Home Left

୨୦୨୬ ଏହି ତାରିଖରେ ବିଶ୍ୱର ଅନ୍ତ ଘଟିବ! ଭୟଭୀତ ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୧୫।୩: ପ୍ରସିଦ୍ଧ ପଦାର୍ଥବିଜ୍ଞାନୀ ହାଇଞ୍ଜ ଭନ ଫୋର୍ଷ୍ଟରଙ୍କ ଅନୁସାରେ, ୨୦୨୬ ମାନବଜାତି ପାଇଁ ଏକ ବହୁତ ଖରାପ ବର୍ଷ ହୋଇପାରେ। ଚଳିତ ବର୍ଷ ନଭେମ୍ବର ୧୩ ତାରିଖରେ ବିଶ୍ୱର ଅନ୍ତ ହୋଇପାରେ। ଫୋଷ୍ଟର ବିଶ୍ୱାସ କରନ୍ତି ଯେ ବିଶ୍ୱର ଦ୍ରୁତ ବର୍ଦ୍ଧିତ…

ରୋହିତ ଶର୍ମା ଟିମ ଇଣ୍ଡିଆର ଅଧିନାୟକ ରହିବେ କି ନାହିଁ? ଆସିଗଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୩: ନିକଟରେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଚାମ୍ପିୟନ୍ସ ଟ୍ରଫି ୨୦୨୫ ଟାଇଟଲ ଜିତିଛି। ଏହା ପୂର୍ବରୁ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇଥିଲା। ଏଠାରେ ତାଙ୍କର ପ୍ରଦର୍ଶନ ବହୁତ ଖରାପ ଥିଲା। ଖରାପ ପ୍ରଦର୍ଶନ ଯୋଗୁ ଅଧିନାୟକ ରୋହିତଙ୍କ ସମେତ…

‘ଭାରତରେ ପହଞ୍ଚିବା ପୂର୍ବରୁ ହିଁ ମୋତେ ଧମକପୂର୍ଣ୍ଣ ଫୋନ ଆସିବା ଆରମ୍ଭ ହୋଇଗଲା…’ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ବରୁଣ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ,୧୫।୩: ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ କ୍ରିକେଟ ଦଳକୁ ଚାମ୍ପିୟନ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ୨୦୨୧ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ ପରେ ତାଙ୍କୁ ଧମକପୂର୍ଣ୍ଣ…

ଭାରତରେ ସେବା ଆରମ୍ଭ କରିବା ପୂର୍ବରୁ Starlinkକୁ କରିବାକୁ ପଡିବ ଏହି କାମ, ସର୍ତ୍ତ ରଖିଲେ ସରକାର

ନୂଆଦିଲ୍ଲୀ,୧୫।୩: ଭାରତରେ ପ୍ରବେଶ କରିବାକୁ ପ୍ରସ୍ତୁତ ଷ୍ଟାରଲିଙ୍କ ସମ୍ମୁଖରେ ସରକାର ଏକ ବଡ଼ ସର୍ତ୍ତ ରଖିଛନ୍ତି। ସରକାର ଆମେରିକୀୟ କମ୍ପାନୀକୁ ଭାରତରେ ଏକ ନିୟନ୍ତ୍ରଣ କେନ୍ଦ୍ର ଖୋଲିବାକୁ କହିଛନ୍ତି। ଆପଣଙ୍କୁ ଜଣାଇ ଦେଉଛୁ ଯେ ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସାଟେଲାଇଟ ଇଣ୍ଟରନେଟ…

ନିଜ ପ୍ରତିଶ୍ରୁତି ପୂରଣ କଲେ ଟ୍ରମ୍ପ! ସୁନୀତା ୱିଲିୟମ୍ସଙ୍କୁ ଫେରାଇ ଆଣିବା ପାଇଁ NASA-SpaceX ଆରମ୍ଭ କଲା ମିଶନ

ଓ୍ବାଶିଂଟନ୍‌,୧୫।୩: ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ଖୁବ ଶୀଘ୍ର ପୃଥିବୀକୁ ଫେରିବେ। ସେମାନଙ୍କୁ ସୁରକ୍ଷିତ ଭାବରେ ଫେରାଇ ଆଣିବା ପାଇଁ NASA ଏବଂ SpaceX ସେମାନଙ୍କର ମହାକାଶଯାନ ପଠାଇଛନ୍ତି। NASA ଏବଂ SpaceX ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ କ୍ରୁ…

ଏମିତି ଲୋକଙ୍କ ଠାରୁ ରୁହନ୍ତୁ ଦୂରରେ, ଜାଣନ୍ତୁ କାହିଁକି କହିଲେ ଚାଣକ୍ୟ

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର ଏକ ଶ୍ଳୋକରେ ଆଠ ପ୍ରକାର ଲୋକଙ୍କ ବିଷୟରେ ବର୍ଣ୍ଣନା କରିଛନ୍ତି, ଯେଉଁମାନେ ସର୍ବଦା ଅନ୍ୟକୁ…

ପାଳନ ହେଲା ବସନ୍ତ ଉତ୍ସବ

  କୋରାପୁଟ,୧୪।୩(ଅମିତାଭ ବେହେରା): ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପାଳନ ହେଲା ବସନ୍ତ ଉତ୍ସବ ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରୀ-ଛାତ୍ରମାନେ ରଙ୍ଗର ପର୍ବ ହୋଲିକୁ ବସନ୍ତ ଉତ୍ସବ ଭାବରେ ସୁନାବେଡାସ୍ଥିତ ବିଶ୍ୱବିଦ୍ୟାଳୟର କ୍ୟାମ୍ପସରେ ୧୪ ମାର୍ଚ ୨୦୨୫ ରିଖରେ…

ଫ୍ରିଜରେ ଆଳୁ ରଖୁଛନ୍ତି କି, ଡାକୁଛନ୍ତି ଏହି ରୋଗକୁ

ଆଳୁର ସେବନ ସଭିଙ୍କୁ ପସନ୍ଦ। ଅଧିକାଂଶ ବ୍ୟଞ୍ଜନରେ ଏହାର ବ୍ୟବହାର କରାଯାଇଥାଏ। କିନ୍ତୁ କିଛି ଲୋକ ଏହାକୁ ଫ୍ରିଜ୍‌ରେ ରଖିଦିଅନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ହାନିକାରକ। କାରଣ ଆଳୁ ଫ୍ରିଜ୍‌ରେ ରହିବା ପରେ କମ୍‌ ତାପମାତ୍ରା ଯୋଗୁ ଏଥିରେ ମହଜୁଦ୍‌…

୨୦ ବର୍ଷ ପରେ ମଞ୍ଚ ନାଟକ ମଞ୍ଚସ୍ଥ : ସହରୀ ସଭ୍ୟତାଠାରୁ ଦୂରେଇ ଯାଇନି ମଞ୍ଚ ନାଟକ

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହିରେ ଶୁକ୍ରବାର ନାଟକ ‘ ହଜି ଯାଇଛି ମୁଁ ମୋ ଭିତରେ’ମଞ୍ଚସ୍ଥ ହୋଇଛି। ଏହାକୁ ବରିଷ୍ଠ ଲେଖକ ତଥା ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ଼ କମ୍ବୁପାଣି ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ, ୬୬୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଟାଉନ ଥାନା ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ପୋଲିସ ପାଟ୍ରୋଲିଂ ସମୟରେ ଏହି ଗଞ୍ଜେଇ ଜବତ ହୋଇଛି। ଗୋଟିଏ ବୋଲେରୋ ପିକ୍‌ଅପ ଓ ୬୬୦ କେଜି ଗଞ୍ଜେଇ ସହିତ ଏକ ଧଳା କାର,…

ପୋଲିସ ଚଢ଼ାଉ : ଦୁଇ ଗିରଫ

ଗୋପାଳପୁର,୧୪।୩(ନବୀନ ରାଜ ଆଚାରୀ): ଶୁକ୍ରବାର ଭୋର ସମୟରେ ମୋରମ ଚୋରା ଚାଲାଣ ବେଳେ ଗୋଳନ୍ଥରା ଥାନା ପୋଲିସ ଚଢାଉ କରି ଦୁଇଟି ଗାଡି ଜବତ କରିବା ସହ ଦୁଇ ଚାଳକଙ୍କୁ ସାରେ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ…

ଏକୁଟିଆ ରହୁଥିବା ଲୋକଙ୍କଠାରେ ଦେଖାଯାଏ ଏସବୁ ଭଲଗୁଣ

ବଦଳୁଥିବା ଜୀବନଶୈଳୀ ଲାଗି ଲୋକଙ୍କ ମଧ୍ୟରେ ପରିବର୍ତ୍ତନ ଦେଖାଯିବା ସ୍ବାଭାବିକ। ତେବେ ଏହି ପରିବର୍ତ୍ତନ ପାଇଁ ଜଣେ ଅନ୍ୟଜଣଙ୍କଠାରୁ ଭିନ୍ନ ହୋଇଥାନ୍ତି। କାହାକୁ ପରିବାର ସହିତ ମିଶିି ରହିବାକୁ ପସନ୍ଦ ଥିବା ବେଳେ କାହାକୁ ଏକୁଟିଆ ରହିବା ପସନ୍ଦ ହୋଇଥାଏ। ଏକୁଟିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri