Home Left

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁକରି ଘଟଣାର ତଦନ୍ତ ଚଲାଇଥିଲା। ସୋମବାର ଏ ଘଟଣାର ଅନ୍ୟତମ ଅଭିଯୁକ୍ତ ତଥା…

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ,…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ ନଗର ସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଶାଖାର ଏକ ବ୍ୟାଙ୍କ…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଗତ ୨୪ ବର୍ଷରେ ଯାହା ହୋଇପାରିନଥିଲା, ତାହା ଗତ ୨ ବର୍ଷ…

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି। ଦଳର ସଂସ୍ଥାପକ ଅଭିଜିତ ଦୀପକେ ନିଜେ ଏହି ନୂତନ ଆନ୍ଦୋଳନର ଘୋଷଣା କରିଛନ୍ତି।…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତି ଏବେ ଚର୍ଚ୍ଚାର ମୁଖ୍ୟ ପ୍ରସଙ୍ଗ ସାଜିଛି। କୁକୁର ଭୟରେ ମହିଳା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି ଏନଡିଏ ଏମ୍‌ପିମାନେ ମକର ଦ୍ୱାର ଆଡକୁ ଶୋଭାଯାତ୍ରା କରିଥିଲେ। ଅଭିଯୋଗ କରିଥିଲେ ଯେ,…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି ପଦବୀରେ ଭର୍ତ୍ତି କରାଯିବ। ଏହି ପଦବୀଗୁଡ଼ିକ ପାଇଁ ଆବେଦନ ପ୍ରକ୍ରିୟା ୧୧ ଅଗଷ୍ଟ…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ ଏୟାରଫୋର୍ସ ୱାନ ପରିବର୍ତ୍ତେ ଏକ ଗୁପ୍ତ ସାମରିକ ବିମାନରେ ତୁର୍କୀରୁ ଯାତ୍ରା କରିଥିଲେ।…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ ଏକ ଚାକିରିର ସ୍ବପ୍ନ ନଥାଏ, ବରଂ ପୂରା ପରିବାରର ଆଶା ଲୁଚି ରହିଥାଏ।…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ ସଂସଦରେ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ ଇଥାନଲ ମିଶ୍ରିତ ଡିଜେଲ ଅତ୍ୟାବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?