Home Left

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା ପାଇଁ “ପିଏମ୍ ଇ-ଡ୍ରାଇଭ୍” (PM E-DRIVE) ଯୋଜନା ଆରମ୍ଭ କରିଥିଲେ। ଏବେ ସରକାରଙ୍କ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ ଫଳ ଘୋଷଣା ନ କରିବାକୁ ହାଇକୋର୍ଟ କହିଛନ୍ତି। ଚାମେଲିଙ୍କ ବିରୋଧରେ ୨୨ ଜଣ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ ଦେଖାଯିବ। ଭାରତରେ ସେହି ସମୟରେ ରାତି ରହିବ। ତେଣୁ ଭାରତରେ ଗ୍ରହଣର କୌଣସି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ ତାହା ଜାଣିବା ବହୁତ ଆକର୍ଷଣୀୟ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ’ଣ ଖାଆନ୍ତି,…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ ଆଧାର କରିବା ଦାବିରେ ଏକ ପ୍ରସ୍ତାବ ପାରିତ କରିଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କେ.ଜି. ଅରୁଣରାଜଙ୍କ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ତାଙ୍କ ଝିଅ ଅନୀତା ବୋଷ ପାଫ୍। ଏହି ମାମଲାରେ ପ୍ରଧାନ ବିଚାରପତି (CJI)…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି (ହିଟ୍‌ ଓ୍ବେଭ୍‌)ର ସମ୍ମୁଖୀନ ହେବାକୁ ଯାଉଛନ୍ତି। ଗତ ମେ’ରୁ ସମଗ୍ର ୟୁରୋପରେ ତାପମାତ୍ରା…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରୁଛନ୍ତି। ସେମାନଙ୍କ କହିବା କଥା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା ତାଙ୍କ ପ୍ରେମିକା କୋମଲ ସ୍ବର୍ଣ୍ଣକରଙ୍କ ସହ ବିମାନବନ୍ଦରରେ ନଜର ଆସିଥିଲେ। ଏହାକୁ ନେଇ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ ଏହାର ସୂତକ ସମୟ ବୈଧ ହେବ ନାହିଁ । ସୂର୍ଯ୍ୟଗ୍ରହଣ କର୍କଟ ରାଶି…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର AI ସେବାଗୁଡ଼ିକୁ ପ୍ରତ୍ୟାହାର କିମ୍ବା ସୀମିତ କରିବାକୁ ବାଧ୍ୟ ହୋଇଛନ୍ତି। ଫଳରେ, ଲୋକମାନେ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି ସହିତ ‘ହର ହର ମହାଦେବ’ ଏବଂ ‘ଜୟ ଶ୍ରୀ ରାମ’ ସ୍ଲୋଗାନ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?