Home Left

ପୁଟିନଙ୍କ ବିଷୟରେ ଫୁସଫୁସ ହୋଇ କଥା ହେଉଥିଲେ ଟ୍ରମ୍ପ, ହେଲେ ଅନ ରହିଯାଇଥିଲା ମାଇକ, ଏବେ ଭିଡିଓ ହେଉଛି ଭାଇରାଲ

ଓ୍ବାଶିଂଟନ,୧୯।୮: ଆଲାସ୍କାରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ ୟୁରୋପୀୟ ନେତାମାନଙ୍କ ସହ କଥା ହୋଇଥିଲେ। କିନ୍ତୁ, ବୈଠକ ଆରମ୍ଭ ହେବା ପୂର୍ବରୁ, ଟ୍ରମ୍ପଙ୍କ ମାଇକ ଭୁଲବଶତଃ ଅନ୍‌ ରହିଯାଇଥିଲା ଏବଂ…

ଜିଓ ୟୁଜର୍ସଙ୍କୁ ବଡ଼ ଝଟ୍‌କା: ବନ୍ଦ ହୋଇଗଲା ସବୁଠୁ ଲୋକପ୍ରିୟ ପ୍ଲାନ୍‌

ନୂଆଦିଲ୍ଲୀ,୧୯।୮:ରିଲାଏନ୍ସ ଜିଓ ପ୍ରିପେଡ ଗ୍ରାହକମାନଙ୍କୁ ଏକ ବଡ଼ ଝଟକା ଦେଇଛି। ୨୪୯ ଟଙ୍କାର ପ୍ଲାନକୁ ବନ୍ଦ କରିଦେଇ କମ୍ପାନୀ। ମୁକେଶ ଅମ୍ବାନୀଙ୍କ ଟେଲିକମ କମ୍ପାନୀର ଏହି ନିଷ୍ପତ୍ତି ସେହି ଲୋକମାନଙ୍କୁ ପ୍ରଭାବିତ କରିବ, ଯେଉଁମାନଙ୍କର ଡାଟା ବ୍ୟବହାର କମ ଏବଂ ଯେଉଁମାନେ…

ଟ୍ରମ୍ପଙ୍କ ସହ ବୈଠକ ପରେ ଗୁରୁତର ଅଭିଯୋଗ ଆଣିଲେ ଜେଲେନସ୍କି, ହେଲେ ମେଲାନିଆଙ୍କୁ କାହିଁକି ଦେଲେ ଧନ୍ୟବାଦ? ଜାଣନ୍ତୁ…

ଓ୍ବାଶିଂଟନ,୧୯।୮: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର (୧୮ ଅଗଷ୍ଟ) ଦିନ ଏକ ବୈଠକ କରିଥିଲେ। ବୈଠକ ପରେ ଟ୍ରମ୍ପ କହିଥିଲେ ଯେ ଏହା ସକାରାତ୍ମକ ଥିଲା। ଏହି ବୈଠକ ପରେ ରୁଷିଆ ଏବଂ…

ମୁହଁ ଖୋଲିଲେ ଗୌତମ ଆଦାନୀ: କହୁ କହୁ ମୋଦି ସରକାରଙ୍କୁ ନେଇ ଏମିତି କହିଦେଲେ

କୋଲକାତା,୧୯।୮: ବିଜ୍‌ନେସ ଟାଇକୁନ ଗୌତମ ଆଦାନୀ ବିକଶିତ ଭାରତକୁ ନେଇ ନିଜ ମତ ରଖିଛନ୍ତି। ଭାରତୀୟ ପ୍ରଯୁକ୍ତିବିଦ୍ୟା ସଂସ୍ଥାନ (IIT)-ଖଡ଼ଗପୁରର ଛାତ୍ରୀଛାତ୍ରୀମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯେକୌଣସି ଏକ ଭୂରାଜନୈତିକ ଘଟଣା ପ୍ରଯୁକ୍ତିବିଦ୍ୟା ଉପରେ ନିର୍ଭରଶୀଳ ଏବଂ ଶକ୍ତି-ସମ୍ବେଦନଶୀଳ କ୍ଷେତ୍ରଗୁଡ଼ିକର…

୧୦୦ ଅରବ ଡଲାରର ଡିଲ, ୟୁକ୍ରେନକୁ ସିକ୍ୟୁରିଟି ଗ୍ୟାରେଣ୍ଟି…, ଜାଣନ୍ତୁ ଟ୍ରମ୍ପ-ଜେଲେନସ୍କିଙ୍କ ବୈଠକରେ କ’ଣ ହେଲା ଆଲୋଚନା

ଓ୍ବାଶିଂଟନ,୧୯।୮: ସାଢ଼େ ତିନି ବର୍ଷ ଧରି ଚାଲିଥିବା ୟୁକ୍ରେନ ଯୁଦ୍ଧର ଅନ୍ତ ପାଇଁ ସୋମବାର ଆଉ ଏକ ପାଦ ଆଗକୁ ବଢ଼ିଛି। ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଭାରତୀୟ ସମୟ ଅନୁସାରେ ସୋମବାର ରାତି ୧୧ଟାରେ ହ୍ବାଇଟ ହାଉସରେ ପହଞ୍ଚି ଆମେରିକା…

ଏନଏସି ଘୋଷଣା ବାଦ ଦେବା ପ୍ରତିବାଦରେ ୮ ଘଣ୍ଟିଆ ସାଲେପୁର ବନ୍ଦ

ସାଲେପୁର, ୧୯/୮(ଅରବିନ୍ଦ ଭୂୟାଁ): ସାଲେପୁରକୁ ଏନଏସି ଘୋଷଣାରୁ ବାଦ ଦେବା ପ୍ରତିବାଦରେ ଆଜି ୮ ଘଣ୍ଟିଆ ସାଲେପୁର ବନ୍ଦ ଡାକରା ଦିଆଯାଇଛି। ସାଲେପୁର ବିଜୁ ଜନତା ଦଳ ପକ୍ଷରୁ ଆଜି ସାଲେପୁର ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳ ୬…

ଯୁବକଙ୍କୁ ନିର୍ମମ ହତ୍ୟା: ପୋଲିସ ଗୁଳିରେ ଅଭିଯୁକ୍ତ ଆହତ

ସମ୍ବଲପୁର,୧୯।୮(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ମୋତିଝରଣ ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟାକରି ଫେରାର ଅଭିଯୁକ୍ତ ପୋଲିସ ସହ ଗୁଳି ବିନିମୟରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପୋଲିସ ଗିରଫ କରି ଚିକିତ୍ସା ପାଇଁ ଭିମସାରରେ ଭର୍ତ୍ତି କରିଛି। ତାଙ୍କ ବାମ…

ଆଜି ବଡ଼ ଘୋଷଣା କରିବେ ବିରୋଧି, ଜାଣନ୍ତୁ କିଏ ସେହି ଆନ୍ନାଦୁରାଇ ଯିଏ ଅଛନ୍ତି ରେସରେ ସବୁଠୁ ଆଗରେ

ନୂଆଦିଲ୍ଲୀ,୧୯।୮: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ, NDA ସିପି ରାଧାକୃଷ୍ଣନଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛି। କିନ୍ତୁ ବିରୋଧୀ ଦଳ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି। ଆଶା କରାଯାଉଛି ଯେ ଅଗଷ୍ଟ ୧୯ ତାରିଖରେ ଇଣ୍ଡିଆ ମେଣ୍ଟ ନିଜର ପ୍ରାର୍ଥୀ ଘୋଷଣା କରିବ।…

ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର

ବାଲେଶ୍ୱର,୧୯।୮(ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆମତ୍ାହୁତି ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଏଚ୍‌ଓଡି ସମୀର ସାହୁଙ୍କ ଜାମିନ ପୁଣି ଖାରଜ ହୋଇଛି। ବାଲେଶ୍ୱର ଜିଲା ଓ ଦୌରାଜଜ୍‌ ସୋମବାର…

3 Idiots ପ୍ରଫେସରଙ୍କ ପରଲୋକ, ଶୋକରେ ବଲିଉଡ

ମୁମ୍ବାଇ,୧୯।୮: ଆମିର ଖାନଙ୍କ ‘3 Idiots’ରେ ପ୍ରଫେସର ଭୂମିକାରେ ଅଭିନୟ କରିଥିବା ପ୍ରସିଦ୍ଧ ଅଭିନେତା ଅଚ୍ୟୁତ ପୋତଦାରଙ୍କ ପରଲୋକ ହୋଇଛି। ସେ ୯୧ ବର୍ଷ ବୟସରେ ମୁମ୍ବାଇ ନିକଟସ୍ଥ ଥାନେର ଜୁପିଟର ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ‘ଆ…

୧୨ ବର୍ଷର ଝିଅଙ୍କୁ ବଳାତ୍କାର କଲେ ବାପା: ଘଟଣା ଜଣାପଡ଼ିବା ପରେ…

ପାଲଲହଡ଼ା,୧୯ା୮ (ଦିବ୍ୟଜ୍ୟୋତି ଦାଶ):୧୨ ବର୍ଷୀୟା ନାବାଳିକା ଝିଅକୁ ସାବତ ବାପା ବଳାତ୍କାର କରିଥିବା ସୋମବାର ଅନୁଗୋଳ ଜିଲା ପାଲଲହଡ଼ା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଦେବଗଡ଼ ଜିଲାର ଜଣେ ମହିଳା ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ…

ମିସ ୟୁନିଭର୍ସ ଇଣ୍ଡିଆ ୨୦୨୫ର ମୁକୁଟ ପିନ୍ଧିଲେ ମନିକା, ୭୪ତମ Miss Universe ପ୍ରତିଯୋଗୀତାରେ ଭାରତକୁ କରିବେ ରିପ୍ରେଜେଣ୍ଟ

ରାଜସ୍ଥାନ,୧୯।୮: ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହେଉଥିବା ମିସ ୟୁନିଭର୍ସ ଇଣ୍ଡିଆ ୨୦୨୫ର ବିଜେତାଙ୍କୁ ଚୟନ କରାଯାଇଛି। ଏହି ପ୍ରତିଯୋଗିତାର ମୁକୁଟ ମନିକା ବିଶ୍ୱକର୍ମାଙ୍କ ମୁଣ୍ଡରେ ସଜ୍ଜିତ ହୋଇଛି। ମନିକା ମୂଳତଃ ରାଜସ୍ଥାନର ଗଙ୍ଗାନଗରର ଏବଂ ଦିଲ୍ଲୀରେ ମଡେଲିଂ କରନ୍ତି। ମନିକାଙ୍କୁ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?