Home Left

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସ୍ୱତନ୍ତ୍ର ଉନ୍ନୟନ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ ନିର୍ମାଣାଧୀନ ଆବାସ ଘର ଭିତରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ସୂଚନା…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit ବିରୋଧରେ ମହାରାଷ୍ଟ୍ର ରାଜ୍ୟ ଖାଦ୍ୟ ଓ ଔଷଧ ପ୍ରଶାସନ (FDA) ପକ୍ଷରୁ ଚଢ଼ାଉ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ ବେହେରା, ଅମର ବେହେରା ଏବଂ ଓମ କୁମାରପୁର ଗ୍ରାମ ନିକଟ ଶ୍ୟାମାକାଳୀ ବାହାର…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ କରି ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୦ରୁ ୧୬ ବର୍ଷ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ସୋମବାର ରାତି ପ୍ରାୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ ପତାକା ଉତ୍ତୋଳନ କରିବା ପାଇଁ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ ଅଭିଯୋଗ ପରେ ଗିରଫ କରାଯାଇଛି। ଛାତ୍ରୀ ଜଣକ ବଳାତ୍କାର, ଧମକ ଏବଂ ଅନ୍ୟାନ୍ୟ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ NDA ସାଂସଦମାନେ ଝାଡ଼ଖଣ୍ଡରେ ଛାତ୍ରଙ୍କ ଉପରେ ହୋଇଥିବା ଲାଠିଚାର୍ଜକୁ ନେଇ ରାହୁଲ ଗାନ୍ଧୀଙ୍କ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ କ୍ଷତିପୂରଣ ସମ୍ପର୍କିତ ଅଭିଯୋଗର ସମାଧାନ ନହେବାରୁ ଜଣେ ବ୍ୟକ୍ତି କୀଟନାଶକ ଔଷଧ ପିଇ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ ଧରି ଯୁଦ୍ଧ କରି ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ବିଶାଖାପାଟଣାସ୍ଥିତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼ ରାଜ୍ୟର ତୁମଲା ଥାନା ଅନ୍ତର୍ଗତ ବରଡିହି ଗ୍ରାମର ଚମ୍ପା ତିର୍କୀ (୭୦), ଶୁଶିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?