Ancient Egypt Mummification Mystery: ସତରେ କ’ଣ ମମି ଭିତରେ ରଖାଯାଏ ମହଣ ମହଣ ସୁନା? କାରଣ ଜାଣିଲେ ଉଡିବ ହୋସ୍
ମମି…ଏକ ଶବ୍ଦ ଯାହା ଶୁଣିଲେ ଆପଣଙ୍କୁ ପ୍ରାଚୀନ ମିଶରର ରହସ୍ୟପୂର୍ଣ୍ଣ ଦୁନିଆ କଥା ମନେପଡେ। ଏହି ପୃଥିବୀ ସର୍ବଦା ପ୍ରତ୍ନତତ୍ତ୍ୱବିତ୍ମାନଙ୍କ ପାଇଁ ଏକ ପ୍ରିୟ ସ୍ଥାନ ହୋଇ ରହିଛି। ପ୍ରକୃତରେ, ଏଠାରେ ମିଳିଥିବା ମମିଗୁଡ଼ିକ ପ୍ରାଚୀନ ମିଶରର ଅନେକ ଗୁପ୍ତ ରହସ୍ୟ…
ମହାସିଙ୍ଗି ପଞ୍ଚାୟତର ବିଭିନ୍ନ ସମସ୍ୟା: ସମୂହ ୱାର୍ଡ ସଭ୍ୟ ବିଡିଓଙ୍କୁ ଭେଟି ଜଣାଇଲେ
ବାଲିଗୁଡା,୧୪।୩:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ମହାସିଙ୍ଗି ପଞ୍ଚାୟତର ୧୧ଟି ୱାଡର୍ର୍ର ସମୂହ ୱାର୍ଡସଭ୍ୟ ନୂତନ ଭାବେ ଦାୟିତ୍ୱ ନେଇଥିବା ବିଡିଓ ଶୁଭ୍ରାଞ୍ଜଳି ପ୍ରଧାନଙ୍କୁ ଫୁଲତୋଡ଼ା ଦେଇ ଶୁଭେଚ୍ଛା ଜଣାଇବା ସହ ପଞ୍ଚାୟତରେ ଥିବା…
ମହଙ୍ଗା ମାଡରେ ଯୁଝୁଛି ଏହି ରାଜ୍ୟ, ନାଁ ଜାଣିଲେ ତାଜୁବ ହେବେ
ନୂଆଦିଲ୍ଲୀ,୧୪।୩: ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ପାଇଥିଲେ ମଧ୍ୟ, ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (NSO)ର ତଥ୍ୟ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟରୁ ଜଣାପଡିଛି ଯେ ଫେବୃଆରୀ ମାସରେ କେରଳରେ ମୁଦ୍ରାସ୍ଫୀତି ସର୍ବାଧିକ ଥିଲା, ଯେତେବେଳେ ତେଲେଙ୍ଗାନାରେ ଏହା…
ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ସୁନା ବେଶ, ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ସମ୍ପନ୍ନ
ପୁରୀ,୧୪।୩(ଅଜିତ୍ କୁମାର ମହାନ୍ତି): ପବିତ୍ର ଫାଲୁଗନ ମାସ ପୂର୍ଣ୍ଣିମା ତଥା ଦୋଳ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ସମ୍ପନ୍ନ ହେବା ସହ ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ପାଳିତ ହୋଇଯାଇଛି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା…
ଜଙ୍ଗଲ ଭିତରେ ପଡି ରହିଛି ମହିଳାଙ୍କ ମୃତଦେହ : ବଳାତ୍କାର ପରେ ହତ୍ୟା ସନ୍ଦେହ
ମୋରଡା,୧୪।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଧୀନ ଜଗନ୍ନାଥ ମନ୍ଦିର ପାଖ ଜଙ୍ଗଲରେ ଜଣେ ଲୋଧା ଜନଜାତି ମହିଳାଙ୍କ ମୃତଦେହ ପଡିରହିଛି । ସୂଚନା ମୁତାବକ, ସକାଳେ ସ୍ଥାନୀୟ ଲୋକେ ପତ୍ର ତୋଳିବା ପାଇଁ ଜଙ୍ଗଲକୁ…
VSSUT ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ଜାରି କଲେ କର୍ତ୍ତୃପକ୍ଷ
ସମ୍ବଲପୁର,୧୪।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ପ୍ରିୟାଂଶୁ ପ୍ରକାଶ ବେହେରା(୧୯) ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଥିଲେ। ଛାତ୍ରଙ୍କ ମୃତ୍ୟୁ ପରେ ଭିସୁଟ୍ କର୍ତ୍ତୃପକ୍ଷ…
ନିଆରା ପରମ୍ପରା: ତପୋବନରେ ଫୁଲର ହୋଲି
ବରଗଡ଼,୧୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ରୋଡ୍ସ୍ଥିତ ତପୋବନ ଆଶ୍ରମରେ ଷଷ୍ଠ ବର୍ଷ ସାମୂହିକ ଭାବେ ଫୁଲରେ ହୋଲି ପାଳନ କରାଯାଇଥିଲା। ବିନା ରାସାୟନିକ ରଙ୍ଗ ବ୍ୟବହାର କରି ଫୁଲରେ ହୋଲି ଏକ ନିଆରା କାର୍ଯ୍ୟକ୍ରମ ଥିଲା। ହୋଲି ପାଳନ କରିବାର ଏହି…
ମଧ୍ୟାହ୍ନ ଭୋଜନ ପରେ ପ୍ରବଳ ନିଦ ଆସୁଛି କି, ଖାଦ୍ୟରେ ସାମିଲ୍ କରନ୍ତୁ ଏହି ୨ଟି ଜିନିଷ, ଚୁଟ୍କିରେ ଛାଡିଯିବ ନିଦ
ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନରେ ନିଦ ଆସିବା ବହୁତ ସ୍ବାଭାବିକ। ପ୍ରତ୍ୟେକ ବ୍ୟକ୍ତି କୁହନ୍ତିି ଯେ ଅପରାହ୍ନରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଯେଉଁ ହାଲୁକା ନିଦ ଆସେ ତାକୁ ମୁକାବିଲା କରିବା କଷ୍ଟ। ମଧ୍ୟାହ୍ନ ଭୋଜନ ପରେ ଏହି ନିଦ…
ଦୋଳବିମାନରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି
ବଲାଙ୍ଗୀର,୧୪ା୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଯାଦବ ସମାଜ ପକ୍ଷରୁ ସ୍ଥାନୀୟ ଯାଦବ ଭବନଠାରେ ଶୁକ୍ରବାର ଦୋଳ ମହୋତ୍ସବ ପାଳିତ ହୋଇଛି। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଏହି ଉତ୍ସବରେ ଯୋଗଦେଇ ରାଧାକୃଷ୍ଣ ଯୁଗଳ ମୂର୍ତ୍ତିକୁ ବିମାନରେ ଧରି ସହର ପରିକ୍ରମା କରିଛନ୍ତି।…
ବିସ୍ଫୋରକ ବୟାନଦେଲେ ତାରା, ଆଣ୍ଠେଇ ଆଣ୍ଠେଇକି…
ଭୁବନେଶ୍ୱର,୧୪।୩: ‘ମହିଳା ସୁରକ୍ଷା ମୋ ଡିମାଣ୍ଡ’, ଏତିକି ଖାଲି କରିଦିଅନ୍ତୁ ଭୁଲ କଣ ମାଗିବି? ମୋତେ ଆଣ୍ଠା କହିଲେ ଆଣ୍ଠେଇବି। ଯଦି କହିବେ ମୋ କ୍ୱାର୍ଟର୍ସରୁ ବିଧାନସଭାକୁ ଆଣ୍ଠେଇ ଆଣ୍ଠେଇ ଯିବି। ଶୁକ୍ରବାର ଏଭଳି କହିଛନ୍ତି ବିଧାୟକ ତାରା ବାହିନୀପତି ।…
ରଙ୍ଗରେ ଭିଜିଲେ ବିଦେଶୀ କ୍ରିକେଟର: IPL ତାରକା ଖେଳିଲେ ହୋଲି
ନୂଆଦିଲ୍ଲୀ,୧୪।୪: IPL 2025ର ୧୮ତମ ସିଜିନର ବିଗୁଲ ବାଜିସାରିଛି। ସମସ୍ତ ଦଳର ଖେଳାଳି ନିଜ ନିଜ ଘରୋଇ ପଡ଼ିଆରେ କଠିନ ଅଭ୍ୟାସ କରୁଛନ୍ତି। ହେଲେ ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ସମଗ୍ର ଦେଶ ହୋଲି ରଙ୍ଗରେ ରଙ୍ଗିତ। ଏହି ପରିପ୍ରେକ୍ଷୀରେ ହୋଲି…
ପାକିସ୍ତାନରେ ପୁଣି ଆତଙ୍କବାଦୀ ଆକ୍ରମଣ, ବଡ଼ ବିସ୍ଫୋରଣ…
ୱାଜିରିସ୍ତାନ,୧୪।୩: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ବିସ୍ଫୋରଣ ଘଟିଛି। ଗତ ଚାରି ଦିନ ମଧ୍ୟରେ ଏହା ପାକିସ୍ତାନରେ ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୋଲିସ ଅଧିକାରୀ ଆସିଫ ବାହାଦର କହିଛନ୍ତି ଯେ ଆଜମ…
Archives


