ସ୍ମରଣ ଶକ୍ତି ବଢାଇବେ କିପରି…
ସୁସ୍ଥ ରହିବା ପାଇଁ ପ୍ରୋଟିନ୍ ଯୁକ୍ତ ଖାଦ୍ୟ ଖାଇବା ଜରୁରୀ। ଏହି ଖାଦ୍ୟ ବ୍ୟକ୍ତିଙ୍କୁ ନୀରୋଗ ରଖିବା ସହ ଉଭୟ ମାନସିକ ଓ ଶାରୀରିକ ସ୍ତରରେ ଦୃଢ କରିଥାଏ। ହେଲେ ଏମିତି ବି କିଛି ଖାଦ୍ୟ ରହିଛି, ଯେଉଁ ଖାଦ୍ୟକୁ ଖାଇଲେ…
୬ ମଦ ଦୋକାନରୁ ଚୋରି: କାର୍ ସମେତ ୧ ଲକ୍ଷ ୭୫ ହଜାର ଟଙ୍କା ଜବତ, ୫ ଗିରଫ
ଭଞ୍ଜନଗର,୨୩ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ୬ଟି ବିଦେଶୀ ମଦ ଦୋକାନରୁ ଇତି ମଧ୍ୟରେ ଚୋରି ହୋଇଥିଲା। ଦୁର୍ବୃତ୍ତମାନେ ଜିଲାର ରମ୍ଭା, ଛତ୍ରପୁର, ବେଗୁନିଆପଡ଼ା, ଗଞ୍ଜାମ, ଭଞ୍ଜନଗର ଥାନା ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ମଦ ଦୋକାନରୁ ଚୋରି କରି ଚାଲିଥିଲେ। ପୋଲିସ…
ଆଗକୁ ମା’ କାଳୀଙ୍କ ଦଣ୍ଡଯାତ୍ରା, ଗଞ୍ଜାମ ସହର ଚଳଚଞ୍ଚଳ
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ ): ଆସନ୍ତା ୨୫ରୁ ଆରମ୍ଭ ହେବ ଗଞ୍ଜାମ ଜିଲା ପ୍ରସିଦ୍ଧ ମା କାଳୀଙ୍କ ଦଣ୍ଡଯାତ୍ରା l ଏଥିପାଇଁ ଗଞ୍ଜାମ ସହର ସମେତ ଆଖପାଖ ଅଞ୍ଚଳ ଚଳଚଞ୍ଚଳ ହୋଇ ଉଠିଛି। କିଛି ସ୍ଥାନରେ ତେର ଦିନିଆ ଆଉ କିଛି ସ୍ଥାନରେ…
ଦରମାରେ ଗ୍ରାମଦେବୀଙ୍କ ପାଖେ ମାର୍ଜନା ହୋଇଥିଲା
କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ଗ୍ରାମପଞ୍ଚାୟତର ତୁଳସୀପୁର ଗ୍ରାମରେ ଥିବା ଏକ ସାଧାରଣ କୃଷକ ପରିବାରରେ ମୋ ଜନ୍ମ। ପିଲାଟିବେଳୁ ପାଠପଢ଼ାରେ ଖୁବ୍ ଭଲ ଥିଲି। ପରିବାରର ଦୁର୍ବଳ ଆର୍ଥିକାବସ୍ଥା ପାଇଁ ମୋ ପଢ଼ାଖର୍ଚ୍ଚ ଉଠାଇବାକୁ କ୍ରମେ ପିଲାଙ୍କୁ ଟିଉସନ…
ମୁସଲିମ ଦେଶ ବାଂଲାଦେଶରେ ଦେହ ବେପାର ଉପରେ ନାହିଁ କୌଣସି ପ୍ରତିବନ୍ଧକ, ପ୍ରାୟ ୨ଲକ୍ଷ ମହିଳା କରୁଛନ୍ତି…
ଢାକା,୨୩।୩: ଦେହ ବେପାରକୁ ବିଶ୍ୱର ସବୁଠାରୁ ପୁରୁଣା ବୃତ୍ତି ବୋଲି କୁହାଯାଏ। ଏପରି ଏକ ବୃତ୍ତି ଯାହା କେବେ ଶେଷ ହୋଇପାରିବ ନାହିଁ। ଟଙ୍କା ପାଇଁ ଶାରୀରିକ ସମ୍ପର୍କ ରଖିବାର ବ୍ୟବସାୟକୁ ଦେହ ବେପାର କୁହାଯାଏ। ଦେହ ବେପାରକୁ ଏକ ଅନୈତିକ…
ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୩ ଜିଲାରେ ବଢୁଛି ବାଲି ଚୋରା ଚାଲାଣ ମାମଲା, ୨୭ ଜିଲାରେ ନାହିଁ
ଭୁବନେଶ୍ୱର,୨୩।୩: ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ ସମୟରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ହେଲେ କାଗଜପତ୍ରରେ ଏସବୁ ଦେଖିବାକୁ ମିଳୁନାହିଁ। କେଉଁଠି…
IPL ଆରମ୍ଭରୁ ବଦଳିଗଲା ଏହି ଟିମ୍, ହଠାତ କରାଗଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୨୩।୩: ଆଇପିଏଲ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇଛି। ସିଜିନରେ ଏପର୍ଯ୍ୟନ୍ତ କେବଳ ଗୋଟିଏ ମ୍ୟାଚ ଖେଳାଯାଇଥିବା ବେଳେ ଗୋଟିଏ ଦଳ ଏହାର ସ୍କ୍ବାର୍ଡରେ ପରିବର୍ତ୍ତନ କରିଛି। ଲକ୍ଷ୍ନୌ ସୁପରଜାଏଣ୍ଟସର ଜଣେ ଷ୍ଟାର ଦ୍ରୁତ ବୋଲର ଆଘାତ ଯୋଗୁ ଏହି ସିଜିନରୁ…
ଏହି ଦିନ ଭୁଲରେ କାନ୍ଦିବେନି, ଥରେ କାନ୍ଦିଲେ ସବୁଦିନ କାନ୍ଦିବାକୁ ପଡ଼ିବ
ଘରର ସୁଖଶାନ୍ତି ଓ ସମୃଦ୍ଧି ପାଇଁ ବାସ୍ତୁ ନିୟମ ମାନିବା ସହ କିଛିଟା ଛୋଟମୋଟ ଭୁଲ୍କୁ ସୁଧାରିପାରିଲେ ଜୀବନ ସରସ, ସୁନ୍ଦର ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ଯେମିତିକି: * ଶୁକ୍ରବାର ଏବଂ ପୂର୍ଣ୍ଣିମା ଦିନ କେବେ ବି କାନ୍ଦିବେ ନାହିଁ।…
ଦଣ୍ଡନାଚରେ ଅଶ୍ଲୀଳ ନୃତ୍ୟ ହେବନାହିଁ ପରିବେଷଣ : ଆଇନ ଶୃଙ୍ଖଳା ଭଙ୍ଗ କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଆସନ୍ତା ଏପ୍ରିଲ ପହିଲାରୁ ୧୩ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡନାଚ ପରିବେଷଣ ହେବ। ଏହିଭଳି ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ବିଭିନ୍ନ ସ୍ଥାନରେ ଦଣ୍ଡନାଚ ହେବ। ତେଣୁ ରବିବାର ଭଞ୍ଜନଗର ଥାନାରେ ଆମ ପୋଲିସ ସମିତିର ଏକ…
ଜରୁରୀକାଳୀନ ପରିସ୍ଥିତି ପାଇଁ କେମିତି ଜମା କରିବେ ଟଙ୍କା, ସରଳ ଉପାୟରେ ଜାଣନ୍ତୁ
କୌଣସି ଜରୁରୀକାଳୀନ ପରିସ୍ଥିତି ସୂଚନା ଦେଇ ଆସେନାହିଁ। ଭବିଷ୍ୟତରେ ଆମକୁ ଯେକୌଣସି ପ୍ରକାରର ଜରୁରୀକାଳୀନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିପାରେ। ଏପରି ପରିସ୍ଥିତିରେ, ଆମକୁ ଜରୁରୀକାଳୀନ ପରିସ୍ଥିତି ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ପଡିବ। ଜରୁରୀକାଳୀନ ପରିସ୍ଥିତିରେ ଟଙ୍କାର ଅଭାବକୁ ଏଡାଇବା…
କାଳବୈଶାଖୀ କ୍ଷୟକ୍ଷତି ସମୀକ୍ଷା: ମନ୍ତ୍ରୀ କହିଲେ ଆଜି ମିିଳିବ ଟଙ୍କା, ଜାଣନ୍ତୁ କାହାକୁ କେମିତି ମିଳିବ…
ବାରିପଦା,୨୩ା୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ।…
ଦୀର୍ଘ ୧୪ଘଣ୍ଟା ପରେ ଅପହୃତ ବ୍ୟବସାୟୀ ଉଦ୍ଧାର, କହିଲେ ଖସି ଆସି…
ଜୟପୁର,୨୩।୩: ଦୀର୍ଘ ୧୪ଘଣ୍ଟା ପରେ ଅପହୃତ ବ୍ୟବସାୟୀ ଉଦ୍ଧାର। କୋରାପୁଟ ଜିଲା ବିସିଂପୂର ଥାନା ଅନ୍ତର୍ଗତ କିରମଗୁଡ଼ା ଗାର ଦୁର୍ଗମ ପାହାଡ଼ିଆ ଇଲକାର ଏକ ଘରେ ନେଇ ତାଙ୍କୁ ରଖା ଯାଇଥିଲା। ଅପହୃତ ବ୍ୟବସାୟୀ ଏ.କ୍ରିଷ୍ଣା ରାଓଙ୍କ ସୂଚନା ଅନୁସାରେ ଷନିବାର…
Archives


