୬ ବର୍ଷ ପରେ ନିଜ ଭୁଲ୍ ମାନିଲେ ଧୋନୀ: କହିଲେ, ଏମିତି କରିବାର ନ ଥିଲା
ନୂଆଦିଲ୍ଲୀ,୧୭।୩: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ପଡ଼ିଆରେ ତାଙ୍କର ଶାନ୍ତ ସୱଭାବ ପାଇଁ ଜଣାଶୁଣା। ତାଙ୍କର ପ୍ରଶଂସକମାନେ ତାଙ୍କର ଏହି ଶୈଳୀକୁ ପସନ୍ଦ କରନ୍ତି ଏବଂ ଏହି କାରଣରୁ ତାଙ୍କୁ ‘କ୍ୟାପ୍ଟେନ କୁଲ’ ମଧ୍ୟ କୁହାଯାଏ। ତଥାପି କ୍ରିକେଟ…
ପୋଡକାଷ୍ଟରେ ଚାଇନା ବିଷୟରେ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି, ଚାଇନା କଲା ବାଃ ବାଃ…
ନୂଆଦିଲ୍ଲୀ,୧୭।୩: ଲେକ୍ସ ଫ୍ରିଡମ୍ୟାନ ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନକୁ ଚାଇନା ସକାରାତ୍ମକ ପ୍ରତିକ୍ରିୟା ଦେଇଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟ ଭାରତ-ଚାଇନା ସମ୍ପର୍କକୁ ମଜବୁତ କରିବା ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟକୁ ପ୍ରଶଂସା କରିଛି ଏବଂ ଦୁଇ ଦେଶ ମଧ୍ୟରେ ସହଯୋଗକୁ…
ତହସିଲ କାର୍ଯ୍ୟାଳୟରେ ଭିଡ଼: ମିଳୁନି ପ୍ରମାଣପତ୍ର, ସମସ୍ୟା ଭୋଗୁଛନ୍ତି….
ଦାରିଙ୍ଗବାଡି,୧୭।୩ (ଅରୁଣ ସାହୁ): ବିଦ୍ୟାଳୟ ସମେତ ମହାବିଦ୍ୟାଳୟ ଆଦିରେ ଛାତ୍ରୀଛାତ୍ର ନାମ ଲେଖେଇବା ପାଇଁ ଆବଶ୍ୟକ ପଡୁଛି କାଷ୍ଟ, ଇନ୍କମ୍ ଓ ରେସିଡେନ୍ସ ପ୍ରମାଣ ପତ୍ର। ମାତ୍ର ଏହି ପ୍ରମାଣପତ୍ର କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ସଠିକ ସମୟରେ ମିଳୁ…
ହଠାତ୍ କ୍ରିକେଟ୍ ପଡ଼ିଆରେ ଟଳିପଡ଼ିଲେ କ୍ରିକେଟର୍: ପାଗ ସାଜିଲା କାଳ
ଆଡିଲେଡ,୧୭।୩: ଦକ୍ଷିଣ ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଏକ କ୍ଲବ କ୍ରିକେଟ ମ୍ୟାଚ ସମୟରେ ଅତ୍ୟଧିକ ଗରମ ଯୋଗୁ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି ଜୁନୈଦ ଜାଫର ତଳେ ପଡ଼ିଯାଇଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା କିନ୍ତୁ ତାଙ୍କ ଜୀବନ ବଞ୍ଚାଯାଇପାରି ନ ଥିଲା। ଆଡିଲେଡର…
ଓଡ଼ିଶା ପାଲଟିଛି ବ୍ରାଉନସୁଗାର ହବ୍
ଭୁବନେଶ୍ୱର,୧୭।୩: ପ୍ରତ୍ୟେକ ଦିନ ନିଶା କାରବାରରେ ଅନେକ ଧରାପଡ଼ି ଜେଲ୍କୁ ଯାଇଥାନ୍ତି। ଏହା ଏକ ନିତିଦିନିଆ ଘଟଣା ହୋଇଥିବା ବେଳେ ବ୍ରାଉନସୁଗାର ହବ୍ ପାଲଟିଛି ଓଡ଼ିଶା। ଏ ନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି। ୩ ବର୍ଷରେ…
୩ ବର୍ଷ ଶିଶୁର ୨ କିଡ଼ନୀ ଖରାପ: କିଡ଼ନୀ ପ୍ରତ୍ୟାରୋପଣ ବ୍ୟବସ୍ଥା କରିବ ଜିଲା ପ୍ରଶାସନ
ଛତ୍ରପୁର,୧୭।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମପଞ୍ଚାୟତର ଲକ୍ଷ୍ମଣନଗର ଅଞ୍ଚଳର ଏନ.କ୍ରିଷ୍ଣା ରେଡ୍ଡୀ ଓ ଉର୍ମିଳା ରେଡ୍ଡୀଙ୍କ ୩ ବର୍ଷର କନ୍ୟା ଅନୁଷ୍କାଙ୍କ ଦୁଇଟି କିଡ଼ନୀ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । କଟକ ଶିଶୁ ଭବନରେ…
୬ବର୍ଷ ବିତିଗଲାଣି, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି ଅଙ୍ଗନବାଡ଼ି କେନ୍ଦ୍ର: ଅର୍ଥ ଆତ୍ମସାତ୍ ଅଭିଯୋଗ
କେସିଙ୍ଗା,୧୭।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଫଟକାଳମାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୋରିଙ୍ଗପଦର ଗ୍ରାମର ଅଙ୍ଗନବାଡ଼ି କେନ୍ଦ୍ର-୨ ଆଜକୁ ୬ବର୍ଷ ହେଲାଣି ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡି ରହିଥିବାରୁ ପ୍ରାକବିଦ୍ୟାଳୟରେ ଘୋର ସମସ୍ୟା ଦେଖା ଯାଉଛି। ଗତ ୨୦୧୯ ରେ…
Health Tips: ରକ୍ତଚାପକୁ ନିୟନ୍ତ୍ରଣରେ ରଖେ ଏହି ୯ ପ୍ରକାରର ଜୁସ୍, ପ୍ରତିଦିନ ପିଇଲେ ମିଳିବ ଲାଭ
ଉଚ୍ଚ ରକ୍ତଚାପ ଏକ ଗମ୍ଭୀର ସମସ୍ୟା ଯାହା ହୃଦରୋଗ ଏବଂ ଷ୍ଟ୍ରୋକର ଆଶଙ୍କା ବଢ଼ାଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଅନୁଯାୟୀ, ସାରା ବିଶ୍ୱରେ ୧.୨୮ ବିଲିୟନ ଲୋକ ଉଚ୍ଚ ରକ୍ତଚାପରେ ପୀଡିତ। ଉଚ୍ଚ ରକ୍ତଚାପ ଅର୍ଥ ହେଉଛି ସମଗ୍ର ଶରୀରରେ…
ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ
କେନ୍ଦ୍ରାପଡ଼ା,୧୭।୩: ଓଡ଼ିଶା ଭିଜିଲାନ୍ସ,କେନ୍ଦ୍ରାପଡ଼ା ଜିଲାର ରାଜକନିକାର ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ-କମ୍-ସହାୟକ କର୍ମଚାରୀ ମହମ୍ମଦ ଫିରୋଜ ଖାନଙ୍କୁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ଖାନ ଅଭିଯୋଗକାରୀଙ୍କଠାରୁ ୧.୯୩ ଲକ୍ଷ ଟଙ୍କାର ବିଲ୍…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ରଙ୍କ ବିୟୋଗରେ ଜିଲା ଭାଜପାର ଶୋକ
ଅନୁଗୋଳ,୧୭।୩(ମାନସ ବିଶ୍ୱାଳ): ନୂଆଦିଲ୍ଲୀଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ ଏବଂ ସମାଜସେବୀ ଥିଲେ। ୧୯୪୧ ଜୁଲାଇ ୧୬ରେ ସେ ଜନ୍ମ ଗ୍ରହଣ କରିଥିଲେ। କଣିହାଁ…
ନିଜକୁ ଭଲ କରିବା ପାଇଁ ଔଷଧ ଦୋକାନକୁ ପଶିଗଲା ଆହତ ମାଙ୍କଡ଼, ଆଉ ତା’ ପରେ…
ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେଉଛି। ଏଥିରେ ଏକ ଆହତ ମାଙ୍କଡ଼ କିପରି ନିଜର ଚିକିତ୍ସା ପାଇଁ ଔଷଧ ଦୋକାନକୁ ପଶି ଆସି ସହାୟତା ଲୋଡୁଛି ତାହା ଦେଖିବାକୁ ମିଳିଛି। ଭାଇରାଲ ଭିଡିଓଟି ବାଂଲାଦେଶର ବୋଲି କୁହାଯାଉଛି। ପୋଷ୍ଟ…
ଫେବୃଆରୀରେ ପାଇକାରୀ ମୁଦ୍ରାସ୍ଫୀତି ୨.୩୮% ରେ ସ୍ଥିର
ନୂଆଦିଲ୍ଲୀ,୧୭।୩: ସୋମବାର ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଫେବୃଆରୀରେ ଭାରତର ପାଇକାରୀ ମୁଦ୍ରାସ୍ଫୀତି ହାରରେ ସାମାନ୍ୟ ବୃଦ୍ଧି ଘଟିଛି, ଯାହା ୨.୩୮% ରେ ସ୍ଥିର ହୋଇଛି। ଏହି ସଂଖ୍ୟା ଜାନୁଆରୀ ମାସର ପାଇକାରୀ ମୁଦ୍ରାସ୍ଫୀତି ତୁଳନାରେ ସାମାନ୍ୟ ଅଧିକ,…
Archives


