Home Left

ଏଣିକି ଭଏସ କମାଣ୍ଡରେ ସ୍କ୍ରୋଲ କରିପାରିବେ Instagram ରିଲ୍ସ, ଜାଣନ୍ତୁ ନୂଆ ଫିଚର ବିଷୟରେ…

ଏଣିକି ଭଏସ କମାଣ୍ଡ ଦେଲେ Instagram ରିଲ ସ୍ବୟଂଚାଳିତ ଭାବରେ ସ୍କ୍ରୋଲ ହେବ। ଆପଣଙ୍କୁ ଡିସପ୍ଲେକୁ ଛୁଇଁବାକୁ ମଧ୍ୟ ପଡିବ ନାହିଁ। କେବଳ ଗୋଟିଏ ଭଏସରେ କାମ ହୋଇଯିବ। କିନ୍ତୁ ଏହା କିପରି ହେବ? ଏଥିପାଇଁ, ଆପଣଙ୍କୁ ଆପଣଙ୍କ ସ୍ମାର୍ଟଫୋନରେ ଏକ…

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩ ଦିନ ତାତିରୁ ତ୍ରାହି ମିଳିବ ନାହିଁ ନିସ୍ତାର। ଆସନ୍ତା ୩ ଦିନ ପାଇଁ ରାଜ୍ୟରେ…

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।   ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ…

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଭୂଷଣ ସ୍ବର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ…

କମିଲା ରେଲଓ୍ବେର ଏହି ଷ୍ଟକ, ମାର୍ଚ୍ଚ ୨୦ ଭିତରେ ଶୀଘ୍ର କିଣି ନିଅନ୍ତୁ!

ଚଳିତ ସପ୍ତାହରେ ଇଣ୍ଡିଆନ ରେଲୱେ ଫାଇନାନ୍ସ କର୍ପୋରେସନ (IRFC)ର ଶେୟାର ଖବରରେ ଅଛି। କମ୍ପାନୀ ୧୭ ମାର୍ଚ୍ଚ, ୨୦୨୫ ରେ ବୋର୍ଡ ବୈଠକର ତାରିଖ ସ୍ଥିର କରିଛି, ଯେଉଁଠାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଦ୍ୱିତୀୟ ମଧ୍ୟବର୍ତ୍ତୀକାଳୀନ ଲାଭାଂଶ ଉପରେ ନିଷ୍ପତ୍ତି…

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ ୧୧ ବର୍ଷର ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବି.ବାବାଜୀଙ୍କ ପୁଅ ବି.ଚନ୍ଦନ। ମିଳିଥିବା…

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪ ଜାଗା କାମୁଡା ଖାଇ ସାରିବା ପରେ ଉତ୍ତ୍ୟକ୍ତ ହୋଇ ସାପକୁ କଚାଡି ମାରିଲେ ଆଉ…

କାହିଁକି ହୁ ହୁ ହୋଇ ବଢୁଛି ଜମିର ମୂଲ୍ୟ, ସାମ୍ନାକୁ ଆସିଲା ବଡ଼ ସତ

ଗତ କିଛି ବର୍ଷ ମଧ୍ୟରେ ରିଅଲ ଇଷ୍ଟେଟ ସେକ୍ଟରରେ ଏକ ବଡ଼ ଉନ୍ନତିର ସାକ୍ଷୀ ହୋଇଛି। କେବଳ ଫ୍ଲାଟ ନୁହେଁ, ଜମିର ମୂଲ୍ୟ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଯଦି ଆପଣ ମଧ୍ୟ ଆପଣଙ୍କ ବଜେଟ ମଧ୍ୟରେ ଜମି କିମ୍ବା…

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ। ଦୁର୍ଘଟଣାରେ ଅଙ୍ଗୁର ବୋଝେଇ ଟ୍ରକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ରାସ୍ତା ସାରା ବିଛାଡ଼ି ହୋଇ…

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ…

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି। ଦିଗପହଣ୍ଡିର ବଡ଼ବ୍ରାହ୍ମଣସାହି ବାସିନ୍ଦା ଟିକିନା ଦୀର୍ଘବର୍ଷ ହେଲା ଅଙ୍ଗନୱାଡିିକର୍ମୀ ଭାବେ କାର୍ଯ୍ୟକରି ସମସ୍ତଙ୍କ ପ୍ରୀୟଭାଜନ…

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେ…

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର ସାମନ୍ତ। ଭାସ୍କରଙ୍କୁ ଗିରଫ କରି ପଚାରଉଚରା କରୁଛି ପୋଲିସ। ତାଙ୍କ କ୍ୟାମେରା ଜବତ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri