Home Left

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ ୨୦୨୧ ମସିହା ମେ ମାସ ୨୧ ତାରିଖରେ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା।…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର ପ୍ରଥମ ଦିବସରେ ଭାରତ ୪ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୯ଟି ବ୍ରୋଞ୍ଜ…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର କରିଛି ଜିଲା ଶିଶୁ ସୁରକ୍ଷା ବିଭାଗ। ଉଦ୍ଧାର ନାବାଳିକାଙ୍କ ମଧ୍ୟରୁ ପୁରୁଷୋତ୍ତମପୁର ଓ…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର ଦୁର୍ଗମ ତଥା ଆଦିବାସୀ ବହୁଳ ଲଇମୁରା ଥାନାଂଚଳର ତିଲେଇମାଳ ଗ୍ରାମରେ । ସୂଚନା…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟିଂ ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ ଥିବା ସମସ୍ତଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଅଭିନେତା ସୌରଭ ସଚଦେବ ତୁରନ୍ତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି ପୋଷ୍ଟଗୁଡ଼ିକ ମଧ୍ୟରୁ କିଛି ସତ୍ୟ ହୋଇଥିବା ବେଳେ ଅନ୍ୟଗୁଡ଼ିକ ମିଥ୍ୟା ଥାଏ। ସମ୍ପ୍ରତି…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ ସଂଯୋଗ କରିଥିବା କଂକ୍ରିଟ ରାସ୍ତାରେ ଗତ କିଛି ଦିନର ଲଗାଣ ବର୍ଷାରେ ୧୨…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ ଜଗରଙ୍ଗାଙ୍କ ନେତୃତ୍ୱରେ ପୋଲିସ ଟିମ ସହରରେ ପାଟ୍ରୋଲିଂ କରୁଥିବା ସମୟରେ ବାଟଗୌଡ଼ ସାହି…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁସାରେ ଗଦଗୁଡ଼ା ଗ୍ରାମ ତଳସାହିର ସୁଭଦେବ ପ୍ରଧାନ(୩୫) ପରିବାର ପ୍ରତିପୋଷଣ ପାଇଁ କେରଳ…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଶାସକ ଭାଜପା ଆଗୁଆ ଥିବା…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୭୬/୨୫ ଅନୁଯାୟୀ ଜାମିନ ଆବେଦନ…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ କରିଛି। ‘ଭାରତ ସରକାର’ ବୋର୍ଡ ଲାଗିଥିବା ଏକ କାର୍‌କୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?