କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…
କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଆସି ବଳଭଦ୍ରପୁର ଗ୍ରାମରେ ଓହ୍ଲାଥିଲେ।…
ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…
ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଛି । ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଯୁବକଙ୍କ…
ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା
ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା ଏହି ପରମ୍ପରା ଏବେ ଭାରତୀୟ ସଂସ୍କୃତିରେ ମିଶିଯାଇଛି। ସାରା ବିଶ୍ବରେ ଫେବୃଆରୀ ୧୪କୁ…
Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍ରେ ଯିବେ ମୀନ ସହ ଏହି ୨ରାଶି…
ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ ଖୁସି, ପ୍ରେମ ଏବଂ ସକାରାତ୍ମକ ସମ୍ପର୍କ ଅନୁଭବ କରିବାର ସମ୍ଭାବନା ଅଛି, ଯେତେବେଳେ…
ରାତିରେ ଧୂମ୍ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ
ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ରାଜଗାଙ୍ଗପୁର ତଳକିପଡ଼ାର ୫୯…
ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…
ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି ଗ୍ରହଣ ଏବଂ ବ୍ୟବସାୟିକ ବୁଦ୍ଧିକୁ ପ୍ରଭାବିତ କରେ। ଏହା ଦେଖାଯାଇଛି ଯେ ଯେତେବେଳେ…
ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର
ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର, ନିବେଶ, ପର୍ୱ ଏବଂ ବିବାହ ପାଇଁ) ବହୁତ ଅଧିକ। ତେଣୁ, ଭାରତ ଏହାର…
କଟକ ଜିଲାପାଳଙ୍କୁ ନୋଟିସ୍, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…
କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ ଗ୍ରହଣ କରି ଏହି ନୋଟିସ୍ ହୋଇଛି। ନେତାଜୀ ଜୟନ୍ତୀ କାର୍ଯ୍ୟକ୍ରମରେ ଦେବାଶିଷଙ୍କୁ ଡକାଯାଇ…
ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ
କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ ଦି’ ଓଳି ଉପାସ ରହୁଥିବା ଗଣେଶ ଏତେ ବଡ ରୋଗରୁ କେମତି ମୁକ୍ତି…
ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…
ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧିନ ଚାରଗୋଠ ଗ୍ରାମ ନିକଟସ୍ଥ ପୋଖରୀ ପାର୍ଶ୍ୱରେ ଥିବା…
ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…
କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ ଅଗଷ୍ଟରେ ଆରମ୍ଭ ହେବାର ଥିଲା। ମଙ୍ଗଳବାର, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି…
ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ
ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ ଦେଖାଉଥିଲେ। ଏପରିକି ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା…
Archives


