Home Left

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ ପୋଲିସ ଏବଂ ଜିଲା ପୋଲିସ ସମେତ ବିଭିନ୍ନ ୟୁନିଟ ହାଇ ଆଲର୍ଟରେ ଅଛନ୍ତି।…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ ହାସଲ କରିବା ସହ ତାଙ୍କ ସେହି ସମାଲୋଚକମାନଙ୍କୁ ଜବାବ ଦେଇଥିଲେ, ଯେଉଁମାନେ ବାରମ୍ବାର…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ ନଜର ଆସିବେ। ଗୋବିନ୍ଦା ଏବଂ କୋମଲ ପରସ୍ପର ଡେଟ୍‌ କରୁଥିବା ଚର୍ଚ୍ଚା ହେଉଛି।…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା ପୂର୍ବରୁ ଏହି କଟକଣା ଜାରି କରାଯିବା ସହ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ଆଶଙ୍କାରେ…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯିବ। ସେଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜୋରଦାର…

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି । ଦେଶର ଶିକ୍ଷା ଏବଂ ନିଯୁକ୍ତି ବ୍ୟବସ୍ଥାକୁ ନେଇ ଉଠୁଥିବା ପ୍ରଶ୍ନ ମଧ୍ୟରେ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଏକ ଉତ୍ସବରେ ଯୋଗଦେବା ପାଇଁ କୋଲକାତାରୁ ପଶ୍ଚିମ ମେଦିନୀପୁରର କେଶପୁରକୁ…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା କରି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଥିଲେ, ଯେତେବେଳେ ବିରୋଧୀ ସାଂସଦମାନେ କମ୍ପ୍ଲେକ୍ସ ବାହାରେ…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା ଟ୍ରାଞ୍ଜିଷ୍ଟ ହାଉସ ଉଚ୍ଛେଦ କରାଯାଉଛି। ଉଚ୍ଛେଦକୁ ବିରୋଧ କରି ପୋଲିସ-ଜନତା ମୁହାଁମୁହିଁ ହୋଇଛନ୍ତି।…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ ଲଞ୍ଚ ହେବା ପରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇ ଚାଇନାର ‘ଲଙ୍ଗ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ କାର୍‌ ଉପରେ ଲୁହା ଏଙ୍ଗଲ୍‌ଗୁଡ଼ିକ ପଡ଼ିଯିବା ଯୋଗୁ ଜଣେ ମହିଳା ଆହତ ହୋଇଛନ୍ତି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି କାରଣରୁ ଆଜି ଝାଡଖଣ୍ଡରେ ଲକଡାଉନ ଭଳି ପରିସ୍ଥିତି ରହିବ। ବନ୍ଦକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?