Home Left

ଶିଶୁଙ୍କ ହିତରେ କାମକୁ ମିଳିଲା ସମ୍ମାନ! ରାଜ୍ୟସ୍ତରରେ ଚମକିଲେ ଗଞ୍ଜାମ ଡିଏସ୍‌ଡବ୍ଲ୍ୟୁଓ

ଛତ୍ରପୁର,୩।୧୧(ଦିଲ୍ଲୀପି ସାମଲ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ ଭୁବନେଶ୍ୱରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁ ଅଧିକାରର ସୁରକ୍ଷା ଓ ଶିଶୁ କଲ୍ୟାଣ କ୍ଷେତ୍ରରେ କାର୍ଯ୍ୟ ପାଇଁ ଗଞ୍ଜାମର ଜିଲା ସମାଜ ମଙ୍ଗଳ ଅଧିକାରୀ ବିଜୟଲକ୍ଷ୍ମୀ…

କ୍ଷୟକ୍ଷତି ଅନୁଧ୍ୟାନ କଲେ ଜିଲାପାଳ: ୧୫ ଦିନ ମଧ୍ୟରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ…

ଭଞ୍ଜନଗର, ୩।୧୧ (ବାବୁଲା ପ୍ରଧାନ): ଗତ ୨୯ ତାରିଖରେ ହୋଇଥିବା ବାତ୍ୟା ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ଭଞ୍ଜନଗର, ଆସିକା ଓ ସୋରଡ଼ା ଆଦି ବ୍ଲକ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଗଞ୍ଜାମ ଜିଲାପାଳ…

ତୁମୁଡ଼ିବନ୍ଧ ବିଜେଡିରେ ନୂଆ ଇନିଂସ୍‌! ନବନିଯୁକ୍ତ ନେତାଙ୍କୁ ଭବ୍ୟ ସ୍ୱାଗତ, ଏକଜୁଟ୍‌ ହେଲେ କର୍ମୀ

ତୁମୁଡ଼ିବନ୍ଧ,୩।୧୧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କର୍ମୀ ଦୀପକ କୁମାର ପରାସେଠଙ୍କ ନେତୃତ୍ୱରେ…

ଅଳଙ୍କାର ଡକାୟତି ଗ୍ୟାଙ୍ଗକୁ ଧରିଲା ପୋଲିସ: ୫୦୦ ଗ୍ରାମ ସୁନା, ୧୧ କେଜି ରୁପା ଜବତ

ଖୋର୍ଦ୍ଧା,୩।୧୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଚୋରି କରି ଆତଙ୍କ ଖେଳାଉଥିବା ଏକ ଆନ୍ତଃ ଜିଲା ଡକାୟତ ଗ୍ୟାଙ୍ଗକୁ ଖୋର୍ଦ୍ଧା ପୋଲିସ ଧରିବାରେ ସଫଳ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଗ୍ୟାଙ୍ଗର ୧୧ଜଣ ଅଭିଯୁକ୍ତ ଏବଂ ଚୋରି…

ନ୍ୟୁଜିଲାଣ୍ଡ ୨୬, ଭାରତ ମାତ୍ର ୧୪! କିୱି ମାଟିରେ ଟିମ୍‌ ଇଣ୍ଡିଆର ରେକର୍ଡ ନିରାଶାଜନକ, ୭ ବର୍ଷ…

ନୂଆଦିଲ୍ଲୀ,୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟି-୨୦ ସିରିଜ୍‌କୁ ୩-୨ରେ ଜିତିଛି ଟିମ୍‌ ଇଣ୍ଡିଆ। ସିରିଜ୍‌ର ପ୍ରଥମ ତିନୋଟି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର୍‌ମାନେ କିୱି ବୋଲରଙ୍କୁ ନାକେଦମ୍‌ କରିଥିବା ବେଳେ ଚତୁର୍ଥ ଓ ପଞ୍ଚମ ମ୍ୟାଚ୍‌ରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଥିଲା ନ୍ୟୁଜିଲାଣ୍ଡ। ତେବେ ସିରିଜ୍‌…

ଧନତେରସରେ ସୁନା କିଣିବେ ନା ରୂପା? ଏକ୍ସପର୍ଟ କହିଲେ ସତ, ଜାଣନ୍ତୁ କେଉଁଥିରେ ମିଳିବ ଅଧିକ ଲାଭ!

ନୂଆଦିଲ୍ଲୀ,୩।୧୧: ଧନତେରସ ଏବଂ ଦୀପାବଳି ଅବସରରେ ସୁନା-ରୂପା କିଣିବା ଶୁଭ ବୋଲି ଧରାଯାଏ। ଏହି କାରଣରୁ ପର୍ୱପର୍ୱାଣି ଆସିବା କ୍ଷଣି ବଜାରରେ ଏହି ଦୁଇଟି ମୂଲ୍ୟବାନ ଧାତୁର ଚାହିଦା ବୃଦ୍ଧି ପାଇଥାଏ। ଏଥର ମଧ୍ୟ ଧନତେରସରେ ଲୋକମାନେ ସୁନା ଏବଂ ରୂପାରେ…

୪ ଦିନରେ ପହଞ୍ଚିଲା ୧୦୦୦ରୁ ଅଧିକ ଗ୍ୟାସ୍‌ ସିଲିଣ୍ଡର

ଛତ୍ରପୁର, ୩।୧୧ (ଦିଲ୍ଲୀପ ସାମଲ): ବନ୍ୟା ବିପତ୍ତିର ଏହି କଠିନ ସମୟରେ ବିପନ୍ନଙ୍କ ନିକଟରେ ରନ୍ଧା ଖାଦ୍ୟ ପହଞ୍ଚାଇବାରେ ଗଞ୍ଜାମ ଜିଲାରେ ଓରମାସ୍‌ (ORMAS)ର ‘ଶକ୍ତିଗାଁ’ ଅଭିଯାନ ଏକ ଗୁରୁତ୍ୱପୂର୍ଣ୍ଣ ସହାୟକ ମାଧ୍ୟମ ପାଲଟିଛି। ଓରମାସ୍‌, ଜିଲା ପ୍ରଶାସନ ଓ ଇଣ୍ଡିଆନ୍‌…

ଧନତେରସ ପୂର୍ବରୁ ଖୁସି ଖବର: ୧ଲକ୍ଷ ୬ ହଜାର ଶସ୍ତା ହେଲା ରୂପା, ବିଶେଷଜ୍ଞ କହିଲେ ଆହୁରି…

ନୂଆଦିଲ୍ଲୀ,୩।୧୧: ଦୀପାବଳିରେ ଏଥର ରୂପାର ଶୁଭ ଉପହାର କିଣିବା ପାଇଁ (ଅଳଙ୍କାର) ବଜାରରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ଗତ କିଛି ମାସ ମଧ୍ୟରେ ରୂପା ଦରରେ ଦେଖାଦେଇଥିବା ଉତ୍ଥାନ-ପତନ ପରେ ଏବେ ମୂଲ୍ୟରେ ଏକ ବଡ଼ ହ୍ରାସ ରେକର୍ଡ କରାଯାଇଛି।…

ଶନିଙ୍କ ରାଶିକୁ ଚଳନ କରିବେ ରାହୁ: କର୍କଟ ସମେତ ୪ ରାଶିଙ୍କ ଉପରେ ହେବ ଧନବର୍ଷା! ଚାକିରିରେ ବଡ଼ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ରାହୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବର୍ତ୍ତମାନ ରାହୁ କୁମ୍ଭ ରାଶିରେ ଗୋଚର କରୁଥିବାବେଳେ ଡିସେମ୍ବର ୫ ତାରିଖରୁ ମକର ରାଶିରେ ପ୍ରବେଶ କରିବେ। ରାହୁଙ୍କ ଏହି ରାଶି ପରିବର୍ତ୍ତନ କିଛି ରାଶିର ଜାତକଙ୍କ ଜୀବନରେ ସମସ୍ୟା…

ସାମ୍ୱାଦିକାଙ୍କୁ ବିବାହ ପରେ ଓମାର ଅବଦୁଲ୍ଲାଙ୍କୁ ଆଉ ଏକ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ନୂଆଦିଲ୍ଲୀ,୩।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗର ଏମପି ଆଗା ସୟଦ ରୁହୁଲ୍ଲାହ ମେହେଦୀ ଆଜି ନ୍ୟାସନାଲ କନଫରେନ୍ସ (NC) ରୁ ଇସ୍ତଫା ଦେଇଛନ୍ତି ଏବଂ ସେ ଦଳ ସହିତ ନିଜ ଏମପି ପଦ ମଧ୍ୟ ଛାଡ଼ିଛନ୍ତି। ଆଜି ସେ ବଡଗାମରେ ନିଜ ପିତା ଆଗା…

ନଭେମ୍ୱର ୩୦ ସୁଦ୍ଧା କର୍ମଚାରୀଙ୍କୁ ବୋନସ ନ ଦେଲେ କାର୍ଯ୍ୟାନୁଷ୍ଠାନ: ସରକାରଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ,୩।୧୧: ଯଦି ଆପଣ ମଧ୍ୟ ଦିଲ୍ଲୀର କୌଣସି ସରକାରୀ ବିଭାଗ, ସ୍ୱୟଂଶାସିତ ସଂସ୍ଥା କିମ୍ୱା ପବ୍ଲିକ ସେକ୍ଟର (PSU) ରେ ଆଉଟସୋର୍ସ କର୍ମଚାରୀ ଭାବରେ କାର୍ଯ୍ୟ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ହସ ଫୁଟାଇଦେବ। ଦିଲ୍ଲୀ ସରକାର ପର୍ୱପର୍ୱାଣିର…

ଦରମା ବୃଦ୍ଧି କଥା କହିବାରୁ ‘ଶୋ’ରୁ ବିଦା ହେଲେ ଅଭିନେତ୍ରୀ, କଲେ ଚାଞ୍ଚଲ୍ୟକର ଖୁଲାସା

ମୁମ୍ବାଇ,୩।୧୧: ଲୋକପ୍ରିୟ ପୌରାଣିକ ଧାରାବାହିକ ‘ଦେବୋଂ କେ ଦେବ ମହାଦେବ’ରେ ଦେବୀ ପାର୍ବତୀଙ୍କ ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ଅଭିନେତ୍ରୀ ସୋନାରିକା ଭଦୋରିଆ । ବର୍ତ୍ତମାନ ସେ ଟେଲିଭିଜନ ଇଣ୍ଡଷ୍ଟ୍ରିରେ ଦରମା ଅସମାନତାକୁ ନେଇ ମୁହଁ ଖୋଲିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?