ବିଲ୍ଡିଂରେ ବଡ଼ ଧରଣର ଅଗ୍ନିକାଣ୍ଡ: ଜଳିଗଲେ ୩
ଗାନ୍ଧୀନଗର,୧୪ା୩: ଗୁଜରାଟର ରାଜକୋଟରେ ଶୁକ୍ରବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଆଟଲାଣ୍ଟିସ ବିଲଡିଂରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି କୋଠା ଭିତରେ ଅନେକ ଲୋକ ଫସି ରହିଥିଲେ। ସେମାନଙ୍କୁ ରକ୍ଷା କରିବା ପାଇଁ ଅଗ୍ନିଶମ ବାହିନୀ ସମେତ…
ଦୋଳ ପୂର୍ଣ୍ଣିମା: ଗାଁଠୁ ସହର ସବୁଠି ଉତ୍ସବମୁଖର
ବାଲିଗୁଡ଼ା,୧୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଫାଲଗୁନ ମାସ ଶୁକ୍ଳପକ୍ଷ ଫଗୁ ଦଶମୀ ତିଥିରୁ ଓଡ଼ିଶାରେ ଆରମ୍ଭ ହୋଇଥାଏ ଦୋଳ ପର୍ବ। ଏହି ଅବସରରେ ବାଲିଗଡ଼ା ଶ୍ରୀଜଗନ୍ନାଥ ମନ୍ଦିର ପରିସରରୁ ଦୋଳ ଗୋବିନ୍ଦଙ୍କ…
ଔଷଧରେ ବ୍ୟବହାର ହୁଏ ଭାଙ୍ଗ, କ’ଣ ଖାଇବା ଦ୍ୱାରା ନିଶା ହୁଏ?
ହୋଲି ବିନା ଭାଙ୍ଗ ଅଧୁରା। ଭାଙ୍ଗ ବିନା ହୋଲି ସମ୍ପୂର୍ଣ୍ଣ ହୁଏ ନାହିଁ। ଏହି କାରଣରୁ ଲୋକମାନେ ଏହାକୁ ଥାଣ୍ଡା ସହିତ ମିଶାଇ ପିଅନ୍ତି। ତଥାପି, ଅନେକ ଲୋକ ନିଶା ଭାବରେ ଗଞ୍ଜେଇ ଏବଂ ଅଫିମ ମଧ୍ୟ ସେବନ କରନ୍ତି। କୁହାଯାଏ…
ଦୋଳପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ପୁରୀ,୧୪ା୩: ଶୁକ୍ରବାର ଦୋଳ ବେଦିରେ ଦୋଳପୂର୍ଣ୍ଣିମା ନୀତି ସହ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେଉଛି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଦୋଳପୂର୍ଣ୍ଣିମା ଉପଲକ୍ଷେ ୨ଜଣ ଅତିରିକ୍ତ ଏସ୍ପି, ୧୧ ଡିଏସ୍ପି,…
ଆଇନମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ଏଥର ରାଜାଙ୍କ ଲିଙ୍କରେ ଥିବା ବଡ଼ବଡ଼ିଆଙ୍କ ପାଳି
ଭୁବନେଶ୍ୱର,୧୪ା୩: ବିଜେଡି ନେତା ରାଜା ଚକ୍ର ଗିରଫ ହେବା ମାମଲାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରାଜାଙ୍କ ଲିଙ୍କ୍ରେ ଅନେକ ବଡ଼ବଡ଼ିଆଙ୍କ ସଂପୃକ୍ତି ରହିଛି। ଆଇନ ଅନୁଯାୟୀ କାହାକୁ ଛଡ଼ାଯିବନି, ସମସ୍ତେ ବନ୍ଧା ହେବେ।…
କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କୁ ଭେଟିଲେ କମଲେଶ
ଭୁବନେଶ୍ୱର,୧୪ା୩: ଅର୍ଜୁନ ପୁରସ୍କାର ବିଜେତା ଓ ଟେବୁଲ ଟେନିସ ଫେଡେରେଶନ ଅଫ ଇଣ୍ଡିଆର ସାଧାରଣ ସମ୍ପାଦକ କମଲେଶ ମେହେତା ଗୁରୁବାର କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମେହେତା ଓଡ଼ିଶାର ସୁଦୃଢ଼ କ୍ରୀଡ଼ା ଭିତ୍ତିଭୂମିର…
IPL 2025 ପାଇଁ ୧୦ ଦଳର ଅଧିନାୟକ ଫାଇନାଲ: ନୂଆ କ୍ୟାପଟେନ୍ ସହିତ ମଇଦାନକୁ ଓହ୍ଲାଇବେ ୫ ଦଳ
ନୂଆଦିଲ୍ଲୀ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୮ତମ ସିଜିନର ବିଗୁଲ ବାଜିସାରିଛି। ଆଗାମୀ ସିଜିନ ପାଇଁ ସମସ୍ତ ଦଳ ପ୍ରସ୍ତୁତ ହୋଇସାରିଛନ୍ତି। ଏହି ସିଜିନ ଅର୍ଥାତ୍ IPL ୨୦୨୫ରେ ମୋଟ ପାଞ୍ଚଟି ଦଳ ନୂତନ ଅଧିନାୟକଙ୍କ ସହିତ ମଇଦାନକୁ ଓହ୍ଲାଇବେ। ଏବେ ସମସ୍ତ…
ସ୍ବାବଲମ୍ବୀ ହେବେ ମହିଳା, ନାରୀ ସଶକ୍ତିକରଣକୁ ସୁଦୃଢ଼ କରିବା ପାଇଁ…
ପୁରୁଷୋତ୍ତମପୁର,୧୪ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭାଟକୁମରଡ଼ା ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ପକ୍ଷରୁ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କୁ ଋଣ ପ୍ରଦାନ ମେଳା ଶାଖା ପରିଚାଳକ ଚିଙ୍କୁ ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ…
ଡୋମେନିକାଲିଙ୍କ ପୁଣି ୫ ବର୍ଷ ବଢ଼ିଲା କାର୍ଯ୍ୟକାଳ
ଓ୍ବାଶିଂଟନ,୧୪ା୩: ଷ୍ଟିଫାନୋ ଡୋମେନିକାଲି ଆଉ ୫ବର୍ଷ ପାଇଁ ଅର୍ଥାତ ୨୦୨୯ ପର୍ଯ୍ୟନ୍ତ ଫର୍ମୁଲା ଓ୍ବାନ୍ ସଭାପତି ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ରହିବା ଲାଗି ରାଜି ହୋଇଛନ୍ତି। ଗ୍ଲୋବାଲ ରେସିଂ ସିରିଜ ତଥା ଓନରଶିପ୍ ଗ୍ରୁପ୍ ଲିବର୍ଟି ମେଡିଆ ପକ୍ଷରୁ ଏହା…
ମହମ୍ମଦ ୟୁନୁସ୍ଙ୍କ ଅସଲ ଚେହେରା ସାମ୍ନାକୁ ଆସିଲା, ପୋଲ୍ ଖୋଲିଦେଲେ ବାଂଲାଦେଶର…
ଢାକା,୧୪।୩: ମରକ୍କୋରେ ଥିବା ବାଂଲାଦେଶ ରାଷ୍ଟ୍ରଦୂତ ହାରୁନ ଅଲ ରସିଦ ମହମ୍ମଦ ୟୁନୁସ୍ଙ୍କ ବିରୋଧରେ ମୌଳବାଦୀଙ୍କୁ ସମର୍ଥନ କରିବା ଏବଂ ଦେଶରେ ଅରାଜକତା ବିସ୍ତାର କରିବାର ଗମ୍ଭୀର ଅଭିଯୋଗ ଆଣିଛନ୍ତି। ରସିଦ କହିଛନ୍ତି , ୟୁନୁସ୍ ବାଂଲାଦେଶର ଧର୍ମନିରପେକ୍ଷ ଢାଞ୍ଚାକୁ ଭାଙ୍ଗିବା…
ଡିପୋରେ ଜଳିଗଲା ଲକ୍ଷାଧିକ ଟଙ୍କାର ଜାଳେଣି କାଠ
ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ଥାନା ଜାମୁନାଳୀଠାରେ ଥିବା ବନ ନିଗମ ଲିମିଟେଡ୍ର କାଠ ଡିପୋରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଜଙ୍ଗଲରୁ ନିଆଁ ଆସି କାଠ ଡିପୋରେ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ ଡିପୋରେ ଥିବା…
ମାର୍ଚ୍ଚରେ ଦେଶବ୍ୟାପୀ ଦୁଇଦିନ ବ୍ୟାଙ୍କ ବନ୍ଦ, ଆଗରୁ ସାରି ଦିଅନ୍ତୁ ସବୁ କାମ
ନୂଆଦିଲ୍ଲୀ,୧୪ା୩: ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଗୁରୁବାର ଘୋଷଣା କରିଛି ଯେ ଏହାର ଦୁଇ ଦିନିଆ ଦେଶବ୍ୟାପୀ ଧର୍ମଘଟ ମାର୍ଚ୍ଚ ୨୪ ଏବଂ ୨୫ ତାରିଖରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ହେବ। ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (IBA)…
Archives


