୬୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬ ମହିଳା…
ସୁନା ପରେ ବେଙ୍ଗାଲୁରୁ ବିମାନବନ୍ଦରରୁ ଜବତ ହେଲା ଡ୍ରଗ୍ସ; ୨ ମହିଳା ଗିରଫ
ମାଙ୍ଗାଲୁରୁ,୧୬ା୩: ବେଙ୍ଗାଲୁରୁ ବିମାନବନ୍ଦରରୁ ୩୭ କିଲୋଗ୍ରାମ୍ ଡ୍ରଗ୍ସ ସହ ନାଇଜେରିଆର ୨ ମହିଳାଙ୍କୁ ଗିରଫ କରାଯାଇଛି। ଜବତ ନିଶାଦ୍ରବ୍ୟର ମୂଲ୍ୟ ୭୫ କୋଟି ଟଙ୍କା ହେବ। କର୍ନାଟକରେ ଏହା ସର୍ବାଧିକ ଡ୍ରଗ୍ସ ଜବତ ବୋଲି ପୋଲିସ କହିଛି। ଗିରଫ ମହିଳା ହେଲେ…
ରାଜଧାନୀ ଡବଲ ମର୍ଡର ଘଟଣା: ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ, ଡିସିପି କହିଲେ…
ଭୁବନେଶ୍ୱର,୧୬ା୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ବର…
ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ
ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼…
ଯୁବପିଢ଼ିଙ୍କ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରାମର୍ଶ: ”ଧୈର୍ଯ୍ୟ ରଖନ୍ତୁ, ଜୀବନରେ କୌଣସି ସର୍ଟକଟ୍ ନାହିଁ”
ନୂଆଦିଲ୍ଲୀ,୧୬ା୩: ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ୩ ଘଣ୍ଟା ଧରି ଆଲୋଚନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୁବପିଢ଼ିଙ୍କୁ ସର୍ଟକଟ୍ ନ ନେବାକୁ ଏବଂ ଧୈର୍ଯ୍ୟ ଏବଂ ଆତ୍ମବିଶ୍ୱାସ ରଖିବାକୁ ପରାମର୍ଶ ଦେଇଛନ୍ତି। ଫ୍ରିଡମ୍ୟାନ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିବା ଏକ ପ୍ରଶ୍ନର ଉତ୍ତର…
ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…
ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କ୍ଷୋଭ ପ୍ରକାଶ କରି କହିଛନ୍ତି, ବଡ଼…
ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ ଚାହୁଁଥିଲେ ଆପଣାନ୍ତୁ କିଛିଟା ଟିପ୍ସ
ଖରାପ ଲାଇଫ୍ଷ୍ଟାଇଲ୍ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର ତ୍ୱଚା ଏବଂ ଚୁଟି ଉପରେ ପଡିଥାଏ। ଯେମିତି କି ତ୍ୱଚାରେ ବ୍ରଣ, କଳାଦାଗ ଦେଖାଯିବା…
କେହି ମାନିଲେନି ଗାଇଡ୍ଲାଇନ୍, ବୋହି ନେଲେ ମଦ
କୋରାପୁଟ,୧୬ା୩(ଅମିତାଭ ବେହେରା): ହୋଲି ସାରାଦେଶରେ ମହାଆଡ଼ମ୍ବରରେ ପାଳିତ ହୋଇଥିବା ବେଳେ ଅବକାରୀ ବିଭାଗ ଓ ମଦ ବ୍ୟବସାୟୀମାନଙ୍କ ମଧୁଚନ୍ଦ୍ରିକା ଯୋଗୁ ସରକାରୀ ନିୟମକୁ ଫୁ’ କରି ଦେଇ ସହରର ସମସ୍ତ ମଦ ଦୋକାନ ଖୋଲାରହିବା ନେଇ ସାଧାରଣରେ ଘୋର ଅସନ୍ତୋଷ ପ୍ରକାଶ…
ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା
ମୁମ୍ବାଇ: ବ୍ରେକ୍ଅପ୍ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍ସ୍କ୍ରିନ ଏବଂ ଅଫସ୍କ୍ରିନ୍ କେମେଷ୍ଟ୍ରି ମନ ଜିଣୁଥିଲା। ଧାରାବାହିକ ‘ଉଡ଼ାରିଆ’ରୁ ଦୁହିଁଙ୍କୁ ପରିଚୟ ମିଳିଥିଲା। ଅନେକ ଥର ସେମାନେ ବିବାହ…
IPLରେ ରୋହିତଙ୍କ ପାଇଁ କାଳ ଏହି ବୋଲର୍
ନୂଆଦିଲ୍ଲୀ,୧୬।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୫ ମାର୍ଚ୍ଚ ୨୨ ରେ ଆରମ୍ଭ ହେବାକୁ ଯାଉଛି। ଗତ ୧୭ ସିଜିନରେ ଅନେକ ଖେଳାଳିଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଯାଇଛି। ଏଥିମଧ୍ୟରୁ କୋଲକାତା ନାଇଟ ରାଇଡର୍ସ (କେକେଆର୍) ସ୍ପିନର ସୁନୀଲ ନାରିନ୍ ଏବଂ ମୁମ୍ବାଇ…
ରାସ୍ତାକଡ଼ରେ ପଡ଼ିଛି ଅଜଣା ମୃତଦେହ, ଦୁର୍ଗନ୍ଧ ବାରି ଯିବାରୁ…
ମୋହନା,୧୬ା୩(ମନ୍ମଥ ମିଶ୍ର): ରାସ୍ତା କଡ଼ରେ ଅଜଣା ଯୁବକଙ୍କର ମୃତଦେହ ଠାବ କରିଛି ରା ଉଦୟଗିରି ପୋଲିସ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍ ଉଦୟଗିରି ଥାନା ଶିଆଳିଲଟି ପଞ୍ଚାୟତ ବାରନାଳୀ ଠାରେ। ରବିବାର ସକାଳୁ ଅଞ୍ଚଳର କିଛି ସ୍ଥାନୀୟ…
Archives


