ପରଲୋକରେ ଧର୍ମେନ୍ଦ୍ରଙ୍କ ବାପା: ଜାଣନ୍ତୁ ଓଡ଼ିଶାରେ ଭାଜପା ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅବଦାନ
ଭୁବନେଶ୍ୱର,୧୭ା୩: ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ
ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ…
ପ୍ରତିବାଦ ଭୟ: ଦେଢ଼ ଘଣ୍ଟା ପଞ୍ଚାୟତରେ ଅଟକିଲେ ମନ୍ତ୍ରୀ
ଲୋଇସିଂହା,୧୭।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗଙ୍କୁ ଘାରିଲା ପ୍ରତିବାଦ ଭୟ। ରବିବାର ସନ୍ଧ୍ୟାରେ ଲୋଇସିଂହା ବ୍ଲକ ଝାରମୁଣ୍ଡାଗସ୍ତ ଅବସରରେ ବିରୋଧୀଙ୍କ ପ୍ରତିବାଦ ଆଶଙ୍କା କରି ପ୍ରାୟ ଦେଢ଼ ଘଣ୍ଟା ପର୍ଯ୍ୟନ୍ତ ପଞ୍ଚାୟତ…
ରାଗକୁ ନିୟନ୍ତ୍ରଣରେ ରଖିବ ଏହି ଡିଭାଇସ୍
କେତେଜଣ ବ୍ୟକ୍ତି କଥା କଥାକେ ରାଗି ଯାଇଥାଆନ୍ତି। ପ୍ରାୟ ଅନେକ ଛୋଟବଡ଼ କଥାକୁ ନେଇ କ୍ରୋଧ ପ୍ରକାଶ କରିବାର ବହୁ ଉଦାହରଣ ରହିଛି। ତେବେ ଏହାକୁ ନିୟନ୍ତ୍ରଣରେ ରଖିବା ନିହାତି ଦରକାର। କାରଣ ତାହା ପରୋକ୍ଷରେ କେତେକ ସ୍ବାସ୍ଥ୍ୟ ସମସ୍ୟାକୁ ଡାକି…
ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଶ୍ରଦ୍ଧାଳୁ କହୁଛନ୍ତି ଘଟିବ..
ପୁରୀ,୧୭ା୩: ଚୈତ୍ର ମାସ କୃଷ୍ଣ ପ୍ରତିପଦା ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଶ୍ରୀମନ୍ଦିରର ନୀଳଚକ୍ରରେ ଉଡୁଥିବା ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠି। ଶୂନ୍ୟ ଗଣ୍ଠି ପଡ଼ିଥିବା…
କେନାଲ ଆଡ଼ିରେ ପଡ଼ିଛି ଅଜଣା ମହିଳାଙ୍କ ମୃତଦେହ
ମୋରଡ଼ା,୧୭ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ହଳଦୀପାଳ ପଞ୍ଚାୟତର ଚିତ୍ରଡ଼ା ଫାଣ୍ଡି ପଛ ପଟ ଜଙ୍ଗଲ ନିକଟ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲ ଆଡ଼ିରେ ଜଣେ ଅଜଣା ମହିଳାଙ୍କ ଗଳିତ ମୃତଦେହ ପଡ଼ି ରହିଥିବାର ଦେଖିବାକୁ ମିଳିଛ। ସୂଚନା…
ଓଡ଼ିଶା ପୁଅ ଅମିତ ରୋହିଦାସ ଶ୍ରେଷ୍ଠ ଡିଫେଣ୍ଡର
ନୂଆଦିଲ୍ଲୀ, ୧୭ା୩: ହକି ଇଣ୍ଡିଆର ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ଅମିତ ରୋହିଦାସ ବର୍ଷର ଶ୍ରେଷ୍ଠ ଡିଫେଣ୍ଡର ପୁରସ୍କାର ଲାଭ କରିଛନ୍ତି। ଭାରତର ଅଧିନାୟକ ହରମନପ୍ରୀତ୍ ସିଂ ଓ ସିନିୟର ଗୋଲ୍କିପର ସବିତା ପୁନିଆ ଯଥାକ୍ରମେ ପୁରୁଷ…
NASA ଦେଲା ବଡ଼ ଅପ୍ଡେଟ୍: ବୁଧବାର ପୃଥିବୀପୃଷ୍ଠକୁ ଫେରିବେ ସୁନୀତା, ଜାଣନ୍ତୁ ପୂରା ମିଶନ…
ଓ୍ବାଶିଂଟନ,୧୭ା୩: ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଘଟିବ ଅନ୍ତ। ସୁନୀତା ଓ୍ବିଲିୟମ୍ସଙ୍କ ପୃଥିବୀ ଫେରିବା ନେଇ ସୋମବାର ବଡ଼ ସୂଚନା ଦେଇଛି ନାସା। ଆସନ୍ତା ବୁଧବାର ଭୋର ୩.୩୦ ମିନିଟ୍ରେ ମହାକାଶରୁ ଫେରି ପୃଥିବୀପୃଷ୍ଠରେ ପହଞ୍ଚିବେ ସୁନୀତା ଓ୍ବିଲିୟମ୍ସ ଏବଂ…
ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୩୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ପିଏଡ୍ମୋଣ୍ଟ,୧୬ା୩: ଆମେରିକାରେ ତାଣ୍ଡବ ରଚିଛି ଘୂର୍ଣ୍ଣଝଡ଼। ଘୂର୍ଣ୍ଣଝଡ଼ରେ ସୋମବାର ସୁଦ୍ଧା ୩୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ କେନ୍ଦ୍ରୀୟ ଓ ଦକ୍ଷିଣ ଆମେରିକାରେ ଏହି ସାମୁଦ୍ରିକ ଝଡ଼ ବ୍ୟାପକ କ୍ଷୟକ୍ଷତି କରିଛି। ଘୂର୍ଣ୍ଣଝଡ଼ରେ ପବନର ବେଗ ୧୦୦…
ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ବର୍ଗଦ୍ୱାରରେ ହେବ ଶେଷକୃତ୍ୟ
ଭୁବନେଶ୍ୱର,୧୭ା୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାରବେଳନଗସ୍ଥିତ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ସୂଚନାଯୋଗ୍ୟ, ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ…
‘କଞ୍ଚାଲଙ୍କା’ ଆଞ୍ଚଳିକ ଭାଷା, ସଂସ୍କୃତିକୁ ଗୁରୁତ୍ୱ ଦେଉଛି
କେନ୍ଦ୍ରାପଡ଼ା ଜିଲାରେ ବିଭୁପ୍ରସାଦ ରଥଙ୍କ ଜନ୍ମ। ପୁରୀ ପରେ ଅହମଦାବାଦରେ ପାଠପଢ଼ା। କର୍ପୋରେଟ କ୍ୟାରିଅର ସମୟରେ ଉତ୍ପାଦନଠାରୁ ଆରମ୍ଭ କରି ସେବା ଏବଂ ମନୋରଞ୍ଜନ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ତାଙ୍କର ଅବଦାନ ଥିଲା। ତାଙ୍କ ନେତୃତ୍ୱରେ ସାରା ଓଡ଼ିଶାରେ ଅନେକ ସାଟେଲାଇଟ୍…
ସ୍ବାସ୍ଥ୍ୟୋପକାରୀ କଳା ଚାଉଳ
କଳା ଧାନର ବୈଜ୍ଞାନିକ ନାମ ‘ଓରାଇଜା ସାଟାଇଭା ଏଲ୍’ ଅଟେ। ଏଥିରେ ଆନ୍ଥୋସାୟାନିନ, ଫେନୋଲିକ୍ ଏସିଡ୍ ଏବଂ ଅନ୍ୟାନ୍ୟ ଶକ୍ତିଶାଳୀ ଆଣ୍ଟିଅକ୍ସିଡାଣ୍ଟର ସମୃଦ୍ଧ ଉପାଦାନ ରହିଛି। ଏଥିରେ ବାର୍ଦ୍ଧକ୍ୟ-ପ୍ରତିରୋଧ କ୍ଷମତା ରହିଛି। ତା’ସହ ଚର୍ମ ପାଇଁ ଏହା ମଧ୍ୟ ଉପକାରୀ। ଗବେଷଣାରୁ…
Archives


