ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏହିଭଳି ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି ହୋଇଥିବା ଭଞ୍ଜନଗର ବେଲେଶ୍ୱର…
Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!
ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ କାରଣ ଏହି ରାତିରେ ମଙ୍ଗଳ ଗ୍ରହ ଏକ ଗୁରୁତ୍ୱପୂର୍ଣ୍ଣ ନକ୍ଷତ୍ର (ନକ୍ଷତ୍ର) ଦେଇ…
ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…
ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ ମିଳିଥାଏ। ଭଗବାନ ଶିବ,ଦେବୀ ପାର୍ବତୀଙ୍କଠାରୁ ବିଶେଷ ଆଶୀର୍ବାଦ ମିଳିଥାଏ। ମହାଶିବରାତ୍ରିରେ, କାଶୀ ସମେତ…
India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍ …
କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍ ଲଢେଇ ହେବାକୁ ଯାଉଛି । ଯାହାକୁ ଅପେକ୍ଷା କରି ରହିଛନ୍ତି କୋଟି କୋଟି ପ୍ରଶଂସକ । ଭାରତ…
ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ
ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି ସ୍ଥିତିରେ ରବିବାର ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ…
ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍ ନଃ ଶିବାୟ
ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି । ଶିବଙ୍କ ଦର୍ଶନ ପାଇଁ ସକାଳଠାରୁ ପୀଠଗୁଡ଼ିକରେ ଭକ୍ତଙ୍କ ଗହଳି ଲାଗି ରହିଥିଲା। ଶ୍ରଦ୍ଧାଳୁମାନେ…
ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ
ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର ପ୍ରଶାସନ ଏବଂ କମିଶନରେଟ ପୋଲିସର ପ୍ରସ୍ତୁତି ଶେଷ ହୋଇଛି। ଭୋର ପ୍ରାୟ ୩ଟାରୁ…
ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ
ଓ୍ୱାଶିଂଟନ୍,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ହେବା ସହିତ ସମାଧାନର ବାଟ ବାହାରିବ ଏବଂ ଉଭୟ ରାଷ୍ଟ୍ର ଯୁଦ୍ଧରୁ ବିରତ…
୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ
ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି। କିନ୍ତୁ ଏହି ମହୋତ୍ସବ ପାଇଁ ଏପର୍ଯ୍ୟନ୍ତ କୌଣସି ସ୍ଥାୟୀ ମଞ୍ଚ, ଦରବାର କିମ୍ୱା…
ମହେନ୍ଦ୍ରଗିରିର ଶିବ ମହିମା
ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ କବିବର ରାଧାନାଥ ରାୟ, ଯାହାର ଶିଖରରେ ରହିଛି ଦ୍ୱାପର ଯୁଗର ‘ମହାଭାରତ’ କଥା,…
କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି
ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ ହାତୀର ଜୀବନ ଯାଉଛି। ହାତୀର ଗତିବିଧି ଉପରେ ନଜର ରଖିବା ସହ ନିୟନ୍ତ୍ରଣ…
ହ୍ୟାଣ୍ଡଶେକ୍ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ
କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ ମାନେ ରଖେ ନାହିଁ। ମାତ୍ର କ୍ରିକେଟ ସେଭଳି ଖେଳାଯିବା ଉଚିତ, ଯେଉଁ ଭଳି…
Archives


