Home Left

ଅଶ୍ୱିନଙ୍କ ନାଁରେ ହେବ ରାସ୍ତା: ମିଳିଲା ଗ୍ରୀନ୍‌ ସିଗ୍‌ନାଲ୍‌

ଚେନ୍ନାଇ,୨୨ା୩: ଭାରତର କିମ୍ବଦନ୍ତୀ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଗ୍ରେଟର ଚେନ୍ନାଇ କର୍ପୋରେଶନ (ଜିସିସି) ଦ୍ୱାରା ସମ୍ମାନିତ କରାଯିବ। ଜିସିସି ସର୍ବସମ୍ମତି କ୍ରମେ ଓ୍ବେଷ୍ଟ ମାମ୍ବାଲାମସ୍ଥିତ ରାମାକ୍ରୀଷ୍ଣପୁରମ୍‌ ପ୍ରଥମ ଷ୍ଟ୍ରିଟର ନାମକୁ ଅଶ୍ୱିନଙ୍କ ନାମରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି, ଯେଉଁଠାରେ…

ଶିଶୁକୁ ଦେଇଥିଲେ ଯୌନ ନିର୍ଯାତନା, କୋର୍ଟ ଶୁଣାଇଲେ ବଡ଼ ରାୟ

ଛତ୍ରପୁର,୨୨ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ସୋରଡ଼ା ଥାନା ଅଞ୍ଚଳରେ ଘଟିଥିବା ଶିଶୁ ଯୌନ ନିର୍ଯାତନା ମାମଲାରେ କୋର୍ଟ ଦ୍ୱାରା ସମ୍ପୃକ୍ତ ଦୋଷୀ ସାବ୍ୟସ୍ତ ହେବା ସହ ଦଣ୍ଡିତ ହୋଇଛନ୍ତି। ଏନେଇ ସଫଳତା ମିଳିଥିବା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଗଣମାଧ୍ୟମକୁ…

ଆଇପିଏଲ୍‌ ଉଦ୍‌ଘାଟନୀର ମୁଖ୍ୟ ଆକର୍ଷଣ ଦୀଶା-ଶ୍ରେୟା

କୋଲକାତା,୨୨/୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ (ଆଇପିଏଲ୍‌)ର ୧୮ତମ ସଂସ୍କରଣ ଏକ ବଡ଼ ଉଦ୍‌ଘାଟନୀ ଉତ୍ସବ ସହିତ ଆଜି ଆରମ୍ଭ ହେବାକୁ ଯାଉଛି। ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ଉଦ୍‌ଘାଟନୀ ଉତ୍ସବ ୩୫ ମିନିଟ ଧରି ଚାଲିବ। ଏ ସମ୍ପର୍କରେ କ୍ରିକେଟ ଆସୋସିଏଶନ…

ପାଟଧରା ଜଙ୍ଗଲରେ ମାଓବାଦୀ କ୍ୟାମ୍ପ୍‌ ଠାବ

ନୂଆପଡ଼ା,୨୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ଅଧୀନ ଛତାପାଣି ଗାଁ ନିକଟ ପାଟଧରା ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ମାଓବାଦୀ କ୍ୟାମ୍ପ୍‌ ଠାବ ହୋଇଛି। ସୂଚନା ଅନୁସାରେ ପାଟଧରା ଜଙ୍ଗଲରେ ମାଓବାଦୀମାନେ ଏକାଠି ହୋଇଥିବା ନେଇ ନୂଆପଡ଼ା ପୋଲିସକୁ…

ମସ୍କଙ୍କ ଝିଅ କଲେ ସାଂଘାତିକ ଖୁଲାସା, ମୋ ଭାଇଭଉଣୀଙ୍କ ବିଷୟରେ ମୁଁ ଜାଣିନାହିଁ…

ଓ୍ବାଶିଂଟନ୍‌,୨୨।୩: ଏଲନ ମସ୍କଙ୍କ ପୂର୍ବତନ ସ୍ତ୍ରୀ ଜଷ୍ଟିନ ୱିଲସନଙ୍କ ପ୍ରଥମ ଝିଅ ଭିଭିଆନ ଜେନା ୱିଲସନ, ସମ୍ପ୍ରତି ଏକ ସାକ୍ଷାତକାରରେ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ପୂରା ବିଶ୍ୱରେ ଚହଳ ପଡିଛି। ସେ କହିଛନ୍ତି, ମୋର କେତେ ଭାଇଭଉଣୀ ଅଛନ୍ତି…

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବଦଳିବ ସିଲାବସ୍‌, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ ଲାଗୁ

ଭୁବନେଶ୍ୱର,୨୨ା୩: ନୂଆ ସିଲାବସ୍‌ ଲାଗୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏକ ବଡ଼ ସୂଚନା ଦେଇଛନ୍ତି। ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍‌ ଲାଗୁ ହେବ। NEP ଲାଗୁ ପରେ ସିଲାବସ୍‌ ପରିବର୍ତ୍ତନ ପାଇଁ…

ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ନବୀନ, ଆଉ କିଛିସମୟ ପରେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୨।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଦ୍ରାବିଡ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମ.କେ. ଷ୍ଟାଲିନଙ୍କ ନେତୃତ୍ୱରେ ସୀମା ର୍ନିଦ୍ଧାରଣ ଉପରେ ମିଳିତ କାର୍ଯ୍ୟ କମିଟି (JAC)ର ପ୍ରଥମ ବୈଠକ ଶନିବାର ଚେନ୍ନାଇରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ଅଧ୍ୟକ୍ଷତା କରି, ଏମ.କେ. ଷ୍ଟାଲିନ…

ନବ ଦାସଙ୍କ ହତ୍ୟାର ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ ଜେରା

ଭୁବନେଶ୍ୱର,୨୨ା୩: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ବ୍ରଜରାଜନଗର ଥାନାରେ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ସରୋଜ ସା’ ନାମକ ଜଣେ ଯୁବକଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ସରୋଜ। ତତ୍କାଳୀନ ଆଇଆଇସିଙ୍କ…

ୟୁନୁସଙ୍କ ବିରୋଧରେ ଏକାଠି ହେଲା ବାଂଲାଦେଶ ସେନା! ଆର୍ମି ମୁଖ୍ୟଙ୍କ ବଡ଼ ନିଦ୍ଦେଶ…

ଢାକା,୨୨।୨୩: ଶେଖ ହାସିନା ସରକାରଙ୍କ ବିଦ୍ରୋହ ପରଠାରୁ ବାଂଲାଦେଶର ପରିସ୍ଥିତି ସ୍ବାଭାବିକ ହେଉନାହିଁ। ନୂଆ ଖବର ହେଉଛି ଯେ ବାଂଲାଦେଶ ଆର୍ମି ମୁଖ୍ୟ ତାଙ୍କ ସୈନିକମାନଙ୍କୁ ଢାକାରେ ଏକତ୍ରିତ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ କାହିଁକି ଦିଆଯାଇଛି ତାହା ସ୍ପଷ୍ଟ…

ସୁନୀତାଙ୍କୁ ମୁଁ ମୋ ପକେଟ୍‌ରୁ ଟଙ୍କା ଦେବି…ଏମିତି କାହିଁକି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୩: ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ ୱିଲମୋର 9 ମାସ ପରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ଫେରିଛନ୍ତି। ଏହି ମହାକାଶଚାରୀମାନେ ମାତ୍ର 8 ଦିନ ପାଇଁ ମହାକାଶ ଷ୍ଟେସନକୁ ଯାଇଥିଲେ, କିନ୍ତୁ କିଛି କାରଣରୁ ସେମାନଙ୍କୁ ସମ୍ପୂର୍ଣ୍ଣ 9 ମାସ…

ଶାଳକାଠ ବୋଝେଇ ପିକ୍‌ଅପ୍‌ ଜବତ, ବନବିଭାଗକୁ ଦେଖି ଦୌଡ଼ିଲେ ମାଫିଆ

ଭୁବନ,୨୨ା୩(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ଏକ ବେଆଇନ ଶାଳ କାଠ ସହିତ ପିକ୍‌ଅପ୍‌ ଗାଡ଼ି ଜବତ କରାଯାଇଛି। ପିକ୍‌ଅପ୍‌ ଗାଡ଼ିଟି ଟିପିଲେଇ ସଂରକ୍ଷିତ ଜଙ୍ଗଲରୁ ଶାଳଗଛ କାଠ ବୋଝେଇ କରି ଜାତୀୟ ରାଜପଥ ୫୩କୁ…

କେକେଆର୍‌-ଆର୍‌ସିବି ହୋଇଥିଲା ରୋଚକ ମୁକାବିଲା: ୧୭ ବର୍ଷ ପରେ ପ୍ରଥମଥର ଆଇପିଏଲ୍‌ରେ ଘଟିବ ଏମିତି…

ନୂଆଦିଲ୍ଲୀ,୨୨।୩: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଆଇପିଏଲ୍‌ ଇତିହାସର ପ୍ରଥମ ମ୍ୟାଚରେ ମୁହଁାମୁହିଁ ହୋଇଥିଲେ। ୧୭ ବର୍ଷ ପରେ ଦୁଇ ଦଳ ପ୍ରଥମ ଥର ପାଇଁ ସିଜନର ପ୍ରଥମ ମ୍ୟାଚରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri