ହାର୍ଟ ଆଟାକ୍ରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ ଏହି ୫ ଉପାୟ
ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଏବଂ ଅସ୍ବାସ୍ଥ୍ୟକର ଖାଦ୍ୟପେୟ ହାର୍ଟ ଆଟାକ୍ ବା ହୃଦରୋଗର ଆଶଙ୍କା ବୃଦ୍ଧି ପାଇଛି। ହାର୍ଟ ଆଟାକ୍ ଯାହାକୁ କାର୍ଡିଆକ ଆରେଷ୍ଟ ମଧ୍ୟ କୁହାଯାଏ, ଏକ ଗମ୍ଭୀର ଅବସ୍ଥା ଯାହା ସମୟ ମଧ୍ୟରେ ଚିକିତ୍ସା ନ କଲେ ଘାତକ…
ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ
ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅପରପକ୍ଷେ ଫଟୋ ଭାଇରାଲ କରିଥିବା ଅଭିଯୁକ୍ତ ଫେରାର ଅଛନ୍ତି। ସୂଚନାନୁଯାୟୀ, ଗତ ବର୍ଷ କଳୁଙ୍ଗା…
ମହମ୍ମଦ ଶାମିଙ୍କ ପରେ ତାଙ୍କ ଝିଅଙ୍କୁ ଟାର୍ଗେଟ: ହୋଲି ଖେଳିବା ଇସଲାମରେ ଅପରାଧ
କୋଲକାତା,୧୬ା୩: ସର୍ବଭାରତୀୟ ମୁସଲିମ ଜମାତ ସଭାପତି ମୌଲାନା ଶାହାବୁଦ୍ଦିନ ରଜଭି ଭାରତୀୟ ପେସର ମହମ୍ମଦ ଶାମିଙ୍କ ପରେ ତାଙ୍କ ଝିଅଙ୍କୁ ଟାର୍ଗେଟ କରିଛନ୍ତି। ଶାମିଙ୍କ ଝିଅ ହୋଲି ଖେଳିବାରୁ ମୌଲାନା ରଜଭି ତାହାକୁ ଅପରାଧ ଓ ଶାରିୟା ଆଇନ ବିରୋଧରେ ବୋଲି…
ଏମ୍ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨
ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ମରରାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଗଡ଼ଗୋବିନ୍ଦପୁର ଗ୍ରାମର…
ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ
ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ ହୋଇଛି। ଶିଶୁ ଯୌନ ନିର୍ଯାତନା ନେଇ ବଡ଼ଗଡ଼ ଥାନାରେ ୨୦୨୩ ଫେବୃଆରୀ ୧୧ ତାରିଖରେ…
ପାକିସ୍ତାନ ବିପକ୍ଷରେ ଭାରତୀୟ କ୍ରିକେଟର ପ୍ରାଧାନ୍ୟକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେକ୍ସ ଫ୍ରିଡମ୍ୟାନ ପଡକାଷ୍ଟରେ କ୍ରିକେଟ ଫିଲ୍ଡରେ ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ତୀବ୍ରତା ସମ୍ପର୍କରେ ନିଜ ମତାମତ ରଖିଛନ୍ତି। ଏଥିରେ ସେ କହିଛନ୍ତି ଖେଳୁଆଡ଼ ମନୋଭାବ ବିଭିନ୍ନ ଦେଶର ଲୋକଙ୍କୁ ଏକତ୍ରିତ କରେ। ଏଥିଯୋଗୁ…
ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…
ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ ରବିବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…
ପୁଣି ବଡ଼ ପରଦାରେ ନଜର ଆସିବେ ବରୁଣ-ଜାହ୍ନବୀ
ମୁମ୍ବାଇ: ବଡ଼ ପରଦାରେ ପୁଣିଥରେ ଅଭିନେତା ବରୁଣ ଧାଓ୍ବନ ଓ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ କେମେଷ୍ଟ୍ରିକୁ ଦେଖିବା ପାଇଁ ଉଭୟଙ୍କ ପ୍ରଶଂସକ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି। ରୋମାଣ୍ଟିକ୍ କମେଡି ଫିଲ୍ମ ‘ସନି ସଂସ୍କାରୀ କି ତୁଲସୀ କୁମାରୀ’ରେ ଏହି…
PSL ଛାଡି IPL ଖେଳିବାକୁ ପଳେଇ ଆସିଲେ ଦକ୍ଷିଣ ଆଫ୍ରିକା ଖେଳାଳି; ଲିଗାଲ ନୋଟିସ ପଠାଇଲା ପାକିସ୍ତାନ
କରାଚୀ,୧୬ା୩: ଆଗାମୀ ପାକିସ୍ତାନ ସୁପର ଲିଗ (ପିଏସ୍ଏଲ୍)ରୁ ଓହରିଯାଇଥିବା ଦକ୍ଷିଣ ଆଫ୍ରିକାର ୩୦ ବର୍ଷୀୟ ଅଲରାଉଣ୍ଡର କର୍ବିନ ବୋଶ୍ଚଙ୍କୁ ଚୁକ୍ତି ଉଲ୍ଲଂଘନ କରିବା ଲାଗି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ଲିଗାଲ ନୋଟିସ ଜାରି କରାଯାଇଛି। ଏହି ଅଲରାଉଣ୍ଡରଙ୍କୁ ଆଇପିଏଲ୍…
Video: ପାକିସ୍ତାନ ସେନା ଉପରେ ଆକ୍ରମଣର ପ୍ରଥମ ଭିଡିଓ ଜାରି କଲା ବିଏଲଏ
ନୂଆଦିଲ୍ଲୀ, ୧୬ା୩: ବାଲୁଚ୍ ଲିବରେସନ୍ ଆର୍ମି (BLA) ଏକ କନଭଏ ଉପରେ ଆକ୍ରମଣରେ ୯୦ ଜଣ ପାକିସ୍ତାନୀ ସାମରିକ କର୍ମଚାରୀଙ୍କୁ ହତ୍ୟା କରିଥିବା ଦାବି କରିବାର କିଛି ଘଣ୍ଟା ପରେ, ଏହାର ସ୍ୱତନ୍ତ୍ର ବାହିନୀ ୟୁନିଟ୍, ମାଜିଦ୍ ବ୍ରିଗେଡ୍ ଆକ୍ରମଣର ପ୍ରଥମ…
ଚକୋଲେଟ୍ ଦେଇ ଶିଶୁକୁ କରିନେଲେ ଅପହରଣ
ବଡ଼ମ୍ବା,୧୬ା୩(ମାୟାଧର ମଲ୍ଲିକ): ଚକୋଲେଟ ଦେଇ ଶିଶୁ ଅପହରଣ କରାଯାଇଥିବା ଘଟଣାକୁ ନେଇ ବଡ଼ମ୍ବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ଅପହରଣ ଶିଶୁଟି ରବିବାର ବଡ଼ମ୍ବା ଅଞ୍ଚଳରୁ ଉଦ୍ଧାର ହୋଇଥିବା ପ୍ରକାଶ ପାଇଛି। ଶିଶୁଟିର ଘର ଖୋର୍ଦ୍ଧା ଅଞ୍ଚଳର କେଶବ ବେହେରାଙ୍କର…
ରକ୍ତଦାନ କ’ଣ ମଧୁମେହ ବିପଦ ହ୍ରାସ କରିପାରିବ, ହାର୍ଟ ପାଇଁ ଲାଭଦାୟକ ହୋଇପାରେ ? ନୂତନ ଅଧ୍ୟୟନରୁ ହେଲା ଖୁଲାସା
ଆମ ମଧ୍ୟରୁ ଅଧିକାଂଶ ଜାଣନ୍ତି ଯେ ରକ୍ତଦାନ ଜୀବନ ରକ୍ଷା କରିପାରେ, ଦୁର୍ଘଟଣା ପୀଡିତ, ଶଲ୍ୟଚିକିତ୍ସା ରୋଗୀ ଏବଂ ଦୀର୍ଘକାଳୀନ ରୋଗ ସହିତ ଲଢ଼ୁଥିବା ଲୋକଙ୍କୁ ସାହାଯ୍ୟ କରିପାରେ କିନ୍ତୁ ଯଦି ଏହି ଉଦାର କାର୍ଯ୍ୟ ଦାତାଙ୍କ ପାଇଁ ମଧ୍ୟ ଆଶ୍ଚର୍ଯ୍ୟଜନକ…
Archives


