Home Left

ମୋଦିଙ୍କ ସହ ଏକାଠି ମଞ୍ଚରେ ବସିବେ ନାହିଁ ମମତା, କାହିଁକି ଏତେବଡ଼ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୧୯।୮: ୨୨ ଅଗଷ୍ଟରେ କୋଲକାତାରେ ତିନୋଟି ମେଟ୍ରୋ ପ୍ରକଳ୍ପର ଉଦଘାଟନ ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ରହିବେ ନାହିଁ। ଏହି ପ୍ରକଳ୍ପଗୁଡ଼ିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଙ୍କ ଜଣେ ଉଚ୍ଚପଦସ୍ଥ ଅଧିକାରୀ ସୋମବାର…

ଅବପାତର ରୂପ ନେଲା ଲଘୁଚାପ: ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୮(ଅନୁରାଧା ମହାରଣା):ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି। କୋରାପୁଟରେ ସର୍ବାଧିକ ୬୪.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୪୯.୬…

କେମ୍ବ୍ରିଜ୍‌ ଡିକ୍ସିନାରିରେ ଯୋଡ଼ିହେଲା ୬ ହଜାର ନୂଆ ଶବ୍ଦ

ଲଣ୍ଡନ,୧୯ା୮:କେମ୍ବ୍ରିଜ୍‌ ଡିକ୍ସିନାରି ନିଜର ଅନ୍‌ଲାଇନ ସଂସ୍କରଣରେ ୬ ହଜାର ନୂତନ ଶବ୍ଦକୁ ସ୍ଥାନିତ କରିଛି। ଏଥିମଧ୍ୟରୁ ଅନେକ ହେଉଛି ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ବ୍ୟବହୃତ ହେଉଥିବା ଶବ୍ଦ। ସାଧାରଣତଃ ଜେନ୍‌ ଜେଡ୍‌ ଏବଂ ଜେନ୍‌ ଆଲ୍‌ଫା ଦ୍ୱାରା ଲୋକପ୍ରିୟ ହୋଇଥିବା…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଲେ ୫ ଯୁବକ: ନିଛାଟିଆ ସ୍ଥାନରେ ଗଣବଳାତ୍କାର ପରେ କଲେ…

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର):ଯୁବଗୋଷ୍ଠୀ ମଧ୍ୟରେ ବଢ଼ିଚାଲିଛି ଅପରାଧ ପ୍ରବଣତା। ବିଶେଷ କରି ଅପରାଧରେ କିଶୋରମାନଙ୍କ ସମ୍ପୃକ୍ତି ସମ୍ପ୍ରତି ଏକ ଚିନ୍ତାର କାରଣ ପାଲଟିଛି। ସମ୍ବଲପୁର ଜିଲା ଯୁଯୁମୁରାରେ ରବିବାର ସନ୍ଧ୍ୟାରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଜଣାପଡ଼ିଛି। ଏଥିରେ ମୋଟ ୫ଜଣଙ୍କ ସମ୍ପୃକ୍ତି…

ଏଇ ଭାରତରେ

ସମାଜରେ କୌଣସି କ୍ଷେତ୍ରରେ ପରିବତ୍ତର୍ର୍ନ କେବଳ ବଡ଼ ସଙ୍ଗଠନ କିମ୍ବା ବୃହତ୍‌ କମ୍ପାନୀଗୁଡ଼ିକ ଦ୍ୱାରା ହୋଇ ନ ଥାଏ, ବରଂ ବ୍ୟକ୍ତିଗତ ଉଦ୍ୟମରେ ଏହା ସମ୍ଭବ ହୋଇପାରେ। ଏହାର ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସିକିମ୍‌ରେ। ସେଠାରେ ଏକ ସ୍କୁଲର ଭବିଷ୍ୟତ…

ଜୀବନ ଓ ଜଗନ୍ନାଥ

ଜୀବନ ଜିଇବା ପାଇଁ ସୃଷ୍ଟିରେ ଅନେକ ଶିକ୍ଷଣୀୟ ତତ୍ତ୍ୱ ରହିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ରୂପରେ ସମାଜ ଆମକୁ ଅନେକ କିଛି ଶିଖାଇଥାଏ। ସେଥିପାଇଁ ବିଶ୍ୱର ପ୍ରତିଟି ସୃଷ୍ଟି ସ୍ବତନ୍ତ୍ର ଉଦ୍ଦେଶ୍ୟମୂଳକ। ଯେମିତି ଭଗବାନ୍‌ ଶ୍ରୀଜଗନ୍ନାଥଙ୍କର ଆବିର୍ଭାବ ଏବଂ ଦୈନନ୍ଦିନ ରୀତିନୀତି…

ଟ୍ରମ୍ପ୍‌ଙ୍କ ଶ୍ୱେନଦୃଷ୍ଟି ଅନ୍ତରାଳେ

ବିଶ୍ୱ ରାଜନୈତିକ ଆକାଶରେ ଏବେ ଯେଉଁ ଝଡ଼ ସୃଷ୍ଟି ହୋଇଛି ତା’ର ଅନ୍ତରାଳେ ବହୁ ଅକୁହା କାରଣ ରହିଛି। ଆମେରିକା ତା’ର ପୂର୍ବ ରାଜନୈତିକ ଓ ଅର୍ଥନୈତିକ ସ୍ଥିତି ହରାଇ ବସିଲାଣି। ଏବେ ଟ୍ରମ୍ପ ଆମେରିକୀୟମାନଙ୍କ କିପରି ଆସ୍ଥାଭାଜନ ହୋଇ ପାରିବେ…

ପୋଲିସ ଭୂମିକାରେ ଅଲି ଫଜଲ୍‌

ମୁମ୍ବାଇ: କ୍ରାଇମ ଥ୍ରୀଲର ୱେବ୍‌ ସିରିଜ୍‌ ‘ମିର୍ଜାପୁର’ରେ ଗୁଡୁ ଭୈୟା ଚରିତ୍ର ନିଭାଇ ଦର୍ଶକଙ୍କର ପ୍ରଶଂସା ସାଉଣ୍ଟିଥିବା ଅଭିନେତା ଅଲି ଫଜଲ୍‌ ଖୁବ୍‌ଶୀଘ୍ର ୱେବ୍‌ ସିରିଜ ‘ରାଖ୍‌’ରେ ନଜରକୁ ଆସିବେ। ଏହା ଏକ ଇନ୍‌ଭେଷ୍ଟିଗେଟିଭ୍‌ କ୍ରାଇମ ଥ୍ରୀଲର ସିରିଜ୍‌ ହୋଇଥିବା ବେଳେ…

ସବୁଠୁ ବିପଦପୂର୍ଣ୍ଣ ସେଲ୍‌ଫି ପଏଣ୍ଟ

ରିଓ ଡି ଜେନିରୋ: ସମ୍ପ୍ରତି ଯୁବପିଢ଼ି ହୁଅନ୍ତୁ କି ବୟସ୍କ, ସେଲ୍‌ଫି ମାନିଆ ସମସ୍ତଙ୍କୁ ଘାରିଛି। ତେବେ ପ୍ରତିବର୍ଷ ଏହି ସେଲ୍‌ଫି କ୍ରେଜ୍‌ ପାଇଁ ଅନେକ ଶହ ଲୋକଙ୍କୁ ଜୀବନ ହରାଇବାକୁ ପଡ଼ିଥାଏ। ତଥାପି ସେଲ୍‌ଫି ପ୍ରେମୀମାନେ ନିଜକୁ ସାହସୀ ଏବଂ…

ପ୍ରଥମ ଭାରତୀୟ ଭାବେ ଜାକିର ଖାନ ମ୍ୟାଡିସନ ସ୍କୋୟାର ଗାର୍ଡେନରେ କଲେ ଶୋ

ଭୁବନେଶ୍ୱର,୧୮।୮: ଭାରତୀୟ ଷ୍ଟାଣ୍ଡ-ଆପ କମେଡିଆନ ଜାକିର ଖାନ ନ୍ୟୁୟର୍କର ଆଇକନିକ ମ୍ୟାଡିସନ ସ୍କୋୟାର ଗାର୍ଡେନରେ ହିନ୍ଦୀ ଭାଷାରେ କମେଡି ଶୋ କରି ଇତିହାସ ରଚିଛନ୍ତି। ଇନ୍ଦୋରର ୩୭ ବର୍ଷୀୟ ଏହି କମେଡିଆନ, ଯିଏ ତାଙ୍କର ‘ଶକ୍ତ ଲୌଣ୍ଡା’ (ଟଫ୍‌ ଗାଏ) ଚରିତ୍ର…

୨ ଘଣ୍ଟା ବର୍ଷାରେ ସବୁ ଅଚଳ, ତଥାପି ଟୋଲ୍ କାହିଁକି? ପ୍ରଶ୍ନ ଉଠାଇଲେ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୧୮।୮: ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ବି. ଆର. ଗଭାଇ ଜାତୀୟ ରାଜପଥର ଅବସ୍ଥା ଓ ଟୋଲ ଟ୍ୟାକ୍ସ ସଂଗ୍ରହ ସମ୍ପର୍କିତ ଏକ ଆବେଦନ ଶୁଣାଣି ସମୟରେ କହିଛନ୍ତି ଯେ, ଦିଲ୍ଲୀରେ ମାତ୍ର ୨ ଘଣ୍ଟା ବର୍ଷା ହେଲେ ସମଗ୍ର ରାଜଧାନୀ…

ବିଜେଡି ଛାଡି ଭାଜପାରେ ଯୋଗ ଦେଲେ ବ୍ଲକ ଅଧ୍ୟକ୍ଷା, ସରପଞ୍ଚ, ସମିତି ସଭ୍ୟ

ପାଟଣା,୧୮।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜନୈତିକ ହଲଚଲ ଦେଖା ଦେଇଛି। ରବିବାର ପାଟଣା ଏବଂ ସାହାରପଡ଼ା ବ୍ଲକରୁ ବିଜେଡି ଓ ଭାଜପା ଛାଡି କେତେକ ନେତା ଭୁବନେଶ୍ୱରଠାରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?