Home Left

ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ

ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ ପୂଜା ପାଇ ଆସୁଥିବା ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଦୋଳଯାତ୍ରା ଗୁରୁବାର ରାତିରୁ ଆରମ୍ଭ ହୋଇଛି।…

୧୭ରେ କୃଷକ ମହାପଞ୍ଚାୟତ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି ଚାଲିଛି l ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟସ୍ତରର…

ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍‌ଯାପିତ ଅବସରରେ ଏମିତି କହିଲେ ବିଧାୟକ

ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…

ଟ୍ରେନ୍‌ ଅପହରଣ ପରେ ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୧୦ ଆତଙ୍କବାଦୀଙ୍କୁ ନିହତ କଲା ସେନା

ଇସଲାମାବାଦ,୧୩।୩: ଗୁରୁବାର ପାକିସ୍ତାନ ସେନା ଦାବି କରିଛି ଯେ ଖାଇବର ପଖତୁନଖୱାର ଦକ୍ଷିଣ ୱାଜିରିସ୍ତାନ ଜିଲାର ଏକ ଫ୍ରଣ୍ଟିୟର୍‌ କର୍ପସ ଶିବିର ନିକଟରେ ଆତ୍ମଘାତୀ ବୋମା ଆକ୍ରମଣ ହୋଇଛି। ଏଥିରେ ୧୦ ଜଣ ତେହେରିକ-ଏ-ତାଲିବାନ ପାକିସ୍ତାନ (ଟିଟିପି) ଆତଙ୍କବାଦୀଙ୍କୁ ହତ୍ୟା କରାଯାଇଛି।…

ବାଇକରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳେ ଧରିଲା ପୋଲିସ, ଯାଞ୍ଚବେଳେ ମିଳିଲା…

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଜଣ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ଜିଲା ଦୌରା ଜଜ୍‌ କୋର୍ଟକୁ ଚାଲାଣ କରିଛନ୍ତି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ଗଜପତି ଜିଲା ଅଡବା…

ଗଞ୍ଜେଇ ସହ ଧରାପଡିବା ପରେ ମାରିଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲା ଅବକାରୀ

ଛତ୍ରପୁର, ୧୩।୩(ସନ୍ତୋଷ ପାଢ଼ୀ ): ଛତ୍ରପୁର ସ୍ଥିତ ଭ୍ରାମ୍ୟମାଣ ଅବକାରୀ ଟିମ ଗୁରୁବାର ଗଞ୍ଜାମ ବ୍ରିଜ ନିକଟରୁ ୮ କିଗ୍ରା ଗଞ୍ଜେଇ ସହ ଜଣଙ୍କୁ ଗିରଫ କରିଛନ୍ତି। ସେହେଲେ ଏସ.ଅଜୟ । ତାଙ୍କୁ କୋର୍ଟ ଚାଲାଣ କରିବାବେଳେ ସେ ଚମ୍ପଟ ମାରିଥିବା…

ନ୍ୟାଶ୍‌ନାଲ ଟି୨୦ ଚାମ୍ପିୟନଶିପ୍‌ରୁ ଓହରିଲେ ବାବର

କରାଚୀ,୧୩।୩: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ ଲାଗି ଘୋଷିତ ପାକିସ୍ତାନ ଦଳରୁ ବାଦ୍‌ ପଡ଼ିଥିବା ପୂର୍ବତନ ଅଧିନାୟକ ବାବର ଆଜମ ନ୍ୟାଶନାଲ ଟି୨୦ ଚାମ୍ପିୟନଶିପରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। ବାବର ଓ ଫାଷ୍ଟ ବୋଲର ନସିମ ଶାହ କାର୍ଯ୍ୟବୋଝ ଓ ଆଗାମୀ…

IPL 2025: DCର ଅଧିନାୟକତ୍ୱ ବିତର୍କ ମଧ୍ୟରେ ବଡ଼ ବୟାନ ହେଲେ KL Rahul

ନୂଆଦିଲ୍ଲୀ,୧୩।୩: କେଏଲ ରାହୁଲ ଆଇପିଏଲର ଆଗାମୀ ୧୮ତମ ସିଜିନରେ ତାଙ୍କର ପଞ୍ଚମ ଦଳ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳିବାକୁ ପ୍ରସ୍ତୁତ। ୧୩୨ ଆଇପିଏଲ ମ୍ୟାଚ ଏବଂ ୪୬୮୩ ରନର ଅଭିଜ୍ଞତା ସାଙ୍ଗରେ ଆଣିଥିବା ଏହି ଖେଳାଳି ମେଗା ନିଲାମରେ ଫ୍ରାଞ୍ଚାଇଜ ଦ୍ୱାରା…

କେତେ ଉପକାରୀ ଦଲିଆ

ଏବେ ଆମମାନଙ୍କର ଅନିୟମିତ ଜୀବନଶୈଳୀ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଠିକ୍‌ ସମୟରେ ଠିକ ଖାଦ୍ୟ ନ ଖାଇବା ଦ୍ୱାରା ବି ଆମେ ଅନେକ ରୋଗର ଶିକାର ହେଉଛୁ। ଯାହାକୁ ଚିହ୍ନଟ କରିବା ବେଳେ ବେଳେ କଷ୍ଟକର ବି…

ଜାତୀୟ ମାଷ୍ଟର ଗେମ୍ସ, ବିଦ୍ୟାଧରଙ୍କୁ ମିଳିଲା ସ୍ବର୍ଣ୍ଣ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ସପ୍ତମ ଜାତୀୟ ମାଷ୍ଟର ଗେମ୍ସ ପ୍ରତିଯୋଗିତାରେ ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ କାଦୋବାହାଲ ଗ୍ରାମର ବିଦ୍ୟାଧର ସାହୁ କ୍ରୀଡ଼ାରେ ରେକର୍ଡ ସୃଷ୍ଟି କରିଛନ୍ତି। ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବ୍ୟକ୍ତିଗତ ଇଭେଣ୍ଟ ୪୦୦…

କନ୍ଧମାଳ ମହୋତ୍ସବ, ପଲ୍ଲୀଶ୍ରୀ ମେଳା-୨୦୨୫: ମଶାଲ ଶୋଭାଯାତ୍ରାରେ ସାମିଲ ହେଲେ ଅଞ୍ଚଳବାସୀ, ବ୍ଲକ କର୍ମଚାରୀ

ଦାରିଙ୍ଗବାଡି, ୧୩।୩ (ଅରୁଣ ସାହୁ ): ଆସନ୍ତା ୨୧ ଠାରୁ ୨୫ ପର୍ଯ୍ୟନ୍ତ ଫୁଲବାଣୀଠାରେ କନ୍ଧମାଳ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା -୨୦୨୫ ହେବାକୁ ଯାଉଛି। ଏହି ଅବସରରେ ଏକ ମଶାଲ ଶୋଭାଯାତ୍ରା ତୁମୁଡିବନ୍ଧ ବ୍ଲକରୁ ବାହାରି ଗୁରୁବାର ଦାରିଙ୍ଗବାଡିଠାରେ ପହଞ୍ଚିଥିଲା।…

ବ୍ଳକସ୍ତରୀୟ ଶିଶୁ ବାଟିକା ‘ପ୍ରସ୍ତୁତି ’ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଆୟୋଜିତ ବ୍ଳକସ୍ତରୀୟ ୫ ଦିବସୀୟ ଶିଶୁ ବାଟିକା ପ୍ରାଥମିକ ଶିକ୍ଷୟିତ୍ରୀ ଶିକ୍ଷକ ପ୍ରଶିକ୍ଷଣ ଶିବିର ପ୍ରସ୍ତୁତି ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ବ୍ଲକ ଭାରପ୍ରାପ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri