Home Left

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି। ତଲନାଗିରୁ ଘୁଟ୍ରୁଖାଲା ହୋଇ ମାଲିଗାଁକୁ ଯୋଡ଼ିବା ପାଇଁ ଘୁଟ୍ରୁଖାଲାଠାରେ ୧୨୫ କୋଟି ଟଙ୍କାର…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ ସମସ୍ତ ରାଶି ଉପରେ ପଡ଼ିବା ନିଶ୍ଚିତ। କାହାକୁ ଲାଭ ତ କାହାକୁ କ୍ଷତି…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ ନା କୌଣସି ରେଷ୍ଟୁରାଣ୍ଟ ଅଛି, ନା ଅଧିକ ଦୋକାନ ଖୋଲୁଛି। ଗୋଟିଏ ପୁରୁଣା…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ଗଞ୍ଜାମ ଜିଲା ଶାଖା। ଏନେଇ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ, ବୁଧ ଏବଂ ଚନ୍ଦ୍ର ଏକାଠି ରହିବେ। ଏହା ଫଳରେ ଶୁଭ ଓ ବିରଳ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ ରଖାଯାଇଥିବା ପ୍ରାୟ ୨୦୦ କିଲୋଗ୍ରାମ ଗଞ୍ଜେଇକୁ ପୋଲିସ ଜବତ କରିଛି। ବିଶେଷ ସୂତ୍ରରୁ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ ନିର୍ମାଣ କରି ଅଞ୍ଚଳକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଉଛି। ମଙ୍ଗଳବାର ଟୁର୍ଣ୍ଣାମେଣ୍ଟର ବିଭିନ୍ନ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ୍‌ରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଭଞ୍ଜନଗର ମେଡିକାଲରେ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ ଗୋଟିଏ ଡଲାରର ମୂଲ୍ୟ ୩.୩୦ ଟଙ୍କା ସହ ସମାନ ଥିଲା, ଯାହା ଆଜି…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ ତାଙ୍କୁ ୩ ବର୍ଷ ବାସନ୍ଦ କରାଯାଇଛି। ୟୁ.ଏସ୍‌. ଆଣ୍ଟି ଡୋପିଙ୍ଗ ଏଜେନ୍ସି (ୟୁସାଡା)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?