Home Left

ସୁନୀତା ଓ୍ବିଲିୟମ୍ସଙ୍କ ସ୍ବାମୀ କିଏ? ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ତାଙ୍କ ଲଭ ଷ୍ଟୋରୀ

ଓ୍ବାଶିଂଟନ,୧୯।୩: ୨୮୬ ଦିନର ମହାକାଶ ଅଭିଯାନ ପରେ ଶେଷରେ ପୃଥିବୀକୁ ଫେରିଛନ୍ତି ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ। ନାସାର ମହାକାଶଚାରୀ ବୁଚ ୱିଲମୋର୍‌, ନିକ ହେଗ ଏବଂ ରୁଷୀୟ ମହାକାଶଚାରୀ ଆଲେକଜାଣ୍ଡାର ଗୋର୍ବୁନୋଭ ମଧ୍ୟ ତାଙ୍କ ସହିତ ଫେରି…

ଟ୍ରିପଲ ମର୍ଡର ଘଟଣାରେ ୧୩ ଅଟକ: ଘଟଣାସ୍ଥଳ ପରିଦର୍ଶନ କଲେ ଏସ୍‌ପି

ଧରାକୋଟ,୧୯।୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ବଡଗଡ ଥାନା ଅନ୍ତର୍ଗତ ଖାରିପଲି ଗାଁରେ ଗତକାଲି ରାତିରେ ଘଟିଥିବା ହଣାକଟାରେ ଖଦାଳ ବେହେରା, ରତ୍ନାକର ବେହେରା ଓ ରମେଶ ବେହେରାଙ୍କ ମୃତ୍ୟୁ ଘଟିଥିଲା। ତିନୋଟି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର…

ବନ୍ଦ ଫ୍ଲାଟ୍‌ରୁ ୮୦ କୋଟିର ସୁନା ଜବତ: ଜାଣନ୍ତୁ କେଉଁଠୁ ଆସିଲା ଏତେ ସୁନା

ଅହମଦାବାଦ, ୧୯ା୩:ସୁନା ଚୋରାଚାଲାଣ ବିରୋଧରେ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ(ଡିଆର୍‌ଆଇ) ଓ ଗୁଜରାଟର ଆଣ୍ଟି ଟେରୋରିଜମ୍‌ ସ୍କ୍ବାଡ୍‌(ଏଟିଏସ୍‌)କୁ ସଫଳତା ମିଳିଛି। ଅହମଦାବାଦର ପାଲଡ଼ି ଅଞ୍ଚଳରେ ଥିବା ଏକ ବନ୍ଦ ଆବାସିକ ଫ୍ଲାଟ୍‌ରେ ଡିଆର୍‌ଆଇ ଓ ଗୁଜରାଟ ଏଟିଏସ୍‌ ପକ୍ଷରୁ ମିଳିତ ଭାବେ ଚଢ଼ାଉ…

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ପୋଷ୍ଟର ଓ୍ବାର, ଭାଜପାକୁ ତାରି ଭାଷାରେ ଜବାବ ଦେଲା ଟିଏମସି

କୋଲକାତା,୧୯।୩: ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ରାଜନୈତିକ ସରଗରମ ତୀବ୍ର ହୋଇଛି। ଏବେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟରେ ପୋଷ୍ଟର ଓ୍ବାର ଆରମ୍ଭ ହୋଇଛି, ଯାହା ଯୋଗୁଁ ରାଜନୈତିକ ପରିବେଶ ଅଧିକ ଉଷ୍ମ ହୋଇଯାଇଛି। ଗତ…

‘ସିକନ୍ଦର ନାଚେ’ରେ ସଲମାନଙ୍କ ଡବ୍‌କେ ଡ୍ୟାନ୍ସ

ମୁମ୍ବାଇ: ଅଭିନେତା ସଲମାନ ଖାନ୍‌ଙ୍କ ଆଗାମୀ ଫିଲ୍ମ ‘ସିକନ୍ଦର’ର ଆଉ ଏକ ଗୀତ ‘ସିକନ୍ଦର ନାଚେ’କୁ ମଙ୍ଗଳବାର ରିଲିଜ୍‌ କରାଯାଇଛି। ସୋମବାର ଏହାର ଟିଜରକୁ ଜାରି କରାଯାଇଥିଲା। ଏହି ଗୀତ ରିଲିଜ୍‌ ହେବା ପରେ ଏହାର କ୍ରେଜ୍‌ ସଲମାନଙ୍କ ପ୍ରଶଂସକଙ୍କ ମଧ୍ୟରେ…

ଆର୍ଟିଫିସିଆଲ୍‌ ଜୁଏଲେରି ପିନ୍ଧୁଥିଲେ

ଦିନକୁ ଦିନ ବଢୁଥିବା ସୁନା ଦରକୁ ଅଖିଆଗରେ ରଖି ବର୍ତ୍ତମାନ ଆର୍ଟିଫିସିଆଲ୍‌ ଜୁଏଲେରିର ଡିମାଣ୍ଡ ବଢୁଥିବା ଦେଖିବାକୁ ମିଳୁଛି। ବଜେଟକୁ ସୁହାଇଲା ଭଳି ଦାମ୍‌ରେ ଭଳିକି ଭଳି ଡିଜାଇନ୍‌ ମାର୍କେଟ୍‌ରେ ଉପଲବ୍ଧ ହେଉଥିବାରୁ ଏହା ଏବେ ଟ୍ରେଣ୍ଡ୍‌ରେ ରହିଛି । ହେଲେ…

ଭାରତ ଆସି ଇଟାରେ ଓ୍ବିକେଟ କରି କ୍ରିକେଟ ଖେଳିଲେ ନ୍ୟୁଜିଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୩: ନ୍ୟୁଜିଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ଭାରତ ଗସ୍ତରେ ଅଛନ୍ତି। ଏହି ସମୟରେ, ସେ ଦିଲ୍ଲୀରେ ପିଲାମାନଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର କରୁଥିବାର ଦେଖାଯାଇଥିଲା। ତାଙ୍କୁ ଦିଲ୍ଲୀରେ ପିଲାମାନଙ୍କ ସହିତ କ୍ରିକେଟ ଖେଳୁଥିବାର ଦେଖାଯାଇଥିଲା, ଯାହା କ୍ରିକେଟ ଖେଳ ପ୍ରତି ଥିବା…

IPL 2025: କୋହଲିଙ୍କ ସାଙ୍ଗ କରିବେ IPLରେ ଅମ୍ପାୟାରିଂ, ହେବ ବିଶ୍ୱରେକର୍ଡ

ନୂଆଦିଲ୍ଲୀ,୧୯।୩: ଆଇପିଏଲ ୨୦୨୫ର ପ୍ରଥମ ମ୍ୟାଚ ମାର୍ଚ୍ଚ ୨୨ରେ ଖେଳାଯିବ। ଏହି ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ଆରସିବି ଏବେ ବି ନିଜର ପ୍ରଥମ ଟାଇଟଲକୁ ଅପେକ୍ଷା କରିଛି। ଆରସିବି ଥରେ ବି…

ଖଣି ଖାଦାନ ଉପରେ ବଡ ଧରଣର ଚଢାଉ:  ଖଣିରେ ବ୍ୟବହୃତ ଗାଡି ଜବତ

ଖୋର୍ଦ୍ଧା,୧୯।୩(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧାରେ ଖଣି ଖାଦାନ ଉପରେ ବଡ ଧରଣର ଚଢାଉ ହୋଇଛି। ଖୋର୍ଦ୍ଧା ଜିଲା ମିଳିତ ଟ୍ରାକ୍ସ ଫୋର୍ସ ଆଦର୍ଶ ଥାନା ଅନ୍ତର୍ଗତ ଶରଧାପୁରରେ ଚଢ଼ାଉ ହୋଇ ୩୦ରୁ ଊଦ୍ଧର୍‌ବ ଖଣିରେ ବ୍ୟବହୃତ ଗାଡି ଜବତ ହୋଇଛି। ଏଥିରେ…

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ମିନତି

ଭୁବନେଶ୍ୱର,୧୯।୩(ରବିନାରାୟଣ ଜେନା): ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ମାମଲା ଏବେ ରୋଚକ ମୋଡ଼ ନେଇଛି। ଦୀର୍ଘଦିନ ଧରି ତାଙ୍କ ଝିଅ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କଠାରେ ସିବିଆଇ ତଦନ୍ତ ଲାଗି ଦାବି କରିବେ ବୋଲି କହି ଆସୁଥିବାବେଳେ ସୋମବାର ନବଙ୍କ…

ପଛରୁ ପିଟିଲା ତେଲ ଟ୍ୟାଙ୍କର, ବ୍ୟବସାୟୀ ମୃତ

ବନ୍ତ,୧୯।୩(ହରି ନାରାୟଣ ମହାନ୍ତି) : ବୁଧବାର ସକାଳ ପ୍ରାୟ ସାଢେ ୭ଟା ସମୟରେ ଭଦ୍ରକ ଜିଲା ବନ୍ତ ଥାନା ଅଧିନ ଭଦ୍ରକ-ଆନନ୍ଦପୁର 53ନଂ.ରାଜ୍ୟ ରାଜପଥର ଶ୍ରୀବନ୍ତପୁର ଛକ ପୂର୍ବରୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ଜଣେ ବ୍ୟବସାୟୀଙ୍କର…

CSK ବିପକ୍ଷରେ MIର କ୍ୟାପଟେନ ରହିବେ ସୂର୍ଯ୍ୟକୁମାର, ହାର୍ଦ୍ଦିକ ପାଣ୍ଡ୍ୟା କହିଲେ…

ନୂଆଦିଲ୍ଲୀ,୧୯।୩: ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ନିଶ୍ଚିତ କରିଛନ୍ତି ଯେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ସିଜିନର ପ୍ରଥମ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବ ତାଙ୍କ ଅନୁପସ୍ଥିତିରେ ଦଳର ନେତୃତ୍ୱ ନେବେ। ପ୍ରକୃତରେ, ହାର୍ଦ୍ଦିକ ପାଣ୍ଡ୍ୟା ପ୍ରଥମ ମ୍ୟାଚ ପାଇଁ ଉପଲବ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri