ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….
ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ…
Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…
ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ ସଂସଦରେ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ ଇଥାନଲ ମିଶ୍ରିତ ଡିଜେଲ ଅତ୍ୟାବଶ୍ୟକ…
କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!
ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର ଆସିବେ । ‘ହିଟମ୍ୟାନ୍’ ଭାବେ ପରିଚିତ ରୋହିତ ଏବେ ଛୋଟ ପରଦାରେ ନିଜର…
ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ
ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର ଧରିଛି । ଏହି ଘଟଣା ଏମପିଙ୍କ ସମର୍ଥକ ମଧ୍ୟରେ ଘୋର ଅସନ୍ତୋଷ ଦେଖା…
ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ
ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଛି। ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ ଝିଅର ମୃତ୍ୟୁ ହୋଇଥିବା ନେଇ…
ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା
ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ ତାଙ୍କର ୧୦ ବର୍ଷିୟ ଅନ୍ତର୍ଜାତୀୟ କ୍ୟାରିଅରର ଅନ୍ତ ଘଟିଛି। ଏହାପରଠାରୁ ରାହାଣେ ବେଶ…
ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…
ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍ଓଆର୍ ବା ଜମି ପଟ୍ଟା ଅଛି ସେମାନେ ଧାନ ବିକିବା ବ୍ୟବସ୍ଥା ରହିଛି ବୋଲି କୁହାଯାଉଛି।…
ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ
ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ ଅପରାଧିକ କାର୍ଯ୍ୟକଳାପ ଯୋଗୁ ସହରବାସୀ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ଗତ କିଛିଦିନ ତଳେ…
ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…
ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ ସ୍ବରୂପ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଡୁଚେରୀରେ ଏକ ‘ତିରଙ୍ଗା ଯାତ୍ରା’ (ତ୍ରିରଙ୍ଗା…
ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…
ବଞ୍ଚୋ, ୧୦।୮(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର ପୋଲିସ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି କ୍ରମରେ ଆଜି…
୧୨ ଅଗଷ୍ଟରେ ଆକାଶରେ ବଡ଼ ମହାଜାଗତିକ ଘଟଣା: ଏହି ରାଶି ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ! ରୁହନ୍ତୁ ସତର୍କ
୧୨ ଅଗଷ୍ଟ ୨୦୨୬ ରାତିରେ ଆକାଶରେ ଏକ ବଡ଼ ଖଗୋଳୀୟ ଘଟଣା ଘଟିବାକୁ ଯାଉଛି। ଚନ୍ଦ୍ର କିଛି ସମୟ ପାଇଁ ସୂର୍ଯ୍ୟଙ୍କୁ ସମ୍ପୂର୍ଣ୍ଣ ଢାଙ୍କିଦେବ। ବିଶ୍ୱର ଅନେକ ସ୍ଥାନରେ ଦିନ ସମୟରେ ଅନ୍ଧାର ଛାଇଯିବ। ତେବେ ଭାରତରେ ସେହି ସମୟରେ ରାତି…
ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO
ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ। ତିରୁଭନ୍ନାମଲାଇରେ ପହଞ୍ଚିବା ପରେ କଲେକ୍ଟର ବନ୍ଦନା ଗର୍ଗ ତାଙ୍କୁ ସ୍ବାଗତ କରିଥିଲେ। ମନ୍ଦିର…

