Home Left

ଶହଶହ କିଲୋମିଟର ବିଛାଯାଇଥିବା ରେଳ ଧାରଣାରେ ନଟବୋଲ୍ଟ ଢିଲା ହୋଇଗଲେ କିଏ କରେ ଟାଇଟ୍‌?

ନୂଆଦିଲ୍ଲୀ,୨୦।୩: ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ଏହି ଟ୍ରେନଗୁଡ଼ିକ ଦିନରାତି ଟ୍ରାକ ଉପରେ ଚାଲି ଲକ୍ଷ ଲକ୍ଷ ଯାତ୍ରୀଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ପରିବହନ କରନ୍ତି। ଏପରି ପରିସ୍ଥିତିରେ, ଟ୍ରାକର ନଟବୋଲ୍ଟଗୁଡ଼ିକ ଢିଲା ହୋଇଯାଏ, ଯାହା…

ଦୁଇ ବ୍ୟବସାୟୀଙ୍କ ଘରେ ଆୟକର ଚଢଉ, ଆୟକର ଫାଙ୍କିବା ଅଭିଯୋଗରେ…

ଗଜପତି,୨୦।୩(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଗୁରୁବାର ଭୋରରେ ପାରଳାଖେମୁଣ୍ଡି ସୁଣ୍ଡି ସାହିର ଦୁଇ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପାରଳାଖେମୁଣ୍ଡିର ଦୁଇ ବ୍ୟବସାୟୀ ହେଲେ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକାର।…

ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ମାମଲା, ଭରସୁଜା ସରପଞ୍ଚ ନିଲମ୍ବିତ

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ): କ୍ଷମତାର ଦୂରୁପଯୋଗ କରି ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ଘଟଣାରେ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ସରପଞ୍ଚ ପ୍ରମିଳା ସାହୁଙ୍କୁ ନିଲମ୍ବନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପଞ୍ଚାୟତି ରାଜ ଓ ପାନୀୟଜଳ ପତ୍ର ସଂଖ୍ୟା ୭୪୦୭…

ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିବାର ୧ ମାସ ପରେ, ଜଗବନ୍ଧ ଗ୍ରାମରୁ ଗଡିଲା ଲକ୍ଷ୍ମୀ ବସ

ଡୁଙ୍ଗୁରିପାଲି ୨୦।୩(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ଗଜବନ୍ଧ ଗ୍ରାମପଞ୍ଚାୟତରେ ବୁଧବାର ସକାଳ ୭ଟାରୁ ଲକ୍ଷ୍ମୀ ବସ ବାହାରି ଡୁଙ୍ଗୁରିପାଲି ବ୍ଲକ ସଦର ମହକୁମାରକୁ ଚାଲି ଥିବାରୁ ଗଜବନ୍ଧ ଗ୍ରାମବାସୀଙ୍କ ଆନନ୍ଦ ଖୁସି ଦେଖାଯାଇଛି |ସରକାରଙ୍କ ଗାଁ…

ମାଡ଼ି ଆସୁଛି ଝଡ଼ବର୍ଷା, ଏଇ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା…

ଭାଜପାରେ ଦେଶର ସବୁଠୁ ଧନୀ, ଗରିବ ବିଧାୟକ

ନୂଆଦିଲ୍ଲୀ,୨୦ା୩: ଭାଜପାରେ ଅଛନ୍ତି ଦେଶର ସବୁଠୁ ଧନୀ ଏବଂ ଗରିବ ବିଧାୟକ। ମହାରାଷ୍ଟ୍ରର ଘଟକୋପର ପୂର୍ବ ଆସନରେ ଭାଜପା ଟିକେଟ୍‌ରେ ବିଜୟୀ ହୋଇଥିବା ପରାଗ ଶାହା ଦେଶର ସବୁଠୁ ଧନୀ। ତାଙ୍କର ମୋଟ ସମ୍ପତ୍ତି ମୂଲ୍ୟ ୩,୩୮୩ କୋଟି ଟଙ୍କା। ସେହିପରି…

ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ଚାଷୀଙ୍କ ଧାରଣା

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ)ବିଦ୍ୟୁତ ସମସ୍ୟା ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ବୁଧବାର କୃଷକ ପରିବାର, ଭଟଲି ପକ୍ଷରୁ ସ୍ଥାନୀୟ ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ବିଭାଗୀୟ ଯନ୍ତ୍ରୀ ପହଞ୍ଚି ଆଲୋଚନା କଲାପରେ ଚାଷୀମାନେ ଧାରଣାରୁ ଉଠିଥିଲେ।…

ପ୍ରେମିକଙ୍କ ସହ ରଚିଲେ ଷଡଯନ୍ତ୍ର, ସ୍ବାମୀଙ୍କ ମୃତଦେହ ଖଣ୍ଡ ଖଣ୍ଡ କରି ପ୍ଲାଷ୍ଟିକ୍‌ ଡ୍ରମ୍‌ରେ ପ୍ଲାଷ୍ଟର କଲେ

ମିରଟ,୨୦ା୩ଜଣେ ମହିଳା ନିଜ ପ୍ରେମିକଙ୍କ ସହ ମିଶି ଲଣ୍ଡନଫେରନ୍ତା ସ୍ବାମୀଙ୍କୁ ହତ୍ୟା କରିଛନ୍ତି। ଏତିକି ନୁହେଁ, ସେ ନିଜ ଦୋଷ ଲୁଚାଇବା ପାଇଁ ସ୍ବାମୀଙ୍କ ମୃତଦେହକୁ ଖଣ୍ଡ ଖଣ୍ଡ କରି ଏକ ପ୍ଲାଷ୍ଟିକ୍‌ ଡ୍ରମ୍‌ରେ ପୂରାଇ ତା’ ଉପରେ ସିମେଣ୍ଟ ପ୍ଲାଷ୍ଟର…

ଆଉ ଶୁଭୁନି ଘରଚଟିଆଙ୍କ କିଚିରିମିଚିରି ଶବ୍ଦ

ଘରଚଟିଆମାନଙ୍କ କିଚିରିମିଚିରି ଶବ୍ଦ ଏବେ ଅନେକ ଲୋକଙ୍କ ପିଲାଦିନର ସ୍ମୃତିର ଏକ ଅଂଶ ପାଲଟିଯାଇଛି। ଏକ ସମୟ ଥିଲା ଯେତେବେଳେ ସବୁଠି ଚଢ଼େଇ ଦେଖାଯାଉଥିଲେ, ତାହା ଗାଁର ସକାଳର ଶାନ୍ତି ହେଉ କିମ୍ବା ସହରଗୁଡ଼ିକର ବ୍ୟସ୍ତବହୁଳ ରାସ୍ତା। କିନ୍ତୁ ଗତ କିଛି…

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଦିଲ୍ଲୀରେ ଏମ୍‌ପିଙ୍କୁ ଭେଟିଲା ନାଗରିକ ମଞ୍ଚ

କେସିଙ୍ଗା,୧୯ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ଦିଲ୍ଲୀ ଗସ୍ତ କରି ଲୋକ ସଭା ଓ ରାଜ୍ୟ ସଭା ଏମ୍‌ପିଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସହରରେ ଥିବା…

ୟୁଟ୍ୟୁବର ତପି ମିଶ୍ର ଗିରଫ

ଭୁବନେଶ୍ୱର,୧୯ା୩: ୟୁଟ୍ୟୁବର ସରୋଜ ମିଶ୍ର(ତପି)ଙ୍କୁ ବୁଧବାର ଗିରଫ କରିଛି ପୋଲିସ। ତପି ସବୁବେଳେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ। ଏନେଇ ଅଭିଯୋଗ ହେବାରୁ ଇନ୍‌ଫୋସିଟି ଥାନା ପୋଲିସ ତାଙ୍କୁ ଗିରଫ କରିଛି। ସୂଚନାରୁ ପ୍ରକାଶ ଯେ, ୨୦୨୩ରେ ଲେଖିକା ବନସ୍ମିତା…

ବଜାରରୁ ଆଣିଥିବା ପନିର ଅସଲି କି ନକଲି କିଭଳି ଜାଣିବେ? ଆପଣାନ୍ତୁ ଏଭଳି ସହଜ ଉପାୟ…

ଆଜିକାଲି ସମୟରେ ବଜାରରେ ଚାଉଳଠାରୁ ଆରମ୍ଭ କରି ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ନକଲି ମିଳୁଛି। ଫଳରେ ଲୋକେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେଭଳି ଗୋଟିଏ ଜିନିଷ ହେଲା ପନିର। ବଜାରରେ ନକଲି ପନିର ମିଳୁଥିବାରୁ ଲୋକେ କିଭଳି ଅସଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri