିକଟରେ ମହାକାଶରୁ ସକୁଶଳ ଫେରିଆସିଥିବା ସୁନୀତା ୱିଲିୟମ୍ସଙ୍କ ଚର୍ଚ୍ଚା ସବୁଠି, ଯଦିଓ ତାଙ୍କ ସହିତ ବୁଚ୍ ୱିଲ୍ମୋର ଓ ଅନ୍ୟ ଦୁଇଜଣ ସହଯାତ୍ରୀ ଥିଲେ। ନାନା ସଂଶୟ ଭିତରେ ଭାରତୀୟ ବଂଶୋଦ୍ଭବ ସୁନୀତାଙ୍କ ପ୍ରତ୍ୟାବର୍ତ୍ତନ ପୃଥିବୀବାସୀଙ୍କୁ ଆଶ୍ୱସ୍ତ କରିବା ସହିତ ଭାରତକୁ…
ତଥ୍ୟ ଠିକ୍, ବିଶ୍ଳେଷଣ ଭୁଲ୍
ଦିନେ ଜଣେ ବନ୍ଧୁ ମୋ ପାଖକୁ ଏକ ଭିଡିଓ ପଠାଇଥିଲେ। ଭିଡିଓରେ ଜଣେ ରାଜନେତା ହିସାବ ଦେଉଛନ୍ତି ଯେ ଉପା ସରକାର ଅମଳରେ ଓଡ଼ିଶାକୁ କେତେ ଅର୍ଥ କେନ୍ଦ୍ର ଦେଇଥିଲା ଓ ତାହାଠାରୁ ବର୍ତ୍ତମାନ ଭାଜପା ସରକାର ଅମଳରେ କେତେ ଅଧିକ…
କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର
ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ…
କଇଁଚଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ
ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯ ଓ ଦ୍ୱିତୀୟ ଦିନରେ ୩୯ ହଜାର ୫୨୧ ମା’ କଇଁଚ ଅଣ୍ଡାଦାନ କରିଛନ୍ତି। ସେହିପରି…
ଆମେରିକାର ପୂର୍ବତନ ଆଟର୍ନିଙ୍କ ସନ୍ଦେହଜନକ ମୃତ୍ୟୁ
ଓ୍ବାଶିଂଟନ,୨୩ା୩: ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍ ଗତ ଜାନୁଆରୀରେ କ୍ଷମତାକୁ ଆସିବା ପରେ ଆଟର୍ନି ପଦ ଛାଡ଼ିଥିବା ଜେସିକା ଆବେରଙ୍କ ମୃତଦେହ ତାଙ୍କ ଭିର୍ଜିନିଆସ୍ଥିତ ବାସଭବନରୁ ମିଳିଛି। ଏହି ୪୩ ବର୍ଷୀୟ ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ…
ଚାଇନାର ଏହି ୫ ସାମଗ୍ରୀ ଉପରେ ଶୁଳ୍କ ଲଗାଇଲା ଭାରତ
ନୂଆଦିଲ୍ଲୀ,୨୩ା୩: ସ୍ଥାନୀୟ ଶିଳ୍ପସଂସ୍ଥାଗୁଡ଼ିକର ସୁରକ୍ଷା ପାଇଁ ଭାରତ ସରକାର ଚାଇନାରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀ ଉପରେ ଆଣ୍ଟି-ଡମ୍ପିଙ୍ଗ୍ ଶୁଳ୍କ ଲଗାଇଛନ୍ତି। ଶୁଳ୍କ ଲାଗୁ କରାଯାଇଥିବା ସାମଗ୍ରୀଗୁଡ଼ିକ ହେଲା ସଫ୍ଟ ଫେରାଇଟ୍ କୋର୍, ଭାକ୍ୟୁମ ଇନ୍ସୁଲେଟେଡ୍ ଫ୍ଲାସ୍କ, ଆଲୁମିନିୟମ୍ ଫଏଲ୍, ଟ୍ରାଇକ୍ଲୋରୋ…
ପିକଅପ୍ ଭ୍ୟାନ୍ ଧକ୍କା: ଚାଳିଗଲା ସ୍କୁଟି ଚାଳକଙ୍କ ଜୀବନ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବାନ୍ଦୁଟିକ୍ରା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତବେଗରେ ଯାଉଥିବା ଏକ ପିକଅପ୍ ଭ୍ୟାନ ଧକ୍କା ଦେବା ଯୋଗୁଁ ଘଟଣାସ୍ଥଳରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି…
ସମାଲୋଚନା କଲେ ଓ୍ବାର୍ନର: ଜବାବ ରଖିଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୩ା୩: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ ଓ୍ବାର୍ନର ଶନିବାର ଏୟାର ଇଣ୍ଡିଆକୁ ସୋସିଆଲ ମିଡିଆ ଜରିଆରେ ସମାଲୋଚନା କରିଛନ୍ତି। ପାଇଲଟ ନ ଥିବା ବିମାନରେ ଆମକୁ ବସାଇ ଦିଆଯାଇଥିଲା। ଘଣ୍ଟା ଘଣ୍ଟା ଧରି ଆମେ ବିମାନରେ ଅପେକ୍ଷା କରି ରହିଥିଲୁ। ବିମାନ…
ଜଙ୍ଗଲରେ ପଡ଼ିଥିବା ଖୁଣ୍ଟିକୁ ନେଇ ରାଜନୀତି: ଆନ୍ଧ୍ର ତହସିଲଦାରଙ୍କ ନିକଟରେ ସୁରକ୍ଷା ଦାବି କଲେ ଗ୍ରାମବାସୀ
ପଟ୍ଟାଙ୍ଗି,୨୩ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀରେ ଥିବା କୋଟିଆ ପଞ୍ଚାୟତ ଉପରସେମ୍ବି ଗ୍ରାମ ନିକଟ ଜଙ୍ଗଲରେ ପଡ଼ିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ଆନ୍ଧ୍ରର ରାଜନୈତିକ ଦଳ ରାଜନୀତି କରୁଥିବା ବେଳେ ଓଡ଼ିଶା ସୀମାନ୍ତବାସୀ ସ୍ଥାନୀୟ ପ୍ରଶାସନ…
OAS ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୩।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ତିନିଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସୁଶାନ୍ତ କୁମାର ମିଶ୍ରଙ୍କୁ ରାଜ୍ୟ…
ବର୍ଷା ପରେ ବେଙ୍ଗାଲୁରୁ ରାସ୍ତାରେ ରହସ୍ୟମୟ ଧଳା ଫେଣର ଚାଦର: ଭିଡିଓ ଭାଇରାଲ୍
ବେଙ୍ଗାଲୁରୁ,୨୩।୩: ସପ୍ତାହ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ପରେ ଶେଷରେ ବର୍ଷା ବେଙ୍ଗାଲୁରୁ ବାସିନ୍ଦାଙ୍କ ପାଇଁ ଟିକିଏ ଆଶ୍ୱସ୍ତି ଆଣିଛି। ପ୍ରବଳ ପବନ ଏବଂ ବର୍ଷା ଅନେକ ଅଞ୍ଚଳରେ ପ୍ରବାହିତ ହୋଇ ବାୟୁମଣ୍ଡଳକୁ ଥଣ୍ଡା କରି ଦେଇଛି। ଏହାରି ମଧ୍ୟରେ ଏକ…
ଜଙ୍ଗଲରୁ ମଣିଷ କଙ୍କାଳ ଠାବ ମାମଲା: ମୃତକ ନାବାଳିକା ବୋଲି ଚିହ୍ନଟ
ସୋରଡ଼ା,୨୩ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହେବା ଘଟଣାର ଛାନଭିନ ଜାରି ରଖିଛି ପୋଲିସ। ତଦନ୍ତ ପରେ ପୋଲିସ ମୃତକଙ୍କ ପରିଚୟ ପାଇଛି। ସେ ଜଣେ ନାବାଳିକା। ଖବର ପ୍ରକାଶ…
Archives


